Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ...

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

ରାଜ୍ୟ
Home ›› ରାଜ୍ୟ ››ବର୍ଷା ଓ ଅନୁଭବଙ୍କୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ

ବର୍ଷା ଓ ଅନୁଭବଙ୍କୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ

2022-02-08 07:56:59
15124
Share:
Facebook
Twitter
E-Mail
WhatsApp
Telegram
ବର୍ଷା ଓ ଅନୁଭବଙ୍କୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ

କଟକ: ପାର୍ଲାମେଣ୍ଟ ସ୍ପାଉସ କାର୍ଡ ସରେଣ୍ଡର କରିବେ ନାହିଁ ସାଂସଦ ଅନୁଭବ ମହାନ୍ତିଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ । କାର୍ଡ ସରେଣ୍ଡର କରିବାକୁ ପାର୍ଲାମେଣ୍ଟ ସଚିବଙ୍କ ନିର୍ଦ୍ଦେଶ ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ । ବର୍ଷାଙ୍କ ପକ୍ଷରୁ ଦାୟର ମାମଲାର ବିଚାର କରି ନିର୍ଦ୍ଦେଶ ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି କୋର୍ଟ । ପୂର୍ବରୁ ସ୍ପାଉସ କାର୍ଡକୁ ଫେରାଇବା ପାଇଁ ଅନୁଭବ ପାର୍ଲାମେଣ୍ଟ ସଚିବଙ୍କୁ ଲିଖିତ ଭାବେ ଜଣାଇଥିଲେ ।

ଅନୁଭବଙ୍କ ଅଭିଯୋଗ ପରେ କାର୍ଡ ଫେରାଇବାକୁ ନିର୍ଦ୍ଦେଶ ଦେଇଥିଲେ ପାର୍ଲାମେଣ୍ଟ ସଚିବ । ଏନେଇ ହାଇକୋର୍ଟରେ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରିଥିଲେ ବର୍ଷା । ମାମଲାକୁ ଗ୍ରହଣ କରି କୋର୍ଟ  ଏହି ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ବୈବାହିକ ବିବାଦକୁ ନେଇ ଅନୁଭବ ବାରମ୍ବାର ଗଣମାଧ୍ୟମକୁ ଦେଉଥିବା ପ୍ରତିକ୍ରିୟା ଉପରେ ମଧ୍ୟ ଲଗାମ ପାଇଁ କୋର୍ଟଙ୍କୁ ପ୍ରାର୍ଥନା କରିଛନ୍ତି ବର୍ଷା ପ୍ରିୟଦର୍ଶିନୀ । ଆସନ୍ତା ମାର୍ଚ୍ଚ ୧୫ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

Powered by Froala Editor

Tags anubhab barsa

Related articles Odisha News Lens 4.1

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...

    13325
    Oct 21, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15302
    Oct 19, 2026
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13658
    Oct 21, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    13912
    Oct 21, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15980
    Oct 19, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15490
    Oct 20, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14426
    Oct 19, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14850
    Oct 20, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15464
    Oct 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15980
    Oct 19, 2026
  • ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14850
    Oct 20, 2026
  • ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13658
    Oct 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17201
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17897
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17841
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18267
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14878
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15427
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14771
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14866
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15868
    Sep 29, 2026

ବାଣିଜ୍ୟ

ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

ଫ୍ୟୁଚର ରେଡି ଓମେନ୍‌ ପ୍ରୋଗ୍ରାମ ଅଧୀନରେ ଏହି ସର୍ବପ୍ରଥମ ପ୍ରୟାସ ରଜୋନିବୃତ୍ତି ସଚେତନତାକୁ ଓଡ଼ିଶାର ଚାରିଟି ଜିଲ୍ଲାରେ ଗ୍ରାମାଞ୍ଚଳ, ଆଦିବାସୀ ବହୁଳ ଓ ସହରାଞ୍ଚଳ ସମୁଦାୟଙ୍କ ନିକଟକୁ ଆଣିଛି

...

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14603
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14630
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13995
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15114
    Oct 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    13912
    Oct 21, 2026
  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15490
    Oct 20, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14850
    Oct 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In