Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ...

  • ରଶ୍ମିକାଙ୍କୁ ଶାଢ଼ୀ ଉପହାର

  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ ...

Home ›› ››ଜନଧନ ଆକାଉଣ୍ଟରେ ୧୫ ଲକ୍ଷ ପାଇ ଘର କଲେ କୃଷକ, ୬ ମାସ ପରେ ବ୍ୟାଙ୍କ କହୁଛି ଭୁଲ୍‌ରେ ପଡ଼ିଥିଲା

ଜନଧନ ଆକାଉଣ୍ଟରେ ୧୫ ଲକ୍ଷ ପାଇ ଘର କଲେ କୃଷକ, ୬ ମାସ ପରେ ବ୍ୟାଙ୍କ କହୁଛି ଭୁଲ୍‌ରେ ପଡ଼ିଥିଲା

2022-02-10 09:55:21
15796
Share:
Facebook
Twitter
E-Mail
WhatsApp
Telegram
ଜନଧନ ଆକାଉଣ୍ଟରେ ୧୫ ଲକ୍ଷ ପାଇ ଘର କଲେ କୃଷକ, ୬ ମାସ ପରେ ବ୍ୟାଙ୍କ କହୁଛି ଭୁଲ୍‌ରେ ପଡ଼ିଥିଲା

କୃଷକଙ୍କ ଜନଧନ ଆକାଉଣ୍ଟରେ ପଡିଲା ୧୫ ଲକ୍ଷ ଟଙ୍କା । ଏଥିରେ ଖୁସି ହୋଇ ସେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଏବଂ ଘର ତୋଳିଦେଲେ । ହେଲେ ସେ କ’ଣ ଜାଣିଥିଲେ ଏତେ ଦିନ ପରେ ବ୍ୟାଙ୍କ୍ ଏହାକୁ ଭୁଲ୍ କହି ଟଙ୍କା ମାଗିବ? ଏଭଳି ଘଟଣା ଘଟିଛି ମହାରାଷ୍ଟ୍ରର ଜ୍ଞାନେଶ୍ୱର ଜନାର୍ଦ୍ଧନ ଓଟେଙ୍କ ସହ ।

ସୂଚନା ଅନୁସାରେ, ମହାରାଷ୍ଟ୍ର ରାଜ୍ୟର ଔରଙ୍ଗାବାଦ ଜିଲ୍ଲା ଅନ୍ତର୍ଗତ ପୈଠକ ଗ୍ରାମର ବାସିନ୍ଦା ଜ୍ଞାନେଶ୍ବର ଜନାର୍ଦ୍ଧନ ଓଟେଙ୍କ ‘ବ୍ୟାଙ୍କ୍‌ ଅଫ୍‌ ବରୋଦା’ରେ ଥିବା ତାଙ୍କ ‘ଜନଧନ ଆକାଉଣ୍ଟ୍‌’କୁ ୨୦୨୧ ଅଗଷ୍ଟ ୧୭ ତାରିଖରେ ୧୫ ଲକ୍ଷ ୩୪ ହଜାର ୬୨୪ ଟଙ୍କା ଆସିଥିଲା । ବିସ୍ମିତ ଜ୍ଞାନେଶ୍ବର କିଛି ମାସ ଅ‌ପେକ୍ଷା କଲେ କିନ୍ତୁ, ଆକାଉଣ୍ଟ୍‌ରୁ ଟଙ୍କା ଫେରସ୍ତ ନିଆଗଲା ନାହିଁ କି, ଏ ସଂକ୍ରାନ୍ତରେ କେହି ତାଙ୍କ ସହ କ‌ୌଣସି ପ୍ରକାର ଯୋଗାଯୋଗ କଲେ ନାହିଁ।

