Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରୁପା ଆମଦାନୀରେ କଟକଣା

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ...

  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ...

  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍

  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ...

  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ...

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ...

Home ›› ››ଶାନ୍ତିଶ୍ରୀ ଧୂଳିପୁଡ଼ି ପଣ୍ଡିତ ହେଲେ ଜେଏନୟୁର ପ୍ରଥମ ମହିଳା କୁଳପତି

ଶାନ୍ତିଶ୍ରୀ ଧୂଳିପୁଡ଼ି ପଣ୍ଡିତ ହେଲେ ଜେଏନୟୁର ପ୍ରଥମ ମହିଳା କୁଳପତି

2022-02-07 15:25:33
15488
Share:
Facebook
Twitter
E-Mail
WhatsApp
Telegram
ଶାନ୍ତିଶ୍ରୀ ଧୂଳିପୁଡ଼ି ପଣ୍ଡିତ ହେଲେ ଜେଏନୟୁର ପ୍ରଥମ ମହିଳା କୁଳପତି

ଜବାହର ଲାଲ ନେହରୁ ୟୁନିଭର୍ସିଟି ବା ଜେଏନ୍‌ୟୁର ପ୍ରଥମ ମହିଳା କୁଳପତି ଭାବେ ପ୍ରଫେସର ଶାନ୍ତିଶ୍ରୀ ଧୂଳିପୁଡ଼ି ପଣ୍ଡିତଙ୍କୁ ନିଯୁକ୍ତି ଦିଆଯାଇଛି । ସୋମବାର ଶିକ୍ଷା ମନ୍ତ୍ରଣାଳୟ ତାଙ୍କୁ ଜେଏନ୍‌ୟୁର କୁଳପତି ଭାବେ ନିଯୁକ୍ତି ଦେଇଛି। ଭାଇସ୍‌ ଚାନସେଲର ପ୍ରଫେସର ଏମ୍‌. ଜଗଦେଶ କୁମାରଙ୍କୁ ୟୁଜିସି ଗ୍ରାଣ୍ଟ କମିଶନ୍‌ର ଅଧ୍ୟକ୍ଷ ନିଯୁକ୍ତ କରାଯିବା ପରେ ତାଙ୍କ ସ୍ଥାନରେ ଶାନ୍ତିଶ୍ରୀ ଏବେ ଜେଏନ୍‌ୟୁର ଦାୟିତ୍ୱ ସମ୍ଭାଳିବେ। ଶାନ୍ତିଶ୍ରୀଙ୍କୁ କୁଳପତି ନିଯୁକ୍ତ କରିବା ପାଇଁ ରାଷ୍ଟ୍ରପତି ରାମନାଥ କୋବନ୍ଦଙ୍କ ଅନୁମତି ପରେ ଶିକ୍ଷା ମନ୍ତ୍ରାଳୟ ଜେଏନ୍‌ୟୁ ରେଜିଷ୍ଟ୍ରାରଙ୍କୁ ଚିଠି ଲେଖି ଜଣାଇଛି । ଆଗାମୀ ୫ ବର୍ଷ ଯାଏଁ ସେ ଏହାର କୁଳପତି ଦାୟିତ୍ୱରେ ରହିବା ନେଇ ଜଣାପଡ଼ିଛି ।

ବର୍ତ୍ତମାନ ପ୍ରଫେସର ପଣ୍ଡିତ ମହାରାଷ୍ଟ୍ରର ସାବିତ୍ରୀବାଇ ଫୁଲେ ବିଶ୍ୱବିଦ୍ୟାଳୟରେ କୁଳପତି ଭାବେ କାମ କରୁଛନ୍ତି। ୫୯ ବର୍ଷୀୟା ଶାନ୍ତଶ୍ରୀ ପଣ୍ଡିତ ଜେଏନ୍‌ୟୁର ପୂର୍ବତନ ଛାତ୍ରୀ। ସେ ଏମଫିଲ ସହ ଅନ୍ତର୍ଜାତୀୟ ସମ୍ପର୍କ ବିଷୟରେ ଏଠାରେ ପିଏଚଡି କରିଥିଲେ। ଏବେ ତାଙ୍କୁ ଜେଏନୟୁର ପ୍ରଥମ ମହିଳା କୁଳପତି ହେବାର ଆଖ୍ୟା ମିଳିଛି।

