Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, April 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ମହାନାୟକ’ରେ ବିଜୁବାବୁଙ୍କ ଭୂମିକାରେ ...

  • ପୁଣି ଥରେ ପରଦାକୁ ଫେରୁଛି ଖଳନାୟକ

  • ମନ କି ବାତ୍‌ କାର୍ଯ୍ୟକ୍ରମରେ ଏହା କହିଲେ ...

  • ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ

  • ଉଡ଼ାଣ ସମୟରେ ସ୍ୱିସ୍ ଏୟାର ବିମାନ ...

  • ସ୍ୱିସ୍ ଏୟାର ବିମାନର ଇଞ୍ଜିନ୍ ଫେଲ୍ ହୋଇ ...

  • ଯେଉଁମାନଙ୍କର ପ୍ରଭାବ ଅଧିକ ଥାଏ, ...

  • ହ୍ୱାଇଟ୍ ହାଉସ୍ କରେସପେଣ୍ଡେଣ୍ଟ ...

  • 'କୋକୋମି' ବେଳେ ଅଶାନ୍ତି : ମଣିପୁରରେ ପୁଣି ...

  • ହାତରେ କୁନି ଝିଅର ପାଦ ଟାଟୁ କଲେ ବାପା, ...

Home ›› ››କୋହଳ ହେଲା ନିର୍ବାଚନୀ କଟକଣା

କୋହଳ ହେଲା ନିର୍ବାଚନୀ କଟକଣା

2022-02-07 08:22:58
13547
Share:
Facebook
Twitter
E-Mail
WhatsApp
Telegram
କୋହଳ ହେଲା ନିର୍ବାଚନୀ କଟକଣା

ଭୁବନେଶ୍ୱର: କୋଭିଡ କଟକଣା ଭିତରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେଉଛି । ଏନେଇ ପୂର୍ବରୁ ଜାରି କରାଯାଇଥିବା ନିର୍ବାଚନୀ ଗାଇଡଲାଇନ ବା କଟକଣାକୁ ଆଜି କୋହଳ କରାଯାଇଛି । ଏବେ ସଂକ୍ରମିତଙ୍କ ସଂଖ୍ୟା ଖସୁଥିବା ବେଳେ ୨ ହଜାର ତଳେ ରହିଛି ଟ୍ରେଣ୍ଡ। ତେଣୁ ନିର୍ବାଚନ ପ୍ରଚାର ନିମନ୍ତେ ଲାଗୁ ହୋଇଥିବା କଟକଣାକୁ ସାମାନ୍ୟ କୋହଳ କରାଯାଇଛି। ଏନେଇ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ପୂର୍ବରୁ  ୫ ଜଣଙ୍କୁ ନେଇ ଡୋର ଟୁ ଡୋର କ୍ୟାମ୍ପେନିଂ ପାଇଁ ଅନୁମତି ଦିଆଯାଇଥିବାବେଳେ ଏବେ ତାହାକୁ ପରିବର୍ତ୍ତନ କରାଯାଇଛି । ଏବେ ୨୦ ଜଣଙ୍କୁ ନେଇ ଡୋର ଟୁ ଡୋର କ୍ୟାମ୍ପେନିଂ ପାଇଁ ଅନୁମତି ଦିଆଯାଇଛି । ଏହାଛଡ଼ା ସେ କ’ଣ କହିଛନ୍ତି ଆସନ୍ତୁ ଜାଣିବା-

- ଏଣିକି ୨୦ ଜଣଙ୍କୁ ନେଇ ଘରକୁ ଘର ବୁଲି ପ୍ରଚାର କରାଯାଇପାରିବ
- ରାଜନୈତିକ ସଭାକୁ ଅନୁମତି ଦିଆଯାଇଛି
- ୩୦୦ ଲୋକଙ୍କୁ ନେଇ ରାଜନୈତିକ ସଭା କରାଯାଇପାରିବ

