Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ...

  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ...

  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ ...

  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ...

  • ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ...

  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ...

  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ...

  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ...

  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଜନଧନ ଆକାଉଣ୍ଟରେ ୧୫ ଲକ୍ଷ ପାଇ ଘର କଲେ କୃଷକ, ୬ ମାସ ପରେ ବ୍ୟାଙ୍କ କହୁଛି ଭୁଲ୍‌ରେ ପଡ଼ିଥିଲା

ଜନଧନ ଆକାଉଣ୍ଟରେ ୧୫ ଲକ୍ଷ ପାଇ ଘର କଲେ କୃଷକ, ୬ ମାସ ପରେ ବ୍ୟାଙ୍କ କହୁଛି ଭୁଲ୍‌ରେ ପଡ଼ିଥିଲା

2022-02-10 09:55:21
15989
Share:
Facebook
Twitter
E-Mail
WhatsApp
Telegram
ଜନଧନ ଆକାଉଣ୍ଟରେ ୧୫ ଲକ୍ଷ ପାଇ ଘର କଲେ କୃଷକ, ୬ ମାସ ପରେ ବ୍ୟାଙ୍କ କହୁଛି ଭୁଲ୍‌ରେ ପଡ଼ିଥିଲା

କୃଷକଙ୍କ ଜନଧନ ଆକାଉଣ୍ଟରେ ପଡିଲା ୧୫ ଲକ୍ଷ ଟଙ୍କା । ଏଥିରେ ଖୁସି ହୋଇ ସେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଏବଂ ଘର ତୋଳିଦେଲେ । ହେଲେ ସେ କ’ଣ ଜାଣିଥିଲେ ଏତେ ଦିନ ପରେ ବ୍ୟାଙ୍କ୍ ଏହାକୁ ଭୁଲ୍ କହି ଟଙ୍କା ମାଗିବ? ଏଭଳି ଘଟଣା ଘଟିଛି ମହାରାଷ୍ଟ୍ରର ଜ୍ଞାନେଶ୍ୱର ଜନାର୍ଦ୍ଧନ ଓଟେଙ୍କ ସହ ।

ସୂଚନା ଅନୁସାରେ, ମହାରାଷ୍ଟ୍ର ରାଜ୍ୟର ଔରଙ୍ଗାବାଦ ଜିଲ୍ଲା ଅନ୍ତର୍ଗତ ପୈଠକ ଗ୍ରାମର ବାସିନ୍ଦା ଜ୍ଞାନେଶ୍ବର ଜନାର୍ଦ୍ଧନ ଓଟେଙ୍କ ‘ବ୍ୟାଙ୍କ୍‌ ଅଫ୍‌ ବରୋଦା’ରେ ଥିବା ତାଙ୍କ ‘ଜନଧନ ଆକାଉଣ୍ଟ୍‌’କୁ ୨୦୨୧ ଅଗଷ୍ଟ ୧୭ ତାରିଖରେ ୧୫ ଲକ୍ଷ ୩୪ ହଜାର ୬୨୪ ଟଙ୍କା ଆସିଥିଲା । ବିସ୍ମିତ ଜ୍ଞାନେଶ୍ବର କିଛି ମାସ ଅ‌ପେକ୍ଷା କଲେ କିନ୍ତୁ, ଆକାଉଣ୍ଟ୍‌ରୁ ଟଙ୍କା ଫେରସ୍ତ ନିଆଗଲା ନାହିଁ କି, ଏ ସଂକ୍ରାନ୍ତରେ କେହି ତାଙ୍କ ସହ କ‌ୌଣସି ପ୍ରକାର ଯୋଗାଯୋଗ କଲେ ନାହିଁ।

ଏହାପରେ ତାଙ୍କ ଆକାଉଣ୍ଟକୁ ୧୫ ଲକ୍ଷ ଟଙ୍କା ଟ୍ରାନ୍‌ସ୍‌ଫର୍‌ କରି ୨୦୧୪ରେ ପ୍ରଧାନମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପୂରଣ କରିଛନ୍ତି ବୋଲି ସେ ଭାବିଲେ। ବେଶ୍‌ ଖୁସିରେ ସେ ନିଜ ପାଇଁ ଏକ ନୂଆ ଘରଟିଏ ତୋଳିବା ପାଇଁ ୯ ଲକ୍ଷ ଟଙ୍କା ଉଠାଇଲେ। ନିଜ ପାଇଁ ଏକ ଘର ମଧ୍ୟ ତୋଳିଦେଲେ। ଧନ୍ୟବାଦ ଜ୍ଞାପନ କରି ସେ ପ୍ରଧାନମନ୍ତ୍ରୀଙ୍କୁ ସେ ବାବଦରେ ଚିଠି ବି ଲେଖିଲେ। ହେଲେ ଟଙ୍କା ଆସିବାର ୬ମାସ ପରେ ଏବେ ତାଙ୍କ ପାଦ ତଳୁ ମାଟି ଖସି ଯାଇଛି।

