Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

କୋଲେଷ୍ଟରଲ କମାଏ ଅଁଳାରସ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଶିକ୍ଷକ ସଂଘ ଆଣିଲା ସଙ୍ଗୀନ ଅଭିଯୋଗ: ନିର୍ବାଚନ ବେଳେ କରୋନାରେ ୫୭୭ ଶିକ୍ଷଙ୍କ ମୃତ୍ୟୁ ଘଟିଛି

ଶିକ୍ଷକ ସଂଘ ଆଣିଲା ସଙ୍ଗୀନ ଅଭିଯୋଗ: ନିର୍ବାଚନ ବେଳେ କରୋନାରେ ୫୭୭ ଶିକ୍ଷଙ୍କ ମୃତ୍ୟୁ ଘଟିଛି

2021-04-29 16:32:43
15765
Share:
Facebook
Twitter
E-Mail
WhatsApp
Telegram
ଶିକ୍ଷକ ସଂଘ ଆଣିଲା ସଙ୍ଗୀନ ଅଭିଯୋଗ: ନିର୍ବାଚନ ବେଳେ କରୋନାରେ ୫୭୭ ଶିକ୍ଷଙ୍କ ମୃତ୍ୟୁ ଘଟିଛି

ଉତ୍ତରପ୍ରଦେଶରେ ପଞ୍ଚାୟତ ନିର୍ବାଚନବେଳେ  କରୋନାରେ ୫୭୭ ଶିକ୍ଷକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଏହି ଅଭିଯୋଗ ଆଣିଛି ରାଜ୍ୟ ଶିକ୍ଷକ ସଂଘ । ମୃତ ଶିକ୍ଷକମା‌ନେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ରାଜ୍ୟ ଶିକ୍ଷକ ସଂଗଠନ ପକ୍ଷରୁ ନିର୍ବାଚନ କାର୍ଯ୍ୟ ପରେ କରୋନରେ ପ୍ରାଣ ହରାଇଥିବା ୫୭୭ ଶିକ୍ଷକଙ୍କ ତାଲିକା ନିର୍ବାଚନ ଆୟୋଗଙ୍କୁ ପ୍ରଦାନ କରାଯାଇଛି। ଏହା ସହିତ ମେ ୨ରେ ହେବାକୁ ଥିବା ଭୋଟ ଗଣତି ପ୍ରକ୍ରିୟାକୁ ଘୁଞ୍ଚାଇବାକୁ ସଂଗଠନ ପକ୍ଷରୁ ଦାବି କରାଯାଇଛି।

ଉତ୍ତରପ୍ରଦେଶ ଶିକ୍ଷକ ମହାସଂଘ ଅଧ୍ୟକ୍ଷ ଦିନେଶ ଚନ୍ଦ୍ର ଶର୍ମା କହିଛନ୍ତି ଯେ, ପଞ୍ଚାୟତ ନିର୍ବାଚନ ନାମରେ ରାଜ୍ୟ ନିର୍ବାଚନ ଆୟୋଗ ୭୧ ଜିଲାରେ ୫୭୭ ଶିକ୍ଷକଙ୍କୁ ସଂକ୍ରମିତ କରିଛନ୍ତି। ଯଦି ଭୋଟଗଣତିକୁ ଘୁଞ୍ଚାଯିବ ନାହିଁ, ତେବେ ଆମେ ଏହାକୁ ବର୍ଜନ କରିବାକୁ ବାଧ୍ୟ ହେବୁ। ନିର୍ବାଚନ କାର୍ଯ୍ୟ ଯୋଗୁ ଲକ୍ଷାଧିକ ଲୋକଙ୍କୁ ସଂକ୍ରମିତ ହେବାକୁ ପଡ଼ିଲା। କିନ୍ତୁ ନିର୍ବାଚନ ଆୟୋଗ ଏହାକୁ ଗମ୍ଭୀରତାର ସହ ନେଉନାହାନ୍ତି। ଯଦି ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରନ୍ତି, ତେବେ ଆମେ କଡ଼ା କାର୍ଯ୍ୟାନୁଷ୍ଠାନ ନେବୁ ବୋଲି ସେ ଚେତାବନୀ ଦେଇଛନ୍ତି। 

ପୂର୍ବରୁ ଏକ ଖବରକାଗଜରେ ପଞ୍ଚାୟତ ନିର୍ବାଚନ ସମୟରେ ୧୩୫ ପୋଲିଂ ଅଧିକାରୀଙ୍କ ମୃତ୍ୟୁ ଘଟିଥିବା ନେଇ ଖବର ପ୍ରକାଶ ପାଇଥିଲା, ଯାହା ବିଷୟରେ ହାଇକୋର୍ଟ ତଥ୍ୟ ମାଗିଥିଲେ।

Powered by Froala Editor

Tags panchayat election

Related articles Odisha News Lens 4.1

  • ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ
    ମନୋରଞ୍ଜନ

    ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ

    15134
    Jun 02, 2025
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା
    ମନୋରଞ୍ଜନ

    ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15409
    Jun 02, 2025
  • ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    13952
    Jun 03, 2025
  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା
    ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    13990
    Jun 03, 2025
  • ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13391
    Jun 03, 2025
  • ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ
    ଦେଶ-ଦେଶାନ୍ତର

    ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ

    14139
    Jun 02, 2025
  • ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ
    ଦେଶ-ଦେଶାନ୍ତର

    ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ

    14041
    Jun 03, 2025
  • କୋଲେଷ୍ଟରଲ କମାଏ ଅଁଳାରସ
    ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13251
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ
    ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    14848
    Jun 03, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13251
    Jun 03, 2025
  • ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13391
    Jun 03, 2025
  • ଦେଶ-ଦେଶାନ୍ତର

    ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ

    14139
    Jun 02, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16640
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16931
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15467
    Apr 03, 2021

ବିଶେଷ

  • କୋଲେଷ୍ଟରଲ କମାଏ ଅଁଳାରସ

    13251
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    14848
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15026
    Jun 02, 2025
  • ନିୟମିତ ମଦ୍ୟପାନ କଲେ ଜିନ୍‌ରେ ଆସେ ପରିବର୍ତ୍ତନ

    15399
    Jun 02, 2025
  • ସିଝା ଅଣ୍ଡାରେ ମାଲିସ୍‌

    15215
    Jun 01, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15686
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16301
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14010
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14808
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15409
    Jun 02, 2025
  • ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ

    14041
    Jun 03, 2025
  • ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ

    15134
    Jun 02, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In