Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଇଲକେର ଆଇସି ଏୟାର ଇଣ୍ଡିଆର ସିଇଓ

ଇଲକେର ଆଇସି ଏୟାର ଇଣ୍ଡିଆର ସିଇଓ

2022-02-14 14:05:20
15118
Share:
Facebook
Twitter
E-Mail
WhatsApp
Telegram
ଇଲକେର ଆଇସି ଏୟାର ଇଣ୍ଡିଆର ସିଇଓ

ଇଲକେର ଆଇସିଙ୍କୁ ଏୟାର ଇଣ୍ଡିଆର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ(ସିଇଓ) ଏବଂ ପରିଚାଳନା ନିର୍ଦ୍ଦେଶକ(ଏମଡି) ଭାବେ ଟାଟା ସନ୍‌ସ୍‌ ନିଯୁକ୍ତି ଦେଇଛନ୍ତି। ଇଲକେର ଆଇସିଙ୍କୁ ସିଇଓ ନିଯୁକ୍ତ କରିବା ପାଇଁ ଟାଟା ସନସ୍‌ର ଅଧ୍ୟକ୍ଷ ଚନ୍ଦ୍ରଶେଖରନ ସ୍ୱତନ୍ତ୍ର ବୋର୍ଡ଼ ବୈଠକ ଡାକିଥିଲେ। ବୈଠକ ଶେଷରେ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ଟାଟା ସନ୍‌ ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତିରେ ପ୍ରକାଶ ପାଇଛି।

ଇଲକେର ଆଇସି ପୂର୍ବରୁ ତୁର୍କୀ ଏୟାରଲାଇନ୍ସର ଅଧ୍ୟକ୍ଷ ଥିଲେ। ଟାଟା ସନ୍ସ ଅଧ୍ୟକ୍ଷ ଏନ ଚନ୍ଦ୍ରଶେଖରନ୍ କହିଛନ୍ତି ଯେ, ଇଲକେର ଜଣେ ଉଡାଣ ଶିଳ୍ପର ଆଗ୍ରଗଣ୍ୟ ବ୍ୟକ୍ତି ଯିଏକି ସେଠାରେ ଥିବା ସମୟରେ ତୁର୍କୀ ଏୟାରଲାଇନ୍ସକୁ ସଫଳତା ଦିଗରେ ଆଗେଇ ନେଇଥିଲେ। ଇଲକେରଙ୍କୁ ଟାଟା ଗ୍ରୁପକୁ ସ୍ୱାଗତ କରି ଆମେ ଆନନ୍ଦିତ। ସିଇଓ ଭାବେ ସେ ଏୟାର ଇଣ୍ଡିଆକୁ ନୂଆ ଯୁଗ ଆଡ଼କୁ ଆଗେଇ ନେବେ ବୋଲି ମୋର ସମ୍ପୂର୍ଣ୍ଣ ବିଶ୍ବାସ ରହିଛି।

ଟାଟା ଗତ ଜାନୁଆରୀ ୨୭ରେ ଏୟାର ଇଣ୍ଡିଆକୁ ବିଧିବଦ୍ଧ ଭାବେ ନିଜ ଅଧିନକୁ ନେଇଥିଲା । ଏଥିରେ ଏୟାର ଇଣ୍ଡିଆ ଏକ୍ଦପ୍ରେସର ୫୦ ପ୍ରତିଶତ ଅଂଶ ରହିଛି। ଦୀର୍ଘଦିନ ଧରି କ୍ଷତିରେ ଚାଲିବା ପରେ ଏୟାର ଇଣ୍ଡିଆକୁ ୧୮,୦୦୦ କୋଟି ଟଙ୍କାରେ ବିକ୍ରି କରିଦେଇଥିଲେ ଭାରତ ସରରକାର।

Powered by Froala Editor

Tags elekar

Related articles Odisha News Lens 4.1

  • ସଲମାନଙ୍କ ସହ ଏଥର ଶୋ’ ହୋଷ୍ଟ କରିବେ ଏହି ୩ ସେଲିବ୍ରିଟି
    ମନୋରଞ୍ଜନ

    ସଲମାନଙ୍କ ସହ ଏଥର ଶୋ’ ହୋଷ୍ଟ କରିବେ ଏହି ୩ ସେଲିବ୍ରିଟି

    14164
    Jul 08, 2025
  • ଆଣ୍ଟାର୍କଟିକାରେ ସତର୍କ ସଙ୍କେତ : ତରଳୁଛି ବରଫ, ଲୁଣିଆ ହେଉଛି ପାଣି
    ଦେଶ-ଦେଶାନ୍ତର

    ଆଣ୍ଟାର୍କଟିକାରେ ସତର୍କ ସଙ୍କେତ : ତରଳୁଛି ବରଫ, ଲୁଣିଆ ହେଉଛି ପାଣି

    13791
    Jul 08, 2025
  • ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....
    ବିଶେଷ

    ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....