ଋଷିଆର ଏସ୍‌ଟି ପିଟର୍ସବର୍ଗରେ ୧୯୬୨ ଜୁଲାଇ ୧୫ ତାରିଖରେ ଜନ୍ମଗ୍ରହଣ କରିଥିବା ପ୍ରଫେସର ପଣ୍ଡିତ୍ ୧୯୮୮ରୁ ଶିକ୍ଷାଦାନ କରିଆସୁଛନ୍ତି। ୧୯୮୮ରୁ ପ୍ରଫେସର ପଣ୍ଡିତ ଗୋଆ ବିଶ୍ୱବିଦ୍ୟାଳୟରୁ ତାଙ୍କ ଶିକ୍ଷାଦାନ କ୍ୟାରିୟର ଆରମ୍ଭ କରିଥିଲେ। ଶ୍ରୀମତୀ ପଣ୍ଡିତ ଏକାଧିକ ବଡ଼ ବଡ଼ ସଂସ୍ଥାନର ସଦସ୍ୟ ରହିଛନ୍ତି। ଯଥା- ଆମେରିକାର ଷ୍ଟଡିସ୍ ରିସର୍ଚ୍ଚ ଇନ୍‌ଷ୍ଟଚ୍ୟୁଟ୍ ହାଇଦ୍ରାବାଦ, ଇଣ୍ଡିଆନ ଆସୋସିଏସନ୍‌ ଅଫ୍ ଆମେରିକାନ ଷ୍ଟଡିଜ୍, ଅଲ୍ ଇଣ୍ଡିଆ ପଲିଟିକାଲ ସାଇନ୍ସ ଆସୋସିଏସନ୍, ଭଣ୍ଡାରକର ଓରିଏଣ୍ଟାଲ ରିସର୍ଚ୍ଚ ଇଷ୍ଟଚ୍ୟୁଟ୍, ଇଣ୍ଡିଆନ ସେକୁଲାର ସୋସାଇଟି ଇତ୍ୟାଦିରେ ଶ୍ରୀମତି ପଣ୍ଡିତ ସଦସ୍ୟ ରହିଛନ୍ତି।

Powered by Froala Editor

Tags santishree

Related articles Odisha News Lens 4.1

  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା
    ଦେଶ-ଦେଶାନ୍ତର

    ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା

    14482
    May 16, 2026
  • ରୁପା ଆମଦାନୀରେ କଟକଣା
    ଦେଶ-ଦେଶାନ୍ତର

    ରୁପା ଆମଦାନୀରେ କଟକଣା

    14613
    May 17, 2026
  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର
    ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15433
    May 17, 2026
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...
    ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...

    14541
    May 16, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....
    ବିଶେଷ

    ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14755
    May 15, 2026
  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ
    ଦେଶ-ଦେଶାନ୍ତର

    ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

    14669
    May 16, 2026
  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13476
    May 17, 2026
  •  ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ
    ଦେଶ-ଦେଶାନ୍ତର

    ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13827
    May 16, 2026
  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍
    ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14793
    May 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14793
    May 16, 2026
  • ଦେଶ-ଦେଶାନ୍ତର

    ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13827
    May 16, 2026
  • ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15433
    May 17, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17478
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17528
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17914
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16362
    Apr 03, 2021

ବିଶେଷ

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14755
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15255
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16033
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16202
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14644
    May 07, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15403
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15142
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15634
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13961
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ଆଇପିଏସ୍‌ ଅଧିକାରୀ

    14541
    May 16, 2026
  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15433
    May 17, 2026
  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13827
    May 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In