Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ...

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ...

  • ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ...

  • ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ ...

Home ›› ››ଏଣିକି ୩୦୦ଜଣଙ୍କୁ ନେଇ କରିହେବ ରାଜନୈତିକ ସଭା

ଏଣିକି ୩୦୦ଜଣଙ୍କୁ ନେଇ କରିହେବ ରାଜନୈତିକ ସଭା

2022-02-07 08:25:48
15324
Share:
Facebook
Twitter
E-Mail
WhatsApp
Telegram
ଏଣିକି ୩୦୦ଜଣଙ୍କୁ ନେଇ କରିହେବ ରାଜନୈତିକ ସଭା

ଭୁବନେଶ୍ୱର: କୋଭିଡ କଟକଣା ଭିତରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେଉଛି । ଏନେଇ ପୂର୍ବରୁ ଜାରି କରାଯାଇଥିବା ନିର୍ବାଚନୀ ଗାଇଡଲାଇନ ବା କଟକଣାକୁ ଆଜି କୋହଳ କରାଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ପୂର୍ବରୁ  ୫ ଜଣଙ୍କୁ ନେଇ ଡୋର ଟୁ ଡୋର କ୍ୟାମ୍ପେନିଂ ପାଇଁ ଅନୁମତି ଦିଆଯାଇଥିବାବେଳେ ଏବେ ତାହାକୁ ପରିବର୍ତ୍ତନ କରାଯାଇଛି । ଏବେ ୨୦ ଜଣଙ୍କୁ ନେଇ ଡୋର ଟୁ ଡୋର କ୍ୟାମ୍ପେନିଂ ପାଇଁ ଅନୁମତି ଦିଆଯାଇଛି । ଏହାଛଡ଼ା ସେ କ’ଣ କହିଛନ୍ତି ଆସନ୍ତୁ ଜାଣିବା-

- ଏଣିକି ୨୦ ଜଣଙ୍କୁ ନେଇ ଘରକୁ ଘର ବୁଲି ପ୍ରଚାର କରାଯାଇପାରିବ
- ରାଜନୈତିକ ସଭାକୁ ଅନୁମତି ଦିଆଯାଇଛି
- ୩୦୦ ଲୋକଙ୍କୁ ନେଇ ରାଜନୈତିକ ସଭା କରାଯାଇପାରିବ

- ପୂର୍ବପରି ରାଲି, ପଦଯାତ୍ରା ଓ ବାଇକ ରାଲି ଉପରେ କଟକଣା ବଳବତ୍ତର

ପୂର୍ବରୁ କ’ଣ ଥିଲା ଗାଇଡଲାଇନ
ପଥପ୍ରାନ୍ତ ପ୍ରଦର୍ଶନ, ପଦଯାତ୍ରା, ସାଇକେଲ, ମୋଟରସାଇକେଲ, ଯାନ ପଟୁଆରକୁ ଅନୁମତି ନାହିଁ । ରାଜନୈତିକ ଦଳ କିମ୍ବା ସମ୍ଭାବ୍ୟ ପ୍ରାର୍ଥୀ ବା ନିର୍ବାଚନରେ ସଂପୃକ୍ତ କୌଣସି ଗୋଷ୍ଠୀଙ୍କର ସମାବେଶ ନିଷିଦ୍ଧ । କୋଭିଡ ସୁରକ୍ଷା ଦୃଷ୍ଟିରୁ  ଡିଜିଟାଲ, ମୋବାଇଲ ମାଧ୍ୟମରେ ପ୍ରଚାର । ସର୍ବାଧିକ ୫ ଜଣ ଲୋକଙ୍କ ସହିତ ପ୍ରାର୍ଥୀମାନେ ଘରକୁ ଘର ବୁଲି ପ୍ରଚାର କରିପାରିବେ ।ଭୋଟ ଗଣତି ପରେ କୌଣସି ବିଜୟ ଶୋଭାଯାତ୍ରା କରିବେ ନାହିଁ । ଯଦି କୌଣସି ପ୍ରାର୍ଥୀ କିମ୍ବା ରାଜନୈତିକ ଦଳ କୋଭିଡ଼ ଗାଇଡ ଲାଇନ ଖିଲାପ କରନ୍ତି, ତାହେଲେ ବିପର୍ୟ୍ୟୟ ପରିଚାଳନା ଆଇନ ୨୦୦୫ର ଧାରା ୫୧ - ୬୦ ଅନୁଯାୟୀ ଦଣ୍ଡିତ ହେବେ । ସମ୍ପୂର୍ଣ୍ଣ କୋଭିଡ ଟିକା ନେଇଥିବା ଏବଂ ନେଗେଟିଭ  ଟେଷ୍ଟ ରିପୋର୍ଟ ଥିବା ବ୍ୟକ୍ତି ଭୋଟ ଗଣତି କେନ୍ଦ୍ରକୁ ପ୍ରବେଶ କରି ପାରିବେ ।

