Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ...

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ...

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ...

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ...

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ...

  • ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ...

  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

  • ମନା କରି ଦେଲେ ହାଇକୋର୍ଟ, ହଟିବନି ...

Home ›› ››ଗୀତ ଗାଇ ତିନି ପିଢୀଙ୍କୁ ସ୍ୱରରେ ମତୁଆଲା କରିଛନ୍ତି ଲତା

ଗୀତ ଗାଇ ତିନି ପିଢୀଙ୍କୁ ସ୍ୱରରେ ମତୁଆଲା କରିଛନ୍ତି ଲତା

2022-02-06 07:26:25
14389
Share:
Facebook
Twitter
E-Mail
WhatsApp
Telegram
ଗୀତ ଗାଇ ତିନି ପିଢୀଙ୍କୁ ସ୍ୱରରେ ମତୁଆଲା କରିଛନ୍ତି ଲତା


ନୂଆଦିଲ୍ଲୀ:  ଲତା ମଙ୍ଗେସକର । ଭାରତର ସ୍ୱର । ରବିବାର ଥମି ଯାଇଛି ସେଇ ସ୍ୱର । ୯୩ ବର୍ଷ ବୟସରେ ଦୁନିଆରୁ ମେଲାଣି ନେଇଛନ୍ତି ସ୍ୱର ସମ୍ରାଜ୍ଞୀ । ଆଠ ଦଶକରେ ୨୫ ହଜାର ଗୀତ ଗାଇ ତିନି ପିଢୀଙ୍କୁ ସ୍ୱରରେ ମତୁଆଲା କରିଛନ୍ତି  । ଶେଷରେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଅନେକ ଦିନ ଚିକିତ୍ସାଧିନ ରହିବା ପରେ ଶନିବାର ଲତାଙ୍କର ଦେହାନ୍ତ ହୋଇଯାଇଛି । ପୁରା ଦେଶ ତାଙ୍କୁ ଦେଉଛି ଭାବବିହ୍ୱଳ ଶ୍ରଦ୍ଧାଞ୍ଜଳୀ । ଭାରତର ସ୍ୱର ଭାରତ ରତ୍ନ ଲତାଙ୍କ ଜୀବନ ଆରମ୍ଭ ହୋଇଥିଲା ଇନ୍ଦୋର ସହରରୁ । ୧୯୨୯ ମସିହା ସେପ୍ଟେମ୍ବର ୨୮ ତାରିଖରେ ଇନ୍ଦୋରରେ ଲତାଙ୍କ ଜନ୍ମ ହୁଏ । ପିତା ଥିଲେ ମହାନ ମରାଠୀ ସଂଗୀତ କାର ଦିନାନାଥ ମଙ୍ଗେସକର । ପଣ୍ଡିତ ଦିନାନାଥଙ୍କ ମୁଳ ସାଙ୍ଗିଆ ଥିଲା ହାର୍ଡିକର । ଗୋଆର ମଙ୍ଗେସିରୁ ଆସିଥିବା ଦିନାନାଥ କିନ୍ତୁ ସ୍ଥାନ ନାମ ଅନୁସାରେ ନିଜ ସାଙ୍ଗିଆକୁ ମଙ୍ଗେସକର କରିଥିଲେ । ଏହାପରଠାରୁ ତାଙ୍କ ସନ୍ତାନ ମାନେ ମଧ୍ୟ ମଙ୍ଗେସକର ଭାବେ ପରିଚିତ ହୋଇଥିଲେ । ଲତାଙ୍କୁ ପ୍ରଥମେ ହେମା ନାମ ଦିଆଯାଇଥିଲା । କିନ୍ତୁ ପରେ ତାଙ୍କ ପିତା ନାମ ବଦଳାଇ ଲତା କରିଥିଲେ । ଦିନାନାଥଙ୍କ ଗୋଟିଏ ନାଟକ ହେମବନ୍ଧନ’ର ମୁଖ୍ୟନାୟିକା ଲତିକା ଅନୁସାରେ ଲତାଙ୍କ ନାମ କରଣ ହୋଇଥିଲା ।