କିଛି ମାସ ପରେ ବ୍ୟାଙ୍କ୍‌ର ଅଭ୍ୟନ୍ତରୀଣ ତଦନ୍ତରୁ ଜଣାପଡ଼ିଲା ଯେ, ଭୁଲ୍‌ ଆକାଉଣ୍ଟ୍‌ରେ ଅର୍ଥ ପୈଠ ହୋଇଯାଇଛି। ସେତେବେଳକୁ ୬ ମାସ ବିତି ଗଲାଣି। ଏହା ପରେ ଟଙ୍କା ଫେରାଇବା ପାଇଁ ହଠାତ୍‌ ବ୍ୟାଙ୍କ୍‌ରୁ ବ୍ୟାଙ୍କ୍‌ରୁ ଆସିଥିବା ନୋଟିସ୍‌ ଦେଖି ଜ୍ଞାନେଶ୍ବର ଅବାକ୍‌ ହୋଇଯାଇଥିଲେ। ତାଙ୍କ ଆକାଉଣ୍ଟ୍‌ରେ ଥିବା ବାକି ୬ ଲକ୍ଷ ଟଙ୍କା ବ୍ୟାଙ୍କ୍‌ ଫେରାଇ ନେଇଥି‌ଲା। କିନ୍ତୁ, ଏବେ ବ୍ୟାଙ୍କ୍‌ କର୍ମଚାରୀମାନେ ଜ୍ଞାନେଶ୍ବରକୁ ଅନୁରୋଧ କରି କହୁଛନ୍ତି କି, ସେ ନୂଆ ଘର ତିଆରିରେ ବ୍ୟୟ କରିଥିବା ୯ ଲକ୍ଷ ଟଙ୍କା ଫେରସ୍ତ ଦିଅନ୍ତୁ। ତେଣୁ ଏତେ ଟଙ୍କା ସେ କେଉଁଠୁ ଆଣିବେ ବୋଲି ଚିନ୍ତାରେ ପଡିଛନ୍ତି ।

Powered by Froala Editor

Tags 15 lakh

Related articles Odisha News Lens 4.1

  •  କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ
    ବିଶେଷ

    କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14299
    Nov 01, 2026
  •  ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ
    ଦେଶ-ଦେଶାନ୍ତର

    ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    15152
    Oct 31, 2026
  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15275
    Oct 30, 2026
  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ
    ଦେଶ-ଦେଶାନ୍ତର

    ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ

    15513
    Oct 30, 2026
  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ  ଅମିତ ଶାହ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

    15099
    Oct 30, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...
    ବାଣିଜ୍ୟ

    ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...

    15431
    Oct 31, 2026
  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା
    ଦେଶ-ଦେଶାନ୍ତର

    ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା

    14113
    Oct 31, 2026
  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ
    ଦେଶ-ଦେଶାନ୍ତର

    ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ

    14764
    Oct 31, 2026
  • ଖିମଜୀ ଜୁଏଲର୍ସ  ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ...
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ...

    13721
    Oct 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

    15099
    Oct 30, 2026
  • ଦେଶ-ଦେଶାନ୍ତର

    ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ

    14764
    Oct 31, 2026
  • ବାଣିଜ୍ୟ

    ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13469
    Oct 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17241
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17939
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17882
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18305
    Sep 06, 2023

ବିଶେଷ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14299
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15484
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14877
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16070
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14997
    Oct 25, 2026

ବାଣିଜ୍ୟ

ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

ଭୁବନେଶ୍ୱର : ଯୁବ ସଶକ୍ତିକରଣ, ଗ୍ରାମୀଣ ବିକାଶ ଏବଂ ସ୍ଥାୟୀ ଜୀବିକା ସୃଷ୍ଟି ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ନିଜର ଲାଞ୍ଜିଗଡ ସ୍ଥିତ ବେଦାନ୍ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13721
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13469
    Oct 31, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

    15173
    Oct 26, 2026
  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16105
    Oct 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13469
    Oct 31, 2026
  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ

    14764
    Oct 31, 2026
  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ

    15513
    Oct 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In