Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, ...

  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି ...

  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ...

  • କେମିତି ଦୂର କରିବେ ଟେନ୍‌ସନ୍‌

  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ...

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ...

Home ›› ››ବିଦେଶୀଙ୍କ ପାଇଁ କଟକଣା କୋହଳ : ହଟିଲା ୭ ଦିନିଆ କ୍ୱାରେଣ୍ଟାଇନ

ବିଦେଶୀଙ୍କ ପାଇଁ କଟକଣା କୋହଳ : ହଟିଲା ୭ ଦିନିଆ କ୍ୱାରେଣ୍ଟାଇନ

2022-02-10 15:49:19
15881
Share:
Facebook
Twitter
E-Mail
WhatsApp
Telegram
ବିଦେଶୀଙ୍କ ପାଇଁ କଟକଣା କୋହଳ : ହଟିଲା ୭ ଦିନିଆ କ୍ୱାରେଣ୍ଟାଇନ

ଗୁରୁବାର କେନ୍ଦ୍ର ସରକାର ନୂଆ ଗାଇଡଲାଇନ୍ ଜାରି କରିଛନ୍ତି । ବିଦେଶ ଫେରନ୍ତାଙ୍କ ଲାଗି ଜାରି ନୂଆ ଗାଇଡଲାଇନରେ ୭ ଦିନିଆ ବାଧ୍ୟତାମୂଳକ କ୍ୱାରେଣ୍ଟାଇନକୁ ହଟାଇ ଦିଆଯାଇଛି । ଏହି ନୂଆ ନିୟମ ଫେବ୍ରୁଆରୀ ୧୪ ତାରିଖରୁ ଲାଗୁ ହେବ ।

ଅନ୍ତର୍ଜାତୀୟ ଯାତ୍ରୀମାନେ ଯଦି ପୂରା ମାତ୍ରା ଟିକା ନେଇଥାନ୍ତି ଏବଂ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ମଞ୍ଜୁରିପ୍ରାପ୍ତ ଟିକାକୁ ନେଇ ଭାରତର ଯେଉଁସବୁ ଦେଶ ସହିତ ପାରସ୍ପରିକ ଗ୍ରହଣ ଯୋଗ୍ୟତା ରହିଛି ସେଠାରୁ ଆସୁଥିବା ଯାତ୍ରୀମାନଙ୍କୁ ବିମାନ ବନ୍ଦରରେ ଅଟକାଯିବ ନାହିଁ। ଏଥିସହିତ ସେମାନଙ୍କୁ ହୋମ୍ କ୍ୱାରେଣ୍ଟାଇନରେ ରହିବାକୁ ହେବ ନାହିଁ କିମ୍ବା ଟେଷ୍ଟିଂ କରିବାକୁ ହେବନାହିଁ।

ସରକାରଙ୍କ ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ ଯାତ୍ରୀମାନଙ୍କୁ ବିଦେଶରୁ ଆସିବା ପରେ ୧୪ଦିନ ପର୍ଯ୍ୟନ୍ତ ସେମାନଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିବାକୁ ପଡିବ ଏବଂ ଯଦି ସେମାନେ କୋଭିଡ-୧୯ର ଲକ୍ଷଣ ଦେଖାନ୍ତି ତେବେ ସେମାନଙ୍କୁ ନିଜକୁ ଅଲଗା କରି ନିଜର କରୋନା ପରୀକ୍ଷା କରାଇବାକୁ ହେବ। ଏଥିସହ ପୂର୍ବରୁ ଓମିକ୍ରନ୍ ବିପଦକୁ ଦେଖି ବିଭିନ୍ନ ଦେଶ ପାଇଁ ସରକାର ଜାରି କରିଥିବା ଆଟ ରିସ୍କ ଟ୍ୟାଗକୁ ମଧ୍ୟ ହଟାଇ ଦିଆଯାଇଛି ।

Powered by Froala Editor

Tags qurantine

Related articles Odisha News Lens 4.1

  • କେମିତି ଦୂର କରିବେ ଟେନ୍‌ସନ୍‌
    ବିଶେଷ

    କେମିତି ଦୂର କରିବେ ଟେନ୍‌ସନ୍‌

    14941
    May 05, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13767
    May 07, 2026
  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...
    ଦେଶ-ଦେଶାନ୍ତର

    ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...

    15083
    May 07, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    13972
    May 07, 2026
  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

    13649
    May 06, 2026
  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ
    ଦେଶ-ଦେଶାନ୍ତର

    ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15615
    May 05, 2026
  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13820
    May 05, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15194
    May 07, 2026
  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ
    ମନୋରଞ୍ଜନ

    ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15432
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15615
    May 05, 2026
  • ଦେଶ-ଦେଶାନ୍ତର

    ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ରାଜ୍ୟପାଳ

    15083
    May 07, 2026
  • ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15194
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17459
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17509
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17866
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16341
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13767
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    14941
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15095
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13887
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14108
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15380
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15114
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15613
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13930
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    13972
    May 07, 2026
  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15615
    May 05, 2026
  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13820
    May 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In