Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 21, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପୁଣି ଏସିଆର ସର୍ବଶ୍ରେଷ୍ଠ ଧନୀ ହେଲେ ଅମ୍ବାନୀ

ପୁଣି ଏସିଆର ସର୍ବଶ୍ରେଷ୍ଠ ଧନୀ ହେଲେ ଅମ୍ବାନୀ

2022-02-10 09:51:32
14674
Share:
Facebook
Twitter
E-Mail
WhatsApp
Telegram
ପୁଣି ଏସିଆର ସର୍ବଶ୍ରେଷ୍ଠ ଧନୀ ହେଲେ ଅମ୍ବାନୀ



ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ପୁଣି ଥରେ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ସ୍ଥାନ ହାସଲ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସର ଅଧ୍ୟକ୍ଷ ଗୌତମ ଆଦାନୀ ଗୋଟିଏ ଦିନ ପୂର୍ବରୁ ଅମ୍ବାନୀଙ୍କୁ ହଟାଇ ଏହି ସ୍ଥାନ ହାସଲ କରିଥିଲେ । ଏବେ ଅମ୍ବାନୀ ଆଦାନୀଙ୍କୁ ପଛରେ ପକାଇଥିବା ଜଣାପଡ଼ିଛି ।ବ୍ଲୁମବର୍ଗ ପକ୍ଷରୁ ପ୍ରକାଶିତ ବିଶ୍ୱର ସର୍ବଶ୍ରେଷ୍ଠ ବିଲିୟନେୟାର ସୂଚକାଙ୍କରେ ୮୯.୨ ବିଲିୟନ ଡଲାର ସମ୍ପତ୍ତି ସହ ମୁକେଶ ଅମ୍ବାନୀ ୧୦ମ ସ୍ଥାନରେ ରହିଛନ୍ତି । ସେହିଭଳି ୮୬.୩ ବିଲିୟନ ଡଲାର ସମ୍ପତ୍ତି ସହ ଆଦାନୀ ତାଲିକାର ୧୧ତମ ସ୍ଥାନରେ ଅଛନ୍ତି । ଗୋଟିଏ ଦିନ ପୂର୍ବରୁ ଆଦାନୀଙ୍କ ସମ୍ପତ୍ତି ୮୮.୫ ବିଲିୟନ ଡଲାରକୁ ବଢ଼ିଥିଲା ।
ଏହି ସମୟରେ ଅମ୍ବାନୀଙ୍କ ସମ୍ପତ୍ତି ୮୭.୯ ବିଲିୟନ ଡଲାର ସ୍ତରରେ ଥିଲା । ମାତ୍ର ଆଦାନୀ ଗ୍ରୁପ କମ୍ପାନିଗୁଡ଼ିକର ଶେୟାର ମୂଲ୍ୟ କମିବା ଯୋଗୁ ସମ୍ପତ୍ତିରେ ୨.୧୬ ବିଲିୟନ ଡଲାର ହ୍ରାସ ଦେଖାଯାଇଛି ମୁକେଶଙ୍କ ସମ୍ପତ୍ତି ୧.୩୩ ବିଲିୟନ ଡଲାର ବୃଦ୍ଧି ହେବା ଯୋଗୁ ସେ ତାଲିକାର ୧୦ମ ସ୍ଥାନକୁ ଫେରିଛନ୍ତି । ଉଭୟ ଆଦାନୀ ଏବଂ ଅମ୍ବାନୀ ବିନାନ୍ସ ସିଇଓ ଚାନପେଙ୍ଗ ଝାଓ, ଫ୍ରନ୍ସର ବିଲିୟନେୟାର ପ୍ରାଙ୍କୋଇସ ବି. ମେୟର ଏବଂ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କଠାରୁ ତାଲିକାର ଊର୍ଦ୍ଧ୍ୱରେ ଅଛନ୍ତି । ଚଳିତ ବର୍ଷ ଆଦାନୀଙ୍କ ସମ୍ପତି ୮୯୪% ବା ୧୨ ବିଲିୟନ ଡଲାର ବଢ଼ିଛି । ସେହିଭଳି ଏହି ସମୟରେ ଅମ୍ବାନୀଙ୍କ ସମ୍ପତ୍ତି ୭୨% ବୃଦ୍ଧି ହୋଇଛି ।

Powered by Froala Editor

Tags Mukesh ambani

Related articles Odisha News Lens 4.1

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି
    ବାଣିଜ୍ୟ

    ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14564
    Jun 19, 2025
  • ଇସ୍ରାଏଲ-ଇରାନ ଯୁଦ୍ଧ: ନିନ୍ଦା କଲେ ଏହି ଦୁଇ ନେତା
    ଦେଶ-ଦେଶାନ୍ତର

    ଇସ୍ରାଏଲ-ଇରାନ ଯୁଦ୍ଧ: ନିନ୍ଦା କଲେ ଏହି ଦୁଇ ନେତା

    13804
    Jun 20, 2025
  • ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ
    ଦେଶ-ଦେଶାନ୍ତର

    ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ

    13826
    Jun 19, 2025
  • ଶ୍ରମିକଙ୍କ ଉପରେ ଭୁଶୁଡ଼ିଲା ​​ଡ୍ରେନ୍ କାନ୍ଥ, ମାଟି ଗଦା ତଳେ ଚାପି ହୋଇ ମୃତ୍ୟୁ
    ଦେଶ-ଦେଶାନ୍ତର

    ଶ୍ରମିକଙ୍କ ଉପରେ ଭୁଶୁଡ଼ିଲା ​​ଡ୍ରେନ୍ କାନ୍ଥ, ମାଟି ଗଦା ତଳେ ଚାପି ହୋଇ ମୃତ୍ୟୁ

    15372
    Jun 19, 2025
  • ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ

    15260
    Jun 19, 2025
  • ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ପ୍ରତିଷେଧକ ଟୀକା
    ଦେଶ-ଦେଶାନ୍ତର

    ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ପ୍ରତିଷେଧକ ଟୀକା

    15099
    Jun 19, 2025
  • ବିପଦରେ ପଡିଛି ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ପଦବୀ
    ଦେଶ-ଦେଶାନ୍ତର

    ବିପଦରେ ପଡିଛି ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ପଦବୀ

    15359
    Jun 20, 2025
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିବସ
    ଦେଶ-ଦେଶାନ୍ତର

    ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିବସ

    15226
    Jun 20, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ...
    ବାଣିଜ୍ୟ

    ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ...

    14884
    Jun 20, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ରାଏଲ-ଇରାନ ଯୁଦ୍ଧ: ନିନ୍ଦା କଲେ ଏହି ଦୁଇ ନେତା

    13804
    Jun 20, 2025
  • ବାଣିଜ୍ୟ

    ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    14884
    Jun 20, 2025
  • ଦେଶ-ଦେଶାନ୍ତର

    ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ

    13826
    Jun 19, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16696
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17001
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15500
    Apr 03, 2021

ବିଶେଷ

  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14544
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15430
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14568
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    14285
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14706
    Jun 17, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14564
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14677
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14689
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13783
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ

    15260
    Jun 19, 2025
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିବସ

    15226
    Jun 20, 2025
  • ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ

    13826
    Jun 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In