Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, November 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ...

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ...

  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ...

  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ...

  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଶ୍ରେଷ୍ଠ ୧୦ରେ ଏହି ଦୁଇ ଖେଳାଳି

ଶ୍ରେଷ୍ଠ ୧୦ରେ ଏହି ଦୁଇ ଖେଳାଳି

2022-02-10 10:10:01
15827
Share:
Facebook
Twitter
E-Mail
WhatsApp
Telegram
ଶ୍ରେଷ୍ଠ ୧୦ରେ ଏହି ଦୁଇ ଖେଳାଳି

ଦୁବାଇ: ସଦ୍ୟ ପ୍ରକାଶିତ ଆଇସିସି ଦିନିକିଆ ମାନ୍ୟତା ତାଲିକାରେ ଭାରତୀୟ ଦଳର ଦୁଇ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମା ସ୍ଥାନ ବଜାୟ ରଖୁଛନ୍ତି । ବ୍ୟାଟିଂ ମାନ୍ୟତା ତାଲିକାରେ କୋହଲି ଦ୍ୱିତୀୟ ଓ ରୋହିତ ତୃତୀୟ ସ୍ଥାନରେ ରହିଛନ୍ତି । ରୋହିତ ରେଟିଂ ପଏଣ୍ଟରେ କୋହଲିଙ୍କ ନିକଟତର ହୋଇଛନ୍ତି । କୋହଲି ୮୨୮ ପଏଣ୍ଟ ସହ ଦ୍ୱିତୀୟରେ ରହିଛନ୍ତି । ରୋହିତଙ୍କ ପଏଣ୍ଟ ସଂଖ୍ୟା ୮୦୭ରେ ପହଞ୍ଚିଛି । ୱେଷ୍ଟ୍ଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅର୍ଦ୍ଧଶତକ ପରେ ରୋହିତଙ୍କ ପଏଣ୍ଟ ବୃଦ୍ଧି ପାଇଛି । 


ମାନ୍ୟତା ତାଲିକାରେ ପାକିସ୍ତାନର ବାବର ଆଜମ ଶୀର୍ଷ ସ୍ଥାନ ବଜାୟ ରଖୁଛନ୍ତି । ଦକ୍ଷିଣ ଆଫ୍ରିକାର କ୍ଲିଣ୍ଟନ ଡି କକ୍ ଚତୁର୍ଥ, ଅଷ୍ଟ୍ରେଲିଆର ଆରୋନ ଫିଞ୍ଚ ପଞ୍ଚମ, ଇଂଲଣ୍ଡର ଜନି ବେୟାରଷ୍ଟୋ ଷଷ୍ଠ, ଅଷ୍ଟ୍ରେଲିଆର ଡେଭିଡ୍ ୱାର୍ଣ୍ଣର ସପ୍ତମ, ଦକ୍ଷିଣ ଆଫ୍ରିକାର ରାଶି ଭାନ ଡର ଡୁସେନ ଅଷ୍ଟମ, ପାକିସ୍ତାନର ଫଖର ଜମାନ ନବମ ଓ ଇଂଲଣ୍ଡର ଜୋ ରୁଟ୍ ଦଶମ ସ୍ଥାନରେ ରହିଛନ୍ତି । ବୋଲିଂ ମାନ୍ୟତା ତାଲିକାର ଶୀର୍ଷ ୧୦ରେ ଭାରତର କେବଳ ଯଶପ୍ରୀତ ବୁମରା ସ୍ଥାନ ପାଇଛନ୍ତି । ସେ ସପ୍ତମ ସ୍ଥାନରେ ରହିଛନ୍ତି ।

Powered by Froala Editor

Tags Cricket

Related articles Odisha News Lens 4.1

  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15444
    Nov 06, 2026
  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15540
    Nov 05, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13662
    Nov 05, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା
    ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13533
    Nov 06, 2026
  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା
    ଦେଶ-ଦେଶାନ୍ତର

    ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    13905
    Nov 05, 2026
  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି

    14586
    Nov 05, 2026
  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ,  ୬.୭୮ କୋଟି ଜବତ
    ଦେଶ-ଦେଶାନ୍ତର

    ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ କୋଟି ଜବତ

    15144
    Nov 05, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା
    ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15040
    Nov 06, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...
    ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...

    14602
    Nov 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13662
    Nov 05, 2026
  • ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15040
    Nov 06, 2026
  • ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15444
    Nov 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17255
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17956
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17898
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18318
    Sep 06, 2023

ବିଶେଷ

  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    13893
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14862
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15841
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15021
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16212
    Oct 26, 2026

ବାଣିଜ୍ୟ

ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

ସିଡନୀ :  ସିଡନୀରେ ୪୦୦ରୁ ଅଧିକ ଓଡ଼ିଆ ସମ୍ପ୍ରଦାୟର ସଦସ୍ୟ ଏକତ୍ରିତ ହୋଇ ଦଶହରାକୁ ସ୍ୱାଗତ କରିଥିଲେ ଏବଂ ଫୁଲ ବଉଳ ବେଣୀ ପାଳନ କରିଥିଲେ। ଏହା ଓରିଓଜ୍ ର ଦ୍ୱିବାର୍ଷିକ ସାଂସ୍କୃତିକ ଉତ୍ସବ, ଯାହା ଭବିଷ୍ୟତ ପ ...

  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    13938
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14022
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14415
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15858
    Oct 31, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    13905
    Nov 05, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13533
    Nov 06, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ହତ୍ୟା

    14602
    Nov 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In