Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ...

  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ...

ରାଜ୍ୟ
Home ›› ରାଜ୍ୟ ››ନିର୍ବାଚନୀ ମଇଦାନକୁ ଓହ୍ଲାଇଛନ୍ତି ଗୋଟିଏ ପରିବାରର ୫ସଦସ୍ୟ

ନିର୍ବାଚନୀ ମଇଦାନକୁ ଓହ୍ଲାଇଛନ୍ତି ଗୋଟିଏ ପରିବାରର ୫ସଦସ୍ୟ

2022-02-07 05:33:04
13914
Share:
Facebook
Twitter
E-Mail
WhatsApp
Telegram
ନିର୍ବାଚନୀ ମଇଦାନକୁ ଓହ୍ଲାଇଛନ୍ତି ଗୋଟିଏ ପରିବାରର ୫ସଦସ୍ୟ


ସୋରଡ଼ା: ନିର୍ବାଚନୀ ମଇଦାନରେ ଗୋଟିଏ ପରିବାରର ପାଞ୍ଚ ସଦସ୍ୟ । ସରକାରଙ୍କ ଯୋଜନା କିପରି ଲୋକଙ୍କ ପାଖରେ ପହଞ୍ଚିପାରିବ ସେ ଲକ୍ଷ୍ୟ ନେଇ ମଇଦାନକୁ ଓହ୍ଲାଇଛନ୍ତି । ଗଞ୍ଜାମ ଜିଲ୍ଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ଗୋପାଳପୁର ଶାସନ ପଞ୍ଚାୟତର ୬୬ ନମ୍ବର ଜୋନ୍‌ । ଏହି ପଞ୍ଚାୟତଟି ସରପଞ୍ଚ, ସମିତିସଭ୍ୟ, ଜିଲ୍ଲା ପରିଷଦ ଆସନ ପାଇଁ ସରଂକ୍ଷିତ । ସରପଞ୍ଚ ପ୍ରାର୍ଥୀ ଦେବରାଜ ମଲ୍ଲିକ, ପ୍ରାଇମେରୀ ସ୍କୁଲର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ । ଚାକିରି ଛାଡ଼ି ସ୍ୱଇଚ୍ଛାରେ ରାଜନୀତିକୁ ଆସିଛନ୍ତି ଦେବରାଜ । ଦେବରାଜଙ୍କ ଝିଅ ଶକୁନ୍ତଳା ମଲ୍ଲିକ, ଜଣେ ଉଚ୍ଚଶିକ୍ଷିତ ୬୬ ଜୋନ୍‌ରୁ ବିଜେପି ଟିକଟରେ ଜିଲ୍ଲା ପରିଷଦ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦିତା କରୁଛନ୍ତି । ବୋହୂ ରଶ୍ମିରେଖା ମଲ୍ଲିକ, ରାଇବନ୍ଧ ପଞ୍ଚାୟତର ସମିତିସଭ୍ୟ ପ୍ରାର୍ଥୀ । ଝିଆରି ଆରତୀ ମଲିକ, ଅମ୍ବୁରୁତୁଳୁ ପଞ୍ଚାୟତରୁ ସମିତିସଭ୍ୟ ପ୍ରାର୍ଥୀ ।

ସେହିପରି ଝିଆରୀ ସୁନନ୍ଦିନୀ ମଲ୍ଲିକ, ଭଗବାନପୁର ପଞ୍ଚାୟତରୁ ସମିତିସଭ୍ୟ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦିତା କରୁଛନ୍ତି । ଗୋପାଳପୁର ଶାସନ ପଞ୍ଚାୟତରେ ଜନସଂଖ୍ୟା ଦଶ ହଜାରରୁ ଉର୍ଦ୍ଧ୍ୱ । ସୋରଡା ନିର୍ବାଚନ ମଣ୍ଡଳୀରେ ୭ଗୋଟି ଜିଲ୍ଲା ପରିଷଦ ଆସନ ରହିଛି । ସେଥିରୁ ସୋରଡାରେ ୪ଗୋଟି ଥିବା ବେଳେ ବେଳମୁଠା ବ୍ଲକରେ ୩ ଗୋଟି ରହିଛି । ଓ୍ଵାର୍ଡର୍ ସଂଖ୍ୟା ୧୮ । ଭୋଟର ୭ ହଜାର ୭୪୨ । ସେମାନଙ୍କ ମଧ୍ୟରୁ ମହିଳା ଭୋଟର ୩ହଜାର ୫୯୭ ଏବଂ ପୁରୁଷ ଭୋଟର ୪ ହଜାର ୧୪୫ ଅଛନ୍ତି । ସରପଞ୍ଚ ପାର୍ଥୀ ଦେବରାଜ ମଲିକ ଏବଂ ଜିଲ୍ଲା ପରିଷଦ ପାର୍ଥୀ ଶକୁନ୍ତଳା ମଲ୍ଲିକ କହିଛନ୍ତି, ଆମ ପଞ୍ଚାୟତରେ ବହୁ ସମସ୍ୟା ଅଛି । ଆମେ ଶିକ୍ଷିତ ହୋଇ ଜିତିକି ଆସିଲେ ସରକାରଙ୍କ ଯୋଜନା ଗୁଡିକୁ ଲୋକଙ୍କ ପାଖରେ ପହଞ୍ଚାଇବୁ । ପ୍ରତ୍ୟେକ ମୁହୂର୍ତରେ ଲୋକଙ୍କ ସାଙ୍ଗରେ ରହିବୁ । ଏପଟେ ସମସ୍ତ ପାର୍ଥୀଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ବିଜେପି ବିଧାୟକ ପାର୍ଥୀ ନୀଳମଣି ବିଶୋଇ । ପ୍ରାର୍ଥୀମାନଙ୍କୁ ଗାଁ ଗାଁରୁ ମଧ୍ୟ ଭଲ ସମ୍ବର୍ଦ୍ଧନା ମିଳୁଛି ।

