Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, April 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

  • ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ...

  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ...

  • ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ...

  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ...

  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ...

  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ...

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ...

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ...

Home ›› ››ଆସିଲା ଏକ୍‌ଜିଟ ପୋଲ୍ ରିପୋର୍ଟ : ଜାଣନ୍ତୁ କିଏ କେଉଁଠି ଗଢ଼ିବେ ସରକାର

ଆସିଲା ଏକ୍‌ଜିଟ ପୋଲ୍ ରିପୋର୍ଟ : ଜାଣନ୍ତୁ କିଏ କେଉଁଠି ଗଢ଼ିବେ ସରକାର

2021-04-29 19:24:46
15436
Share:
Facebook
Twitter
E-Mail
WhatsApp
Telegram
ଆସିଲା ଏକ୍‌ଜିଟ ପୋଲ୍ ରିପୋର୍ଟ : ଜାଣନ୍ତୁ କିଏ କେଉଁଠି ଗଢ଼ିବେ ସରକାର

ପଶ୍ଚିମବଙ୍ଗରେ ଆଜି ନିର୍ବାଚନ ସରଥିବା ବେଳେ ଆସାମ, ତାମିଲନାଡୁ, କେରଳ ଏବଂ ପୁଡୁଚେରୀରେ ନିର୍ବାଚନ ଶେଷ ହୋଇଛି। ବିଶେଷ କରି ପଶ୍ଚିମବଙ୍ଗ ଏକଜିଟ୍‌ ପୋଲ ଉପରେ ସମସ୍ତଙ୍କ ନଜର ରହିଛି । କେଉଁଠି କେଉଁ ସରକାର ସେନେଇ ଏକ ଆନୁମାନିକ ସଂକେତ ମିଳିପାରିବ। 

ପଶ୍ଚିମବଙ୍ଗ :

କରୋନା ସଂକ୍ରମଣ ଭିତରେ ହାଇଭୋଲଟେଜ୍‌ ପ୍ରଚାର ଓ ରୋଡ ଶୋ’ କରି ବେଙ୍ଗଲରେ କ୍ଷମତା ଦଖଲ କରିବାକୁ ଉଦ୍ୟମ କରୁଥିବା ବିଜେପିକୁ ଲାଗିବ ଶକ୍ତ ଝଟକା। ବେଙ୍ଗଲରେ ପୁଣି ୫ ବର୍ଷ ପାଇଁ ଶାସନ ମଙ୍ଗ ଧରିବେ ମମତା ବାନାର୍ଜୀ। ଟିଏମସିର ଶତାଧିକ ନେତାଙ୍କ ବିଦ୍ରୋହ ତଥା ଦଳୀୟ କନ୍ଦଳ ସତ୍ତ୍ୱେ ବେଙ୍ଗଲରେ ମମତାଙ୍କ ଯାଦୁ ଦେଖିବାକୁ ମିଳିବ। କେବଳ ରିପବ୍ଲିକ ଟିଭି ଓ ଜନ କି ବାତ୍‌କୁ ଛାଡ଼ି ଦେଲେ ଆଉ ସବୁ ନ୍ୟୁଜ ଚ୍ୟାନେଲ ମମତା ବାଜିମାତ କରିବେ ବୋଲି ଆକଳନ କରିଛନ୍ତି। ଏହି ଚ୍ୟାନେଲ ପଶ୍ଚିମବଙ୍ଗରେ ବିଜେପି ଶାସକ ଟିଏମସି ଠାରୁ ଅଧିକ ଆସନ ଜିତିବ ବୋଲି ଆକଳନ କରିଥିଲେ ହେଁ କାହାକୁ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ମିଳିପାରିବ ନାହିଁ ବୋଲି କହିଛି।

ତାମିଲନାଡୁ:

ତାମିଲନାଡୁରେ କ୍ଷମତା ପରିବର୍ତ୍ତନ ହେବାର ସମ୍ଭାବନା ରହିଛି । କ୍ଷମତାସୀନ ଏଆଇଡିଏମକେ କ୍ଷମତାଚ୍ୟୁତ ହେବାର ସମ୍ଭାବନା ଥିବାବେଳେ ଡିଏମକେ କ୍ଷମତା ହାସଲ କରିବାର ସମ୍ଭାବନା ରହିଛି । ବିଭିନ୍ନ ସଂସ୍ଥା ପକ୍ଷରୁ ପ୍ରକାଶିତ ବୁଥବାହୁଡ଼ା ମତ ବା ଏକଜିଟ ପୋଲ ରିପୋର୍ଟରେ ଡିଏମକେ କ୍ଷମତା ଦୌଡ଼ରେ ଆଗୁଆ ଥିବା କୁହାଯାଇଛି । ରିପବ୍ଲିକ-ସିଏନଏକ୍ସ ରିପୋର୍ଟ ଅନୁସାରେ ଡିଏମକେ ୧୬୦-୧୭୦ଟି ଆସନ ଜିତିବ । ସେହିପରି ଏଆଇଡିଏମକେ ୫୮-୬୮ଟି ଆସନ ଜିତିବ ଓ ଅନ୍ୟମାନେ ୪-୬ଟି ଆସନ ଜିତିବେ । ଟୁଡେଜ୍-ଚାଣକ୍ୟର ଏକଜିଟ ପୋଲ ଅନୁସାରେ ଡିଏମକେ ୧୬୪-୧୮୬ଟି ଆସନ ଜିତିବ । ସେହିପରି ଏଆଇଡିଏମକେ ୪୬-୬୮ଟି ଆସନ ଜିତିବ ଓ ଅନ୍ୟମାନେ ୦-୮ଟି ଆସନ ଜିତିବେ ।

କେରଳ:

କେରଳରେ ଜାରି ରହିବ ମୁଖ୍ୟମନ୍ତ୍ରୀ ପିନରାୟୀ ବିଜୟନଙ୍କ ଜଲୱା। କେରଳର ୧୪୦ ବିଧାନସଭା ଆସନରୁ ବିଜୟନଙ୍କ ଲେଫ୍ଟ ଡେମୋକ୍ରାଟିକ୍‌ ଫ୍ରଣ୍ଟ(ଏଲଡିଏଫ) ୧୦୪ରୁ ୧୨୦ଟି ଆସନରେ ଜିତି ପୁଣି ସରକାର ଗଠନ କରିବ। ସେହିପରି କଂଗ୍ରେସ ନେତୃତ୍ୱାଧୀନ ୟୁଡିଏଫ ୨୦ରୁ ୩୬ଟି ଓ ବିଜେପି ନେତୃତ୍ୱାଧୀନ ଏନଡିଏ କେବଳ ଶୂନରୁ ୨ଟି ଆସନ ଜିତିବାକୁ ସକ୍ଷମ ହେବ। ଇଣ୍ଡିଆ ଟୁଡେ-ଆକ୍ସିସ ମାଇଁ ଇଣ୍ଡିଆ ପକ୍ଷରୁ କରାଯାଇଥିବା ଏକଜିଟ୍‌ ପୋଲରେ ଏପରି ଆକଳନ କରାଯାଇଛି।

ତେବେ ମେ’ ୨ ତାରିଖରେ ହିଁ ଅସଲ ଚିତ୍ର ସାମ୍ନାକୁ ଆସିବ। କାରଣ ମେ’୨ରେ ଭୋଟ ଗଣତି ସହ ନିର୍ବାଚନ କମିଶନ ଫଳା‍ଫଳ ଘୋଷଣା କରିବେ। ରାଜ୍ୟର ୧୪୦ଟି ଆସନରେ ଏପ୍ରିଲ ୬ରେ ଭୋଟିଂ ହୋଇଥିଲା। ଇଣ୍ଡିଆ ଟୁଡେ ୨୮,୧୨୪ ଜଣଙ୍କ ଲୋକଙ୍କ ମତକୁ ନେଇ ଏପରି ଆକଳନ କରିଛି।

ଆସାମ:

