Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ...

  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ...

  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ...

  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ...

  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ...

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ...

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ...

  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଜି ଦେଶରେ ୭୧ହଜାର ୩୬୫ ପଜିଟିଭ୍

ଆଜି ଦେଶରେ ୭୧ହଜାର ୩୬୫ ପଜିଟିଭ୍

2022-02-09 05:17:51
16045
Share:
Facebook
Twitter
E-Mail
WhatsApp
Telegram
ଆଜି ଦେଶରେ ୭୧ହଜାର ୩୬୫ ପଜିଟିଭ୍


ନୂଆଦିଲ୍ଳୀ: ଦେଶରେ ଦିନକୁ ଦିନ ହ୍ରାସ ପାଉଛି କରୋନା ଗ୍ରାଫ । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ଲକ୍ଷେ ତଳେ ରହିଛି କରୋନା ସଂକ୍ରମଣ । ଗତ ୨୪ଘଣ୍ଟାରେ ୭୧ହଜାର ୩୬୫ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ଦେଶରେ ମୋଟ କରୋନା  ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ପାର୍ କରିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ୨୪ଲକ୍ଷ ୧୦ହଜାର ୯୭୬ରେ ପହଞ୍ଚିଛି । ଦେଶରେ ଦୈନିକ ପଜିଟିଭ୍ ହାର ୪.୫୪ପ୍ରତିଶତ ରହିଛି ।

ଗତ ୨୪ଘଣ୍ଟାରେ ଦେଶର ୭ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୨୯ହଜାର ୪୭୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି  । ସେହିପରି ମହାରାଷ୍ଟ୍ରରେ ୬ହଜାର ୧୦୭, କର୍ଣ୍ଣାଟକରେ ୪ହଜାର ୪୫୨, ତାମିଲନାଡୁରେ ୪ହଜାର ୫୧୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜସ୍ଥାନରେ ୩ହଜାର ୫୧୧, ଗୁଜୁରାଟରେ ୨ହଜାର ୫୦୨ ଏବଂ ଆନ୍ଧ୍ରପ୍ରଦେଶରେ ୧ହଜାର ୮୯୧ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି  । 

ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୧୦ଲକ୍ଷ ତଳେ ରହିଛି । ଦେଶରେ ସକ୍ରିୟ ମାମଲା ରହିଛି ୮ଲକ୍ଷ ୯୨ହଜାର ୮୨୮ ରହିଛି । ଦିନକରେ କରୋନାକୁ ଆଉ ୧ଲକ୍ଷ ୭୨ହଜାର ୨୧୧ ଜଣ ଲୋକ ମାତ ଦେଇଛନ୍ତି । ଫଳରେ ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୧୦ଲକ୍ଷ ୧୨ହଜାର ୮୯୬ରେ ପହଞ୍ଚି ଯାଇଛି । ଦେଶରେ  ଟିକାକରଣ ପ୍ରକ୍ରିୟା ମଧ୍ୟ  ଦ୍ରୁତ ବେଗରେ ଚାଲିଛି । ବର୍ତ୍ତମାନ  ସୁଦ୍ଧା ଦେଶରେ ଟିକାକରଣ ସଂଖ୍ୟା ୧୭୦କୋଟି ୯୦ଳକ୍ଷ ଟପିଛି । ସେଥିମଧ୍ୟରୁ ୯୦କୋଟି ୨୦ଲକ୍ଷରୁ ଅଧିକ ପ୍ରଥମ ଡୋଜ୍ ନେଇଥିବାବେଳେ ୭୩କୋଟି ୨୦ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍ ନେଇଛନ୍ତି ।  

Powered by Froala Editor

Tags Corona

Related articles Odisha News Lens 4.1

  •  ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ
    ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13560
    Nov 07, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...
    ବାଣିଜ୍ୟ

    ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...

    13997
    Nov 07, 2026
  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି
    ଦେଶ-ଦେଶାନ୍ତର

    ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି

    14982
    Nov 08, 2026
  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15798
    Nov 06, 2026
  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ
    ଦେଶ-ଦେଶାନ୍ତର

    ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15209
    Nov 07, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...
    ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...

    14954
    Nov 06, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର
    ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13891
    Nov 07, 2026
  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ
    ଦେଶ-ଦେଶାନ୍ତର

    ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ

    14186
    Nov 08, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା
    ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13890
    Nov 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13560
    Nov 07, 2026
  • ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13507
    Nov 07, 2026
  • ଦେଶ-ଦେଶାନ୍ତର

    ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ

    14186
    Nov 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17260
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17961
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17902
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18322
    Sep 06, 2023

ବିଶେଷ

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13891
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14236
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14904
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15883
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15063
    Oct 27, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15351
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14145
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14156
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14425
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13891
    Nov 07, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ହତ୍ୟା

    14954
    Nov 06, 2026
  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13560
    Nov 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In