ଏହାପରେ ତାଙ୍କ ଆକାଉଣ୍ଟକୁ ୧୫ ଲକ୍ଷ ଟଙ୍କା ଟ୍ରାନ୍‌ସ୍‌ଫର୍‌ କରି ୨୦୧୪ରେ ପ୍ରଧାନମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପୂରଣ କରିଛନ୍ତି ବୋଲି ସେ ଭାବିଲେ। ବେଶ୍‌ ଖୁସିରେ ସେ ନିଜ ପାଇଁ ଏକ ନୂଆ ଘରଟିଏ ତୋଳିବା ପାଇଁ ୯ ଲକ୍ଷ ଟଙ୍କା ଉଠାଇଲେ। ନିଜ ପାଇଁ ଏକ ଘର ମଧ୍ୟ ତୋଳିଦେଲେ। ଧନ୍ୟବାଦ ଜ୍ଞାପନ କରି ସେ ପ୍ରଧାନମନ୍ତ୍ରୀଙ୍କୁ ସେ ବାବଦରେ ଚିଠି ବି ଲେଖିଲେ। ହେଲେ ଟଙ୍କା ଆସିବାର ୬ମାସ ପରେ ଏବେ ତାଙ୍କ ପାଦ ତଳୁ ମାଟି ଖସି ଯାଇଛି।

କିଛି ମାସ ପରେ ବ୍ୟାଙ୍କ୍‌ର ଅଭ୍ୟନ୍ତରୀଣ ତଦନ୍ତରୁ ଜଣାପଡ଼ିଲା ଯେ, ଭୁଲ୍‌ ଆକାଉଣ୍ଟ୍‌ରେ ଅର୍ଥ ପୈଠ ହୋଇଯାଇଛି। ସେତେବେଳକୁ ୬ ମାସ ବିତି ଗଲାଣି। ଏହା ପରେ ଟଙ୍କା ଫେରାଇବା ପାଇଁ ହଠାତ୍‌ ବ୍ୟାଙ୍କ୍‌ରୁ ବ୍ୟାଙ୍କ୍‌ରୁ ଆସିଥିବା ନୋଟିସ୍‌ ଦେଖି ଜ୍ଞାନେଶ୍ବର ଅବାକ୍‌ ହୋଇଯାଇଥିଲେ। ତାଙ୍କ ଆକାଉଣ୍ଟ୍‌ରେ ଥିବା ବାକି ୬ ଲକ୍ଷ ଟଙ୍କା ବ୍ୟାଙ୍କ୍‌ ଫେରାଇ ନେଇଥି‌ଲା। କିନ୍ତୁ, ଏବେ ବ୍ୟାଙ୍କ୍‌ କର୍ମଚାରୀମାନେ ଜ୍ଞାନେଶ୍ବରକୁ ଅନୁରୋଧ କରି କହୁଛନ୍ତି କି, ସେ ନୂଆ ଘର ତିଆରିରେ ବ୍ୟୟ କରିଥିବା ୯ ଲକ୍ଷ ଟଙ୍କା ଫେରସ୍ତ ଦିଅନ୍ତୁ। ତେଣୁ ଏତେ ଟଙ୍କା ସେ କେଉଁଠୁ ଆଣିବେ ବୋଲି ଚିନ୍ତାରେ ପଡିଛନ୍ତି ।

Powered by Froala Editor

Tags 15 lakh

Related articles Odisha News Lens 4.1

  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ
    ମନୋରଞ୍ଜନ

    ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ "ରୈନା" ରିଲିଜ୍

    15283
    Mar 01, 2026
  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ
    ଦେଶ-ଦେଶାନ୍ତର

    ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ

    15819
    Mar 02, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14542
    Mar 03, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14684
    Mar 02, 2026
  • ରଶ୍ମିକାଙ୍କୁ ଶାଢ଼ୀ ଉପହାର
    ମନୋରଞ୍ଜନ

    ରଶ୍ମିକାଙ୍କୁ ଶାଢ଼ୀ ଉପହାର

    15557
    Mar 01, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14262
    Mar 02, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    14920
    Mar 04, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14151
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13751
    Mar 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14262
    Mar 02, 2026
  • ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14151
    Mar 03, 2026
  • ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14542
    Mar 03, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17358
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14542
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13751
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14984
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14619
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14420
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15123
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16106
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14151
    Mar 03, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14542
    Mar 03, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14262
    Mar 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In