Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ...

  • ମାଓବାଦୀର ବଡ଼ ନେତାଙ୍କୁ ଗିରଫ

  • ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ...

  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ...

  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ...

  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ...

  • ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ...

  • ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ...

  • ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ...

ବିଶେଷ
Home ›› ବିଶେଷ ››ପ୍ରେମ ସପ୍ତାହ: ପ୍ରେମୀ ଯୁଗଳଙ୍କ ପାଇଁ ରହିଛି ବେଶି ମହତ୍ୱ

ପ୍ରେମ ସପ୍ତାହ: ପ୍ରେମୀ ଯୁଗଳଙ୍କ ପାଇଁ ରହିଛି ବେଶି ମହତ୍ୱ

2022-02-08 04:46:31
16182
Share:
Facebook
Twitter
E-Mail
WhatsApp
Telegram
ପ୍ରେମ ସପ୍ତାହ: ପ୍ରେମୀ ଯୁଗଳଙ୍କ ପାଇଁ ରହିଛି ବେଶି ମହତ୍ୱ


 ଆରମ୍ଭ ହୋଇଯାଇଛି ଭାଲେଣ୍ଟାଇନ ୱିକ ବା ପ୍ରେମର ସପ୍ତାହ । କୁହାଯାଏ ପ୍ରେମ ନିସ୍ୱାର୍ଥ ଆଉ ଶାଶ୍ୱତ। ପ୍ରେମ ପୂର୍ବରୁ ଥିଲା, ଏବେ ବି ଅଛି ଆଉ ଆଗକୁ ହିଁ ରହିବ। ଆଉ ଏହି ପ୍ରେମକୁ ପରିପ୍ରକାଶ କରିବା ପାଇଁ ପ୍ରତିବର୍ଷ ଫେବୃଆରୀ ୭ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ପ୍ରେମ ଦିବସର ବିଭିନ୍ନ ଦିନ ପାଳନ କରାଯାଏ। ୭ ଫେବୃୟାରୀରୁ ରୋଜ ଡେରୁ ଆରମ୍ଭ ହେଉଥିବା ବେଳେ ୧୪ ଫେବୃୟାରୀରେ ଭାଲେଣ୍ଟାଇନ ଡେରେ ଏହା ଶେଷ ହୋଇଥାଏ ।

ଅଲଗା ଅଲଗା ଦିନରେ ବିଭିନ୍ନ ପ୍ରକାର ଭାବନାକୁ ବ୍ୟକ୍ତି କରିଥାନ୍ତି ପ୍ରେମୀ ଯୁଗଳ। ପ୍ରେମ ସପ୍ତାହର ପ୍ରଥମ ଦିନଟି ରୋଜ ଡେ ବା ଗୋଲାପ ଦିବସ ଭାବେ ପାଳନ କରାଯାଏ। ବିଭିନ୍ନ ରଙ୍ଗର ଗୋଲାପକୁ ପ୍ରେମୀ ଯୁଗଳ ଦେଇ ନିଜର ଭାବନାକୁ ପ୍ରକାଶ କରନ୍ତି।

 ଭାଲେଣ୍ଟାଇନ୍ ସପ୍ତାହକୁ ଧୁମଧାମରେ ପାଳନ କରିବା ପାଇଁ ଆରମ୍ଭ ହୋଇଛି ଜୋରଦାର ପ୍ରସ୍ତୁତି । ଗୋଲାପ ଦର ବଜାରରେ ଗୋଟେ ପିଛା ୩୦ ଟଙ୍କା ରୁ ଉର୍ଦ୍ଧ୍ୱ ରହିଥିବା ବେଳେ ବିଭିନ୍ନ ପାର୍କ, ମାର୍କେଟ୍ ଓ କଲେଜ ପରିସରରେ ପ୍ରେମୀ ଯୁଗଳଙ୍କ ମେଳି ଜମିଲାଣି । କିଏ ଗିଫ୍ଟ ଓ କାର୍ଡରେ କାମ ଚଳାଇ ଦେବାକୁ ଯୋଜନା କରୁଛନ୍ତି ତ ଆଉ କିଏ ସରପ୍ରାଇଜ୍ ଦେବା ପାଇଁ ପ୍ଲାନିଂ କରୁଛନ୍ତି । କରୋନାରେ ଏବର୍ଷ ଟିକେ ଫିକା ପଡିପାରେ। ତଥାପି ବେଶ୍ ଧୁମଧାମରେ ପାଳନ କରିବାକୁ ଯୋଜନା କରୁଛନ୍ତି ଯୁବପିଢ଼ି ।

