Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ...

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ...

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ...

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

  • ଶୀତଦିନେ ଏପରି କରନ୍ତୁ ମେକଅପ

  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ...

  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ...

  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ଆଉ ୯୨୫ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୯୨୫ କରୋନା ଆକ୍ରାନ୍ତ ଚିହ୍ନଟ

2022-02-15 05:56:36
14104
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ଆଉ ୯୨୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଏକ ହଜାର ତଳକୁ ଖସିଲା କରୋନା ଦୈନିକ ମାମଲା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୯୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୫୪୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୩୮୩ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୨୦୩ ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୧୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୪୪, ବାଲେଶ୍ୱର ୨୨, ବରଗଡ ୧୩, ଭଦ୍ରକ ୧୬, ବଲାଙ୍ଗିର ୨, ବୌଦ୍ଧ ୨୩, କଟକ ୫୨, ଦେବଗଡ ୧୭, ଢେଙ୍କାନାଳ ୧୫, ଗଜପତିରୁ ୩୮ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୨୬, ଜଗତସିଂହପୁର ୫୦, ଯାଜପୁର ୪୭, ଝାରସୁଗୁଡା ୨୪, କଳାହାଣ୍ଡି ୧୦, କନ୍ଧମାଳ ୫, କେନ୍ଦ୍ରାପଡା ୩୪, କେନ୍ଦୁଝରରେ ୨୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିସହିତ କୋରାପୁଟ ୪୬, ମାଲକାନଗିରି ୬, ମୟୂରଭଞ୍ଜ ୩୧, ନବରଙ୍ଗପୁର ୬, ନୟାଗଡ ୨୧, ନୂଆପଡା ୮, ପୁରୀ ୧୩, ରାୟଗଡା ୧୮, ସମ୍ବଲପୁର ୨୯, ସୋନପୁର ୧୮, ସୁନ୍ଦରଗଡ ୮୮ ଷ୍ଟେଟପୁଲରୁ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୧,୯୫୬ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୫୯ ହଜାର ୭୯୬ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୭୯, ୦୪୬କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୦ ହଜାର ୨୭୧ ରହିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Powered by Froala Editor

Tags Corona

Related articles Odisha News Lens 4.1

  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ
    ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13508
    Jan 22, 2026
  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...

    15685
    Jan 22, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...

    14462
    Jan 22, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13604
    Jan 21, 2026
  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...
    ଦେଶ-ଦେଶାନ୍ତର

    ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...

    15949
    Jan 20, 2026
  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...
    ଦେଶ-ଦେଶାନ୍ତର

    ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...

    15779
    Jan 20, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...

    15269
    Jan 22, 2026
  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ଜାଣନ୍ତୁ କିଏ ?
    ଦେଶ-ଦେଶାନ୍ତର

    ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ଜାଣନ୍ତୁ କିଏ ?

    14859
    Jan 20, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ
    ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15351
    Jan 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13604
    Jan 21, 2026
  • ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14552
    Jan 21, 2026
  • ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା ...

    14462
    Jan 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17300
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17382
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17726
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16202
    Apr 03, 2021

ବିଶେଷ