Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, April 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ...

  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ...

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, ...

  • ଖାଇକୁ ଖସିଲା ବସ୍, ୧୫ ମୃତ

  • ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ

  • ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ...

  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

ଜିଲ୍ଲା ପରିକ୍ରମା
Home ›› ଜିଲ୍ଲା ପରିକ୍ରମା ››ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ତେଲ ବୋହିନେଲେ ଲୋକେ

ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ତେଲ ବୋହିନେଲେ ଲୋକେ

2022-02-14 15:24:34
17473
Share:
Facebook
Twitter
E-Mail
WhatsApp
Telegram
ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ତେଲ ବୋହିନେଲେ ଲୋକେ

ଡିଭାଇଡରରେ ପିଟି ହୋଇ ଓଲଟି ପଡିଛି ପେଟ୍ରୋଲ ବୋଝେଇ ଟ୍ୟାଙ୍କର । ଏ ଦୁର୍ଘଟଣା ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ-ବାଣପୁର ଓଭରବ୍ରିଜ୍ ନିକଟ ଅଲାଇଡିହ ଛକ ନିକଟରେ ଘଟିଛି । ତେବେ ଦୁର୍ଘଟଣା ପରେ ଟ୍ୟାଙ୍କର ଲିକେଜ ହୋଇ ରାସ୍ତାରେ ପେଟ୍ରୋଲ ଭାସିଥିଲା । ଏହାକୁ ଦେଖି ଯି’ଏ ପାରିଲା ସି’ଏ ବଟଲ୍-ଜାରକିନ୍ ଧରି ପେଟ୍ରୋଲ୍‌ ବୋହି ନେଉଥିବା ଦେଖିବାକୁ ମିଳିଛି ।

ଘଟଣା ସ୍ଥଳରେ ବାଣପୁର ପୋଲିସ ପହଞ୍ଚି ତଦାରଖ କରୁଛନ୍ତି । ଦମକଳ ବାହିନୀ ପହଞ୍ଚିଛନ୍ତି । ଦୁର୍ଘଟଣାରେ ଟ୍ୟାଙ୍କର ଗାଡିର ହେଲପର୍ ସାମାନ୍ୟ ଆହତ ହୋଇଛନ୍ତି । ଏହାର ଲିକେଜ୍ ( ଟ୍ୟାଙ୍କର ଗାଡି ର ) କିଭଳି ବନ୍ଦ କରାଯିବ ଏବଂ କାଳେ କୌଣସି ବଡ ଅଘଟଣ ଘଟିବ ସେଥିପ୍ରତି ତୀକ୍ଷ୍ଣ ଦୃଷ୍ଟି ଦେବା ସହିତ ବିକଳ୍ପ ପନ୍ଥା ଆପଣେଇବା ପାଇଁ ବାଣପୁର ପୋଲିସ ବନ୍ଦୋବସ୍ତ କରୁଥିବା ବାଲୁଗାଁ SDPO ସୂଚନା ଦେଇଛନ୍ତି ।

ସୂଚନା ଯେ, ପାରାଦୀପରୁ ଛତ୍ରପୁର ଅଭିମୁଖେ ଏହି ପେଟ୍ରୋଲ ଟ୍ୟାଙ୍କର ଯାଉଥିଲା । ଡ୍ରାଇଭରର ବେପାରୁଆ ଗାଡି ଚାଳନା ଯୋଗୁଁ ରୋଡ୍-ଡିଭାଇଡରରେ ଧକ୍କା ହୋଇ ପେଟ୍ରୋଲ ଟ୍ୟାଙ୍କର ଓଲଟି ପଡିଥିଲା ।

Powered by Froala Editor

Tags tanker

Related articles Odisha News Lens 4.1

  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି
    ଦେଶ-ଦେଶାନ୍ତର

    ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି

    15461
    Apr 20, 2026
  • ଖାଇକୁ ଖସିଲା ବସ୍, ୧୫ ମୃତ
    ଦେଶ-ଦେଶାନ୍ତର

    ଖାଇକୁ ଖସିଲା ବସ୍, ୧୫ ମୃତ

    14062
    Apr 20, 2026
  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର
    ଦେଶ-ଦେଶାନ୍ତର

    ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    14819
    Apr 20, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13426
    Apr 20, 2026
  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର
    ଦେଶ-ଦେଶାନ୍ତର

    ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର

    14294
    Apr 20, 2026
  • ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ସଂଖ୍ୟା ୨୩, ଆହୁରି ବଢ଼ିବାର ଆଶଙ୍କା
    ଦେଶ-ଦେଶାନ୍ତର

    ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ସଂଖ୍ୟା ୨୩, ଆହୁରି ବଢ଼ିବାର ଆଶଙ୍କା

    15548
    Apr 20, 2026
  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍
    ମନୋରଞ୍ଜନ

    ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

    13871
    Apr 20, 2026
  • ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ
    ଦେଶ-ଦେଶାନ୍ତର

    ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ

    15386
    Apr 20, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ
    ବିଶେଷ

    ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13429
    Apr 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13426
    Apr 20, 2026
  • ଦେଶ-ଦେଶାନ୍ତର

    ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି

    15461
    Apr 20, 2026
  • ଦେଶ-ଦେଶାନ୍ତର

    ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର

    14294
    Apr 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17426
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17480
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17837
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16308
    Apr 03, 2021

ବିଶେଷ

  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13429
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16124
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15820
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16176
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14796
    Apr 11, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15344
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15076
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15577
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13874
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ

    15386
    Apr 20, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13426
    Apr 20, 2026
  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    14819
    Apr 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In