- ପୂର୍ବପରି ରାଲି, ପଦଯାତ୍ରା ଓ ବାଇକ ରାଲି ଉପରେ କଟକଣା ବଳବତ୍ତର

ଏହାବାଦ ରାଜ୍ୟ ନିର୍ବାଚନ କମିଶନ କହିଛନ୍ତି,  ପଞ୍ଚାୟତ ନିର୍ବାଚନ ନିମନ୍ତେ ପ୍ରସ୍ତୁତି ସମ୍ପର୍କରେ ସମସ୍ତ  ଜିଲ୍ଲାପାଳଙ୍କ ସହ ଆଲୋଚନା ସରିଛି । ୮୦, ୯୦% ପୁଲିଂ ଷ୍ଟାଫଙ୍କୁ ପ୍ରିକସନାରି ଡୋଜ ଦିଅସରିଛି। ଅନ୍ୟମାନଙ୍କୁ ଆସନ୍ତା ୨ ଦିନରେ ଦିଆଯିବ। ଏହାବାଦ ପ୍ରଶିକ୍ଷଣ କାର୍ୟ୍ୟକ୍ରମ କି ଅଧିକାଂଶ ଜିଲ୍ଲାରେ ସରିଯାଇଛି।  ଅନ୍ୟ ଜିଲ୍ଲାରେ ଆସନ୍ତା ୨ ଦିନରେ ଶେଷ ହେବ ।

ପୂର୍ବରୁ କ’ଣ ଥିଲା ଗାଇଡଲାଇନ

ପଥପ୍ରାନ୍ତ ପ୍ରଦର୍ଶନ, ପଦଯାତ୍ରା, ସାଇକେଲ, ମୋଟରସାଇକେଲ, ଯାନ ପଟୁଆରକୁ ଅନୁମତି ନାହିଁ । ରାଜନୈତିକ ଦଳ କିମ୍ବା ସମ୍ଭାବ୍ୟ ପ୍ରାର୍ଥୀ ବା ନିର୍ବାଚନରେ ସଂପୃକ୍ତ କୌଣସି ଗୋଷ୍ଠୀଙ୍କର ସମାବେଶ ନିଷିଦ୍ଧ । କୋଭିଡ ସୁରକ୍ଷା ଦୃଷ୍ଟିରୁ  ଡିଜିଟାଲ, ମୋବାଇଲ ମାଧ୍ୟମରେ ପ୍ରଚାର । ସର୍ବାଧିକ ୫ ଜଣ ଲୋକଙ୍କ ସହିତ ପ୍ରାର୍ଥୀମାନେ ଘରକୁ ଘର ବୁଲି ପ୍ରଚାର କରିପାରିବେ ।ଭୋଟ ଗଣତି ପରେ କୌଣସି ବିଜୟ ଶୋଭାଯାତ୍ରା କରିବେ ନାହିଁ । ଯଦି କୌଣସି ପ୍ରାର୍ଥୀ କିମ୍ବା ରାଜନୈତିକ ଦଳ କୋଭିଡ଼ ଗାଇଡ ଲାଇନ ଖିଲାପ କରନ୍ତି, ତାହେଲେ ବିପର୍ୟ୍ୟୟ ପରିଚାଳନା ଆଇନ ୨୦୦୫ର ଧାରା ୫୧ - ୬୦ ଅନୁଯାୟୀ ଦଣ୍ଡିତ ହେବେ । ସମ୍ପୂର୍ଣ୍ଣ କୋଭିଡ ଟିକା ନେଇଥିବା ଏବଂ ନେଗେଟିଭ  RTPCR   ଓ ଆଣ୍ଟିଜେନ ଟେଷ୍ଟ ରିପୋର୍ଟ ଥିବା ବ୍ୟକ୍ତି ଭୋଟ ଗଣତି କେନ୍ଦ୍ରକୁ ପ୍ରବେଶ କରି ପାରିବେ । 

