Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, April 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ...

  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ...

  • ଠକାମୀ କରି ଆସନ କବଜା କରିବାକୁ ଯୋଜନା ...

  • ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ରାସ୍ତାରେ ଯାଉଥିବା ବାଇକ୍ ଚାଳକଙ୍କ ଉପରକୁ ଝାମ୍ପ ମାରିଲା ବାଘ

ରାସ୍ତାରେ ଯାଉଥିବା ବାଇକ୍ ଚାଳକଙ୍କ ଉପରକୁ ଝାମ୍ପ ମାରିଲା ବାଘ

2022-02-07 18:05:39
14360
Share:
Facebook
Twitter
E-Mail
WhatsApp
Telegram
ରାସ୍ତାରେ ଯାଉଥିବା ବାଇକ୍ ଚାଳକଙ୍କ ଉପରକୁ ଝାମ୍ପ ମାରିଲା ବାଘ

ରାସ୍ତରେ ଯାଉଥିବାବେଳେ ଶ୍ରମିକଙ୍କୁ ଆକ୍ରମଣ କରିଛି ବାଘ । କିନ୍ତୁ ଲୋକଙ୍କ ପଥର ମାଡ ଯୋଗୁଁ ଶ୍ରମିକଙ୍କ ଜୀବନ ବଞ୍ଚିଯାଇଛି । ଏ ଘଟଣା ଘଟିଛି ମହାରାଷ୍ଟ୍ରର ଚନ୍ଦ୍ରପୁରରେ । ଘଟଣାର ଭିଡିଓ ସେହି ସମୟରେ ଜଣେ ଶ୍ରମିକ ତାଙ୍କ ଫୋନରେ କୈଦ କରି ନେଇଥିଲେ। ଏହି ଘଟଣା ପରେ ସେହି ରାସ୍ତା ଦେଇ ଯାଉଥିବା ଲୋକଙ୍କ ମଧ୍ୟରେ କୋକୁଆଭୟ ଖେଳି ଯାଇଛି।

ଗତ ରାତିରେ ବାଇକରେ ଶ୍ରମିକ ଜଣକ ଘରକୁ ଫେରୁଥିଲେ । ବାଇକ ଚଲାଉଥିବା ବେଳେ ହଠାତ ବାଘ ଆକ୍ରମଣ କରିବାରୁ ଚାଳକ ଭାରସାମ୍ୟ ରକ୍ଷା କରି ନପାରି ବାଇକ ସହ ରାସ୍ତାକୁ ଛିଟିକି ପଡ଼ିଥିଲେ। ସେହି ରାସ୍ତା ଦେଇ ଯାଉଥିବା ଆଉ କିଛି ଶ୍ରମିକ ଓ ଅନ୍ୟଲୋକମାନେ ବାଘକୁ ଦେଖି ତାର ଉପରକୁ ପଥର ମାଡ଼ କରିଥିଲେ। ଲୋକଙ୍କ ହୋ ହାଲ୍ଲା ଶୁଣି ସ୍ଥାନୀୟ ଲୋକମାନେ ଘଟଣାସ୍ଥଳରୁ ଦୌଡ଼ି ଆସିଥିଲେ। ସେତେବେଳକୁ ବାଘ ‌ନିକଟସ୍ଥ ଜଙ୍ଗଲକୁ ଚମ୍ପଟ ମାରିଥିଲା। ସୌଭାଗ୍ୟବଶତଃ ବାଘ ଆକ୍ରମଣର ଶିକାର ହୋଇଥିବା ଶ୍ରମିକଙ୍କ ଜୀବନ ରକ୍ଷା ପାଇଯାଇଥିଲା।

Powered by Froala Editor

Tags tiger

Related articles Odisha News Lens 4.1

  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି
    ବିଶେଷ

    ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15623
    Apr 12, 2026
  • ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ରହିବା ବାଧ୍ୟତାମୂଳକ
    ଦେଶ-ଦେଶାନ୍ତର

    ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ରହିବା ବାଧ୍ୟତାମୂଳକ

    14861
    Apr 12, 2026
  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ
    ଦେଶ-ଦେଶାନ୍ତର

    ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14471
    Apr 13, 2026
  •  ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ
    ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13409
    Apr 13, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14649
    Apr 13, 2026
  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା
    ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    14048
    Apr 13, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14096
    Apr 13, 2026
  • ଠକାମୀ କରି ଆସନ କବଜା କରିବାକୁ ଯୋଜନା କରୁଛି: ବିଜେପି
    ଦେଶ-ଦେଶାନ୍ତର

    ଠକାମୀ କରି ଆସନ କବଜା କରିବାକୁ ଯୋଜନା କରୁଛି: ବିଜେପି

    14563
    Apr 12, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15213
    Apr 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13409
    Apr 13, 2026
  • ଦେଶ-ଦେଶାନ୍ତର

    ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14471
    Apr 13, 2026
  • ଦେଶ-ଦେଶାନ୍ତର

    ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ରହିବା ବାଧ୍ୟତାମୂଳକ

    14861
    Apr 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17415
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17472
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17826
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16300
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    14904
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15623
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14630
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15611
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14463
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15329
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15059
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15563
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13858
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14471
    Apr 13, 2026
  • ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ରହିବା ବାଧ୍ୟତାମୂଳକ

    14861
    Apr 12, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    14904
    Apr 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In