ହତ୍ୟା ପାଇଁ ହୋଇଥିଲା ଉଦ୍ୟମ
ଲତା ଯେତେବେଳେ ନିଜ କ୍ୟାରିୟରର ଚରମରେ ଥିଲା ସେତେବେଳେ ତାଙ୍କ ବିରୋଧରେ ଷଡ଼ଯନ୍ତ୍ର ହୋଇଥିଲା । ଲତାଙ୍କୁ ରାସ୍ତାରୁ ହଟାଇବା ପାଇଁ ଏକଦା ତାଙ୍କ ହତ୍ୟା ପାଇଁ ମଧ୍ୟ ଉଦ୍ୟମ ହୋଇଥିଲା । ୧୯୬୨ ମସିହାରେ ଲତାଙ୍କୁ ସ୍ଲୋ ପଏଜନ ଦିଆଯାଇଥିଲା । ଥରେ ନିଦରୁ ଉଠିବା ପରେ ତାଙ୍କ ପେଟରେ ଭୀଷଣ ଯନ୍ତ୍ରଣା ହୋଇଥିଲା । ପରେ ଡାକ୍ତରୀ ଯାଂଚରୁ ତାଙ୍କୁ ସ୍ଲୋ ପଏଜନ ଦିଆଯାଇଥିବା ଜଣା ପଡିଥିଲା । ତେବେ ଏହି ଷଡ଼ଯନ୍ତ୍ର କିଏ ରଚିଥିଲା ଓ କାହିଁକି ରଚିଥିଲା ତାହା ଆଜି ମଧ୍ୟ ଏକ ରହସ୍ୟ ।

ଲତା ବିବାହ କରିନଥିଲେ । ଭାଇ ଭଉଣୀ ଓ ସେମାନଙ୍କ ପିଲାଙ୍କୁ ନେଇଥିଲା ଲତାଙ୍କ ପରିବାର । ପିଲାଟି ଦିନରୁ ନିଜ ଭାଇ ଭଉଣୀଙ୍କୁ ମଣିଷ କରିବା ସଂଘର୍ଷ ଭିତରେ ଲତା ରହିଯାଇଥିଲା ଅବିବାହିତ । କୁହାଯାଏ ଯେ, ସଂଗୀତକାର ଭି.ରାମଚନ୍ଦ୍ରଙ୍କ ବ୍ୟକ୍ତିତ୍ୱ ଦ୍ୱାରା ଲତା ପ୍ରଭାବିତ ଥିଲେ । ଏହା ମଧ୍ୟ କୁହାଯାଏ ଯେ, ଲତା ରାମଚନ୍ଦ୍ରଙ୍କ ବିବାହ ପ୍ରସ୍ତାବକୁ ପ୍ରତ୍ୟାଖାନ କରିଥିଲେ । କିନ୍ତୁ ଲତା କେବେ ମଧ୍ୟ ଏବାବଦରେ ମୁହଁ ଖୋଲିନଥିଲେ । ଲତାଙ୍କ ଆବର୍ତ୍ତମାନରେ ଭାରତୀୟ ସିନେ ସଂଗୀତ ଦୁନିଆ ତା’ର ସବୁଠାରୁ ପରିଚିତ ସ୍ୱରକୁ ହରାଇଛି । ଭାରତର ତିନି ପିଢି ଯେଉଁମାନେ ତାଙ୍କ ସଂଗୀତ ଶୁଣି ପିଲାରୁ ବଡ଼ ଓ ବଡରୁ ବୟୋବୃଦ୍ଧ ହୋଇଥିଲେ ସେମାନଙ୍କ ମନରେ ଚିର ଦିନ ପାଇଁ କିନ୍ତୁ ରହିବେ ଲତା ଏଥିରେ ସନ୍ଦେହ ନାହିଁ ।

Powered by Froala Editor

Tags Lata mangeskar

Related articles Odisha News Lens 4.1

  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ
    ବିଶେଷ

    ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15236
    Jun 20, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ
    ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15389
    Jun 20, 2026
  • ମନା କରି ଦେଲେ ହାଇକୋର୍ଟ, ହଟିବନି ଟେଲିଗ୍ରାମ ବ୍ୟାନ
    ଦେଶ-ଦେଶାନ୍ତର

    ମନା କରି ଦେଲେ ହାଇକୋର୍ଟ, ହଟିବନି ଟେଲିଗ୍ରାମ ବ୍ୟାନ

    15747
    Jun 19, 2026
  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13519
    Jun 20, 2026
  • ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ
    ଦେଶ-ଦେଶାନ୍ତର

    ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

    14319
    Jun 20, 2026
  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ
    ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15045
    Jun 20, 2026
  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...
    ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...

    13734
    Jun 20, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି
    ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    14923
    Jun 20, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ
    ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15169
    Jun 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

    14319
    Jun 20, 2026
  • ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15389
    Jun 20, 2026
  • ବିଶେଷ

    ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15236
    Jun 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16935
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17554
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17602
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17996
    Sep 06, 2023

ବିଶେଷ

  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15236
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14150
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15708
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14924
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14437
    Jun 15, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13766
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14865
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15478
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15227
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    14923
    Jun 20, 2026
  • ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

    14319
    Jun 20, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ

    15389
    Jun 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In