ଇଣ୍ଡିଆ ଟୁଡେ-ମାଇ ଆକ୍ସିସ୍ ମାଇ ଇଣ୍ଡିଆ ଏକଜିଟ ପୋଲ ଅନୁସାରେ ଆସାମରେ ପୁଣି ବିଜେପି କ୍ଷମତାକୁ ପ୍ରତ୍ୟାବର୍ତ୍ତନ କରିବ । ରାଜ୍ୟର ମୋଟ ୧୨୬ ଆସନ ମଧ୍ୟରୁ ବିଜେପି ୭୫-୮୫ଟି ଆସନ ଜିତିବାର ସମ୍ଭାବନା ଥିବାବେଳେ କଂଗ୍ରେସ ୪୦-୫୦ଟି ଆସନ ଜିତିବ  ଓ ଅନ୍ୟମାନେ ୧-୨ ଟି ଆସନ ଜିତିବାର ସମ୍ଭାବନା ରହିଛି । ସେହିପରି ଟୁଡେଜ ଚାଣକ୍ୟ ଅନୁସାରେ ବିଜେପି ୬୧-୭୯ଟି ଆସନ ଜିତିବାକୁ ଥିବାବେଳେ କଂଗ୍ରେସ ୪୭-୬୫ଟି ଆସନ ଜିତିବ ଓ ଅନ୍ୟମାନେ ୦-୩ଟି ଆସନ ଜିତିବାର ସମ୍ଭାବନା ରହିଛି ।

ପୁଡୁଚେରୀ :

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀରେ କ୍ଷମତାକୁ ଫେରିପାରିବ ନାହିଁ କଂଗ୍ରେସ। ବିଧାନସଭା ନିର୍ବାଚନ ପୂର୍ବରୁ ଦଳୀୟ ବିଧାୟକଙ୍କ ବିଦ୍ରୋହ ଯୋଗୁ ଅଧାରୁ ଭାଙ୍ଗିଥିବା କଂଗ୍ରେସ ସରକାରକୁ ମେ’ ୨ରେ ଜୋରଦାର ଝଟକା ଲାଗିପାରେ। କାରଣ ଏକଜିଟ୍‌ ପୋଲ ଆକଳନ ଅନୁଯାୟୀ, ପୁଡୁଚେରୀରେ ବିଜେପି ନେତୃତ୍ୱାଧୀନ ଏନଡିଏ ସରକାର ଗଠନ କରିବ। କଂଗ୍ରେସ ମେଣ୍ଟ ଦ୍ୱିତୀୟ ସ୍ଥାନରେ ରହିବ। ପୁଡୁଚେରୀର ୩୦ଟି ବିଧାନସଭା ଆସନ ପାଇଁ ଏପ୍ରିଲ ୬ରେ ଭୋଟିଂ ହୋଇଥିଲା। ଏଠାରେ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ୧୬। ମେ’ ୨ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।

Powered by Froala Editor

Tags election states

Related articles Odisha News Lens 4.1

  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ...
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ...

    13616
    Apr 18, 2026
  •  ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼
    ଦେଶ-ଦେଶାନ୍ତର

    ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼

    14857
    Apr 18, 2026
  • ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ଦୀପିକା ପାଦୁକୋଣ
    ଦେଶ-ଦେଶାନ୍ତର

    ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ଦୀପିକା ପାଦୁକୋଣ

    14438
    Apr 19, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର
    ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14485
    Apr 18, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ
    ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15812
    Apr 18, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ
    ବିଶେଷ

    ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13324
    Apr 20, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା
    ଦେଶ-ଦେଶାନ୍ତର

    ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    15176
    Apr 18, 2026
  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା

    14407
    Apr 19, 2026
  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର
    ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    15299
    Apr 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    15176
    Apr 18, 2026
  • ଦେଶ-ଦେଶାନ୍ତର

    ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

    13601
    Apr 19, 2026
  • ବିଶେଷ

    ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13324
    Apr 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17425
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17478
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17836
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16307
    Apr 03, 2021

ବିଶେଷ

  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13324
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16086
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15808
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16164
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14783
    Apr 11, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15343
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15074
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15576
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13873
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ମହିଳା ମୋର୍ଚ୍ଚା

    13616
    Apr 18, 2026
  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    15299
    Apr 18, 2026
  • ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼

    14857
    Apr 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In