    13593
    Jul 08, 2025
  • ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ...
    ବାଣିଜ୍ୟ

    ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ...

    14176
    Jul 09, 2025
  • ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ
    ବିଶେଷ

    ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ

    15716
    Jul 08, 2025
  • କୋଚି ବଜାରରେ ଲାଗିଗଲା ନିଆଁ , ୫ ମୃତ
    ଦେଶ-ଦେଶାନ୍ତର

    କୋଚି ବଜାରରେ ଲାଗିଗଲା ନିଆଁ , ୫ ମୃତ

    15392
    Jul 08, 2025
  • ‘କର୍ମ’ ପରେ ଆସୁଛି ଅନୁପମ ପଟ୍ଟନାୟକଙ୍କ ଫିଲ୍ମ ‘ମନ୍ତ୍ରମୁଗ୍ଧ’
    ମନୋରଞ୍ଜନ

    ‘କର୍ମ’ ପରେ ଆସୁଛି ଅନୁପମ ପଟ୍ଟନାୟକଙ୍କ ଫିଲ୍ମ ‘ମନ୍ତ୍ରମୁଗ୍ଧ’

    13993
    Jul 08, 2025
  • ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ
    ରାଜନୀତି

    ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ

    14981
    Jul 08, 2025
  • ବସ୍‌ରେ ମହିଳାଙ୍କ ମାଗଣା ଯାତ୍ରାକୁ ନେଇ ସରକାର ଆଣିଲେ ନୂଆ ନିୟମ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ବସ୍‌ରେ ମହିଳାଙ୍କ ମାଗଣା ଯାତ୍ରାକୁ ନେଇ ସରକାର ଆଣିଲେ ନୂଆ ନିୟମ, ଜାଣନ୍ତୁ କ’ଣ ?

    13515
    Jul 08, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବସ୍‌ରେ ମହିଳାଙ୍କ ମାଗଣା ଯାତ୍ରାକୁ ନେଇ ସରକାର ଆଣିଲେ ନୂଆ ନିୟମ, ଜାଣନ୍ତୁ କ’ଣ ?

    13515
    Jul 08, 2025
  • ଦେଶ-ଦେଶାନ୍ତର

    କୋଚି ବଜାରରେ ଲାଗିଗଲା ନିଆଁ , ୫ ମୃତ

    15392
    Jul 08, 2025
  • ମନୋରଞ୍ଜନ

    ସଲମାନଙ୍କ ସହ ଏଥର ଶୋ’ ହୋଷ୍ଟ କରିବେ ଏହି ୩ ସେଲିବ୍ରିଟି

    14164
    Jul 08, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16611
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16728
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17041
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15529
    Apr 03, 2021

ବିଶେଷ

  • ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....

    13593
    Jul 08, 2025
  • ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ

    15716
    Jul 08, 2025
  • ଭଜା ଚଣା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ

    14459
    Jul 07, 2025
  • ଶରୀରକୁ ସୁସ୍ଥ ରଖିବା ପାଇଁ ସହଜ ଟିପ୍ସ....

    15184
    Jul 07, 2025
  • ଶରୀର ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଏହି ୩ ଭିଟାମିନ୍‍

    15542
    Jul 06, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15861
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16404
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14050
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15572
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୋଚି ବଜାରରେ ଲାଗିଗଲା ନିଆଁ , ୫ ମୃତ

    15392
    Jul 08, 2025
  • ସଲମାନଙ୍କ ସହ ଏଥର ଶୋ’ ହୋଷ୍ଟ କରିବେ ଏହି ୩ ସେଲିବ୍ରିଟି

    14164
    Jul 08, 2025
  • ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ

    15716
    Jul 08, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In