Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ...

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

ରାଜ୍ୟ
Home ›› ରାଜ୍ୟ ››ନନ୍ଦନକାନନରେ ବଣୁଆ ହାତୀଙ୍କ ଆତଙ୍କ

ନନ୍ଦନକାନନରେ ବଣୁଆ ହାତୀଙ୍କ ଆତଙ୍କ

2022-02-12 09:57:05
14451
Share:
Facebook
Twitter
E-Mail
WhatsApp
Telegram
ନନ୍ଦନକାନନରେ ବଣୁଆ ହାତୀଙ୍କ ଆତଙ୍କ

ବାରଙ୍ଗ: ନନ୍ଦନକାନନରେ ପ୍ରାୟ ମାସେ ପରେ ପୁଣି ଜଙ୍ଗଲୀ ହାତୀ ପଶି ଉପôାତ ମଚାଇଛନ୍ତି । କେତୋଟି ହାତୀ ପଶିଛନ୍ତି ତାହା ଠିକ ଭାବରେ ଜଣାପଡ଼ିନଥିବା ବେଳେ ଗୋଟିଏ ଅଣ୍ଡିରା ହାତୀ ଥିବା ଅନୁମାନ କରାଯାଉଛି ।
 ଚନ୍ଦକା ଜଙ୍ଗଲରୁ ଗତ ଗୁରୁବାର ବିଳମ୍ବିତ ରାତିରେ ଏକ ହାତୀ ପ୍ରାଣୀ ଉଦ୍ୟାନର ମୁଖ୍ୟ ପ୍ରାଚୀର ଭାଙ୍ଗି ଭିତରକୁ ପ୍ରବେଶ କରିଛି । ହାତୀଟି ଟୟଟ୍ରେନ ଧାରଣା କଡରେ ଆସି କାଞ୍ଜିଆ ହ୍ରଦ ବୋଟିଂ ଠାରେ ଥିବା କଦଳୀ ଗଛ ଭାଙ୍ଗିଥିବା ଦେଖିବାକୁ ମିଳିଛି । ସେଠାରୁ ଭୋରୁ ଯାଇ ହାତୀ ଶାଳ ନିକଟ ଜଙ୍ଗଲରେ ଲୁଚି ରହିଛି । ବିଭିନ୍ନ ଖୁଆଡ ପାଚେରି କାଳେ ଭାଙ୍ଗି ନଷ୍ଟ କରିବ ସେ ନେଇ କର୍ତ୍ତୃପକ୍ଷ ଚିନ୍ତାରେ ପଡିଛନ୍ତି । 
ଦିନ ତମାମ ହାତୀଟି ଜଙ୍ଗଲ ମଧ୍ୟରେ ରହିଥିବା ବେଳେ ସୁରକ୍ଷିତ ଭାବରେ ପର୍ଯ୍ୟଟକମାନେ ପ୍ରାଣୀ ଉଦ୍ୟାନ ବୁଲାବୁଲି କରିଛନ୍ତି । ସୂଚନା ଯୋଗ୍ୟ, ବିଭିନ୍ନ ସମୟରେ ଚନ୍ଦକା ଜଙ୍ଗଲରୁ ଜଙ୍ଗଲୀ ହାତୀମାନେ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ପାଚେରୀ ଭାଙ୍ଗି ଭିତରକୁ ପ୍ରବେଶ କରୁଥିବା ଦେଖିବାକୁ ମିଳିଛି । ସବୁବେଳେ ପାଚେରୀ ଭାଙ୍ଗିବାରୁ ସେଗୁଡ଼ିକ ମରାମତି ବାବଦରେ ବର୍ଷକୁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି । ଜୀବଜନ୍ତୁ ମାନଙ୍କର ସୁରକ୍ଷା ଦୃଷ୍ଟିରୁ ଜଙ୍ଗଲୀ ହାତୀ ଭିିତରକୁ ପ୍ରବେଶ ନ କରିବା ପାଇଁ ଏକ ସ୍ଥାୟୀ ପ୍ରତିକାର କରାଯିବାକୁ ଦାବି ହୋଇଛି ।

Powered by Froala Editor

Tags elephant

Related articles Odisha News Lens 4.1

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15105
    Apr 15, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13705
    Apr 14, 2026
  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’
    ମନୋରଞ୍ଜନ

    ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14445
    Apr 16, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15636
    Apr 13, 2026
  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ
    ଦେଶ-ଦେଶାନ୍ତର

    ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15265
    Apr 15, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15555
    Apr 14, 2026
  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର
    ଦେଶ-ଦେଶାନ୍ତର

    ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

    13702
    Apr 16, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13662
    Apr 15, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15771
    Apr 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13662
    Apr 15, 2026
  • ମନୋରଞ୍ଜନ

    ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14445
    Apr 16, 2026
  • ମନୋରଞ୍ଜନ

    ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

    14347
    Apr 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17417
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17474
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17831
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16302
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15324
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16042
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14681
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15659
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14512
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15334
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15067
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15568
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13865
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15555
    Apr 14, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13705
    Apr 14, 2026
  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15265
    Apr 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In