ପାଞ୍ଚୋଟି ପର୍ୟ୍ୟାୟରେ ରାଜ୍ୟରେ ଅନୁଷ୍ଠିତ ହେବ ପଞ୍ଚାୟତ ନିର୍ବାଚନ ।  ଆସନ୍ତା ୧୬ ତାରିଖରେ ଆରମ୍ଭ ହେବ ପ୍ରଥମ ପର୍ୟ୍ୟାୟ ମତଦାନ । ସକାଳ ୭ରୁ ଅପରାହ୍ନ ୧ ଯାଏଁ ପଡିବ ଭୋଟ  । ଫେବୃଆରୀ ୧୬,୧୮,୨୦, ୨୨, ୨୪ରେ ତାରିଖରେ ଭୋଟ ଗ୍ରହଣ କରାଯିବ  ।  ଫେବୃଆରୀ ୨୬, ୨୭ ଓ ୨୮ ତାରିଖରେ ଭୋଟ ଗଣତି କରାଯିବ ।  ଜାନୁଆରୀ ୧୭ରୁ ୨୧ ପର୍ୟ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ  । ୨୨ ଜାନୁଆରୀରେ ପ୍ରାର୍ଥୀପତ୍ର ହେବ ଯାଞ୍ଚ   । ୨୫ ଜାନୁଆରୀରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ  ।

ପ୍ରଥମ ପର୍ୟ୍ୟାରେ ୩୦ଟି ଜିଲ୍ଲାର ୭୧ଟି ବ୍ଲକ, ୨୦୨ ଜିଲ୍ଲା ପରିଷଦ ଜୋନ୍‌, ୧୬ଶହ ୬୯ଟି ପଞ୍ଚାୟତ ଓ ୨୨ହଜାର ୩୭୯ ବୁଥ୍‌ରେ ନିର୍ବାଚନ ହେବ । ଦ୍ବିତୀୟ ପର୍ୟ୍ୟାୟରେ ୩୦ ଜିଲ୍ଲାର ୬୮ଟି ବ୍ଲକ, ୧୮୬ ଜିଲ୍ଲା ପରିଷଦ ଜୋନ୍‌, ୧୫୧୪ ଗ୍ରାମପଞ୍ଚାୟତ ଓ ୨୦ହଜାର ୪୩୬ ବୁଥ୍‌ରେ ଭୋଟ୍‌ ଗ୍ରହଣ କରାଯିବ । ତୃତୀୟ ପର୍ୟ୍ୟାୟରେ ୨୯ଟି ଜିଲ୍ଲାର ୬୩ଟି ବ୍ଲକ, ୧୭୧ ଜିଲ୍ଲା ପରିଷଦ, ୧୩୮୨ ଗ୍ରାମପଞ୍ଚାୟତ, ୧୮୪୯୫ ବୁଥ୍‌ରେ ଭୋଟ୍ ହେବ ।

Powered by Froala Editor

Tags Panchayat election guideline

Related articles Odisha News Lens 4.1

  • ପୁଣି ଥରେ ପରଦାକୁ ଫେରୁଛି ଖଳନାୟକ
    ମନୋରଞ୍ଜନ

    ପୁଣି ଥରେ ପରଦାକୁ ଫେରୁଛି ଖଳନାୟକ

    13944
    Apr 26, 2026
  • ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ
    ଦେଶ-ଦେଶାନ୍ତର

    ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ

    13832
    Apr 26, 2026
  • ଯେଉଁମାନଙ୍କର ପ୍ରଭାବ ଅଧିକ ଥାଏ, ସେମାନଙ୍କୁ ଟାର୍ଗେଟ କରାଯାଏ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଯେଉଁମାନଙ୍କର ପ୍ରଭାବ ଅଧିକ ଥାଏ, ସେମାନଙ୍କୁ ଟାର୍ଗେଟ କରାଯାଏ: ଟ୍ରମ୍ପ

    13840
    Apr 26, 2026
  • ହ୍ୱାଇଟ୍ ହାଉସ୍ କରେସପେଣ୍ଡେଣ୍ଟ ରାତ୍ରୀଭୋଜନ ସମୟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ୱାଇଟ୍ ହାଉସ୍ କରେସପେଣ୍ଡେଣ୍ଟ ରାତ୍ରୀଭୋଜନ ସମୟରେ ଗୁଳିକାଣ୍ଡ