ପାଞ୍ଚୋଟି ପର୍ୟ୍ୟାୟରେ ରାଜ୍ୟରେ ଅନୁଷ୍ଠିତ ହେବ ପଞ୍ଚାୟତ ନିର୍ବାଚନ ।  ଆସନ୍ତା ୧୬ ତାରିଖରେ ଆରମ୍ଭ ହେବ ପ୍ରଥମ ପର୍ୟ୍ୟାୟ ମତଦାନ । ସକାଳ ୭ରୁ ଅପରାହ୍ନ ୧ ଯାଏଁ ପଡିବ ଭୋଟ  । ଫେବୃଆରୀ ୧୬,୧୮,୨୦, ୨୨, ୨୪ରେ ତାରିଖରେ ଭୋଟ ଗ୍ରହଣ କରାଯିବ  ।  ଫେବୃଆରୀ ୨୬, ୨୭ ଓ ୨୮ ତାରିଖରେ ଭୋଟ ଗଣତି କରାଯିବ ।  ଜାନୁଆରୀ ୧୭ରୁ ୨୧ ପର୍ୟ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ  । ୨୨ ଜାନୁଆରୀରେ ପ୍ରାର୍ଥୀପତ୍ର ହେବ ଯାଞ୍ଚ   । ୨୫ ଜାନୁଆରୀରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ  ।

ପ୍ରଥମ ପର୍ୟ୍ୟାରେ ୩୦ଟି ଜିଲ୍ଲାର ୭୧ଟି ବ୍ଲକ, ୨୦୨ ଜିଲ୍ଲା ପରିଷଦ ଜୋନ୍‌, ୧୬ଶହ ୬୯ଟି ପଞ୍ଚାୟତ ଓ ୨୨ହଜାର ୩୭୯ ବୁଥ୍‌ରେ ନିର୍ବାଚନ ହେବ । ଦ୍ବିତୀୟ ପର୍ୟ୍ୟାୟରେ ୩୦ ଜିଲ୍ଲାର ୬୮ଟି ବ୍ଲକ, ୧୮୬ ଜିଲ୍ଲା ପରିଷଦ ଜୋନ୍‌, ୧୫୧୪ ଗ୍ରାମପଞ୍ଚାୟତ ଓ ୨୦ହଜାର ୪୩୬ ବୁଥ୍‌ରେ ଭୋଟ୍‌ ଗ୍ରହଣ କରାଯିବ । ତୃତୀୟ ପର୍ୟ୍ୟାୟରେ ୨୯ଟି ଜିଲ୍ଲାର ୬୩ଟି ବ୍ଲକ, ୧୭୧ ଜିଲ୍ଲା ପରିଷଦ, ୧୩୮୨ ଗ୍ରାମପଞ୍ଚାୟତ, ୧୮୪୯୫ ବୁଥ୍‌ରେ ଭୋଟ୍ ହେବ ।

Powered by Froala Editor

Tags Election

Related articles Odisha News Lens 4.1

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା
    ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13641
    Mar 26, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15021
    Mar 26, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14221
    Mar 26, 2026
  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ
    ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14208
    Mar 26, 2026
  • ୟୁଏଇ ନଷ୍ଟ କଲା  ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ
    ଦେଶ-ଦେଶାନ୍ତର

    ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14740
    Mar 25, 2026
  • ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା
    ଦେଶ-ଦେଶାନ୍ତର

    ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

    15127
    Mar 26, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    13907
    Mar 26, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15101
    Mar 26, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14407
    Mar 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14221
    Mar 26, 2026
  • ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13641
    Mar 26, 2026
  • ଦେଶ-ଦେଶାନ୍ତର

    ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

    15127
    Mar 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17386
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17450
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17798
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16270
    Apr 03, 2021

ବିଶେଷ

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15093
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14989
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13973
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15124
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15671
    Mar 19, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15020
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15528
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13827
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14268
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    13907
    Mar 26, 2026
  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14208
    Mar 26, 2026
  • ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

    15127
    Mar 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In