ନନ୍ଦନକାନନରେ ପକ୍ଷୀ ଗଣନା ଆରମ୍ଭ

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ପ୍ରତ୍ୟେକ ବର୍ଷ ଦେଶବିଦେଶରୁ ପକ୍ଷୀମାନଙ୍କ ଆଗମନ ହୋଇଥାଏ । ଚଳିତ ବର୍ଷ ମଧ୍ୟ ଦେଶବିଦେଶରୁ ବହୁ ସଂଖ୍ୟାରେ ପକ୍ଷୀଙ୍କ ସମାଗମ ହୋଇଛି। ନନ୍ଦନକାନନ ପକ୍ଷରୁ ଆଜି ଠାରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆରମ୍ଭ ହୋଇଛି ପକ୍ଷୀ ଗଣନା । ୨୦ ଜଣକୁ ନେଇ ସକାଳ ୭ଟାରୁ ଆରମ୍ଭ ହୋଇଯାଇଛି ପକ୍ଷୀ ଗଣନା ପକ୍ରିୟା।
Powered by Froala Editor