    13876
    Apr 26, 2026
  • ସ୍ୱିସ୍ ଏୟାର ବିମାନର ଇଞ୍ଜିନ୍ ଫେଲ୍ ହୋଇ ଲଗିଲା ନିଆଁ, ୬ ଯାତ୍ରୀ ଆହତ
    ଦେଶ-ଦେଶାନ୍ତର

    ସ୍ୱିସ୍ ଏୟାର ବିମାନର ଇଞ୍ଜିନ୍ ଫେଲ୍ ହୋଇ ଲଗିଲା ନିଆଁ, ୬ ଯାତ୍ରୀ ଆହତ

    14841
    Apr 26, 2026
  • 'କୋକୋମି' ବେଳେ ଅଶାନ୍ତି : ମଣିପୁରରେ ପୁଣି ଜୋରଦାର ଆନ୍ଦୋଳନ
    ଦେଶ-ଦେଶାନ୍ତର

    'କୋକୋମି' ବେଳେ ଅଶାନ୍ତି : ମଣିପୁରରେ ପୁଣି ଜୋରଦାର ଆନ୍ଦୋଳନ

    14714
    Apr 26, 2026
  • ମନ କି ବାତ୍‌ କାର୍ଯ୍ୟକ୍ରମରେ ଏହା କହିଲେ ମୋଦୀ
    ଦେଶ-ଦେଶାନ୍ତର

    ମନ କି ବାତ୍‌ କାର୍ଯ୍ୟକ୍ରମରେ ଏହା କହିଲେ ମୋଦୀ

    14689
    Apr 26, 2026
  • ହାତରେ କୁନି ଝିଅର ପାଦ ଟାଟୁ କଲେ ବାପା, ପସନ୍ଦ କଲେ ୟୁଜର୍ସ
    ଦେଶ-ଦେଶାନ୍ତର

    ହାତରେ କୁନି ଝିଅର ପାଦ ଟାଟୁ କଲେ ବାପା, ପସନ୍ଦ କଲେ ୟୁଜର୍ସ

    14826
    Apr 26, 2026
  • ‘ମହାନାୟକ’ରେ ବିଜୁବାବୁଙ୍କ ଭୂମିକାରେ ଅଭିଷେକ
    ମନୋରଞ୍ଜନ

    ‘ମହାନାୟକ’ରେ ବିଜୁବାବୁଙ୍କ ଭୂମିକାରେ ଅଭିଷେକ

    14140
    Apr 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଯେଉଁମାନଙ୍କର ପ୍ରଭାବ ଅଧିକ ଥାଏ, ସେମାନଙ୍କୁ ଟାର୍ଗେଟ କରାଯାଏ: ଟ୍ରମ୍ପ

    13840
    Apr 26, 2026
  • ଦେଶ-ଦେଶାନ୍ତର

    ସ୍ୱିସ୍ ଏୟାର ବିମାନର ଇଞ୍ଜିନ୍ ଫେଲ୍ ହୋଇ ଲଗିଲା ନିଆଁ, ୬ ଯାତ୍ରୀ ଆହତ

    14841
    Apr 26, 2026
  • ମନୋରଞ୍ଜନ

    ପୁଣି ଥରେ ପରଦାକୁ ଫେରୁଛି ଖଳନାୟକ

    13944
    Apr 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17435
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17488
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17846
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16316
    Apr 03, 2021

ବିଶେଷ

  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14130
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14249
    Apr 24, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13902
    Apr 23, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14601
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13961
    Apr 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15354
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15087
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15587
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13889
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ

    13832
    Apr 26, 2026
  • ପୁଣି ଥରେ ପରଦାକୁ ଫେରୁଛି ଖଳନାୟକ

    13944
    Apr 26, 2026
  • 'କୋକୋମି' ବେଳେ ଅଶାନ୍ତି : ମଣିପୁରରେ ପୁଣି ଜୋରଦାର ଆନ୍ଦୋଳନ

    14714
    Apr 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In