ଅନ୍ୟପଟେ ଦୀର୍ଘ ୧୫ ବର୍ଷ ହେବ ବିଜେଡିର ଦୁର୍ଗ ରହିଛି ସୋରଡା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀରୁ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ଗଡ ରକ୍ଷା କରିଛନ୍ତି । ଗତବର୍ଷ ମଧ୍ୟ ସମସ୍ତ ଜିଲ୍ଲା ପରିଷଦ ଆସନ ବିଜେଡି ହାତକୁ ଆସିଥିଲା ଏବଂ ସୋରଡା ବ୍ଲକରେ ବିଜେଡି ଅଧ୍ୟକ୍ଷ ପଦ ହାତେଇଥିଲା । ଚଳିତଥର ଗଡ଼ ହାତେଇ ସମ୍ମାନ ବଞ୍ଚାଇବା ଲକ୍ଷ୍ୟରେ ଲାଗି ପଡ଼ିଛନ୍ତି ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ୱାଇଁ । ଗୋପାଳପୁର ଶାସନର ସରପଞ୍ଚ ପାର୍ଥୀ ଦେବରାଜ ମଲ୍ଲିକଙ୍କ ବୋହୂଙ୍କ ଭାଇ ବିଜେଡି ସମର୍ଥିତ ପାର୍ଥୀ ଭାବେ ଲଢୁଛନ୍ତି । ଏଠାରେ କଡ଼ା ଟକ୍କର ଦେଖିବାକୁ ମିଳୁଛି । ଲୋକମାନେ ପ୍ରତ୍ୟେକ ପାର୍ଥୀ ଏବଂ ବିଧାୟକଙ୍କୁ ଝୋଟି ପକାଇ ଫୁଲମାଳ ଦେଇ ବନ୍ଦାପନା କରି ସ୍ୱାଗତ କରିବା ସହିତ ଢୋଲ ମହୁରି ବଜାଇ ଗାଁ ବୁଲାଉଛନ୍ତି । ଭୋଟରଙ୍କ ମଧ୍ୟରେ ସମସ୍ତ ପାର୍ଥୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା ମିଳୁଛି । ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ୱାଇଁଁ ପ୍ରତ୍ୟେକ ଗାଁ ବୁଲି ଲୋକଙ୍କ ପାଖରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କ ସବୁ ଯୋଜନା ବଖାଣି ଭୋଟ ଭିକ୍ଷା କରୁଛନ୍ତି । ସେପଟେ କିଛି ଭୋଟର ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଚଳିତ ନିର୍ବାଚନରେ ସୋରଡା ନିର୍ବାଚନ ମଣ୍ଡଳୀରେ ବିଜେଡି ଓ ବିଜେପି କଡ଼ା ଟକ୍କର ଦେଖିବାକୁ ମିଳିବ । ତେବେ ଗଡ଼ କିଏ ହାତେଇବ ତାହା ସମୟ କହିବ ।

Powered by Froala Editor

Tags Election

Related articles Odisha News Lens 4.1

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    13921
    Aug 20, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14654
    Aug 20, 2026
  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର
    ଦେଶ-ଦେଶାନ୍ତର

    ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13527
    Aug 20, 2026
  • ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ
    ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    13923
    Aug 20, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ  ...
    ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ...

    14097
    Aug 20, 2026
  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    15007
    Aug 19, 2026
  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା
    ମନୋରଞ୍ଜନ

    ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    13956
    Aug 19, 2026
  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ
    ମନୋରଞ୍ଜନ

    ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    14057
    Aug 19, 2026
  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ
    ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13528
    Aug 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13527
    Aug 20, 2026
  • ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    13923
    Aug 20, 2026
  • ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14654
    Aug 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17043
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17664
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17713
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18110
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15964
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13882
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14912
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14684
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14522
    Aug 07, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

ଶିକ୍ଷା, ନେତୃତ୍ୱ ଓ ବିକାଶର ସୁଯୋଗ ମାଧ୍ୟମରେ ଭବିଷ୍ୟତ ଗଢ଼ିବା

ଭୁବନେଶ୍ୱର : ବେଦାନ୍ତ ଆଲୁମିନିୟମ କୋଇଲା ଖଣିର ପରିଚାଳନାଗତ ସଫଳତା ପଛରେ ଏକ ଦୃଢ କାର୍ଯ୍ୟବଳ ରହିଛି ଯାହା ବ୍ୟବସାୟ ସହିତ ତାଳଦେଇ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13998
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14262
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14385
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15279
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    15007
    Aug 19, 2026
  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    13956
    Aug 19, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15720
    Aug 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In