ଭାଲେଣ୍ଟାଇନ ସପ୍ତାହ ଆରମ୍ଭ ହୋଇଗଲାଣି। ଏହି ସାତ ଦିନକୁ ଭିନ୍ନ ଭିନ୍ନ ରୂପରେ ପ୍ରେମୀଯୁଗଳ ପାଳନ କରନ୍ତି। ଏହି ଦିନରେ ପ୍ରେମୀ ଯୁଗଳ ନିଜ ସମ୍ପର୍କକୁ ମଜବୁତ କରିବା ପାଇଁ ଉପହାର ଦିଆନିଆ କରନ୍ତି।ଏହି ୭ ଦିନ ମଧ୍ୟରେ ପ୍ରେମିକ-ପ୍ରେମିକା ପରସ୍ପରକୁ ଗିଫ୍ଟ ଦେଇଥାନ୍ତି । ତେବେ ଗିଫ୍ଟ ଦେଉଥିଲେ କିଭଳି ଶସ୍ତା ଓ ଭଲ ଗିଫ୍ଟ ମିଳିପାରିବ ତାହା ସମସ୍ତଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ରହିଥାଏ । ତେବେ ଆପଣ ନିଜର ମନର ସାଥିକୁ ଉପହାର ଦେବା ପାଇଁ ଅନଲାଇନ ସାଇଟ୍‌କୁ ଯାଇ ଚେକ୍‌ କରି କିଛି ସ୍ୱତନ୍ତ୍ର ଗିଫ୍ଟ ମଧ୍ୟ ଦେଇପାରିବେ।

ଏହିପରି ରହିଛି ଦିନ ଗୁଡ଼ିକ- ରୋଜ ଡେ଼, ପ୍ରୋପୋଜ ଡେ଼, ଚକୋଲେଟ ଡେ଼, ଟେଡ଼ି ଡେ଼, ପ୍ରମିଜ ଡେ଼, ହଗ ଡେ଼, କିସ ଡେ଼, ଭାଲେଣ୍ଟାଇନ ଡେ଼ ।

Powered by Froala Editor

Tags Valentine week

Related articles Odisha News Lens 4.1

  • ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ଉପରେ 100 ପ୍ରତିଶତ ଟାରିଫ କଷିବ ଆମେରିକା
    ଦେଶ-ଦେଶାନ୍ତର

    ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ଉପରେ 100 ପ୍ରତିଶତ ଟାରିଫ କଷିବ ଆମେରିକା

    13817
    Sep 17, 2026
  • ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ:  ଦୁଇ ଆତଙ୍କବାଦୀ ନିପାତ
    ଦେଶ-ଦେଶାନ୍ତର

    ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ: ଦୁଇ ଆତଙ୍କବାଦୀ ନିପାତ

    14318
    Sep 17, 2026
  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ
    ଦେଶ-ଦେଶାନ୍ତର

    ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ

    15586
    Sep 18, 2026
  • ମାଓବାଦୀର ବଡ଼ ନେତାଙ୍କୁ ଗିରଫ
    ଦେଶ-ଦେଶାନ୍ତର

    ମାଓବାଦୀର ବଡ଼ ନେତାଙ୍କୁ ଗିରଫ

    14362
    Sep 18, 2026
  • ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ନାହିଁ ପେଟ୍ରୋଲ ଓ ଡିଜେଲ
    ଦେଶ-ଦେଶାନ୍ତର

    ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ନାହିଁ ପେଟ୍ରୋଲ ଓ ଡିଜେଲ

    14275
    Sep 18, 2026
  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ

    13414
    Sep 18, 2026
  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା
    ଅପରାଧ

    ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା

    13913
    Sep 18, 2026
  • ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା
    ଦେଶ-ଦେଶାନ୍ତର

    ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା

    14860
    Sep 18, 2026
  • ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14663
    Sep 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ: ଦୁଇ ଆତଙ୍କବାଦୀ ନିପାତ

    14318
    Sep 17, 2026
  • ଦେଶ-ଦେଶାନ୍ତର

    ମାଓବାଦୀର ବଡ଼ ନେତାଙ୍କୁ ଗିରଫ

    14362
    Sep 18, 2026
  • ବିଶେଷ

    ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    13823
    Sep 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17105
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17786
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17770
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18176
    Sep 06, 2023

ବିଶେଷ

  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    13823
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14597
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16220
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14749
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14058
    Sep 03, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15271
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15034
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14650
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14321
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାଓବାଦୀର ବଡ଼ ନେତାଙ୍କୁ ଗିରଫ

    14362
    Sep 18, 2026
  • ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ: ଦୁଇ ଆତଙ୍କବାଦୀ ନିପାତ

    14318
    Sep 17, 2026
  • ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା

    14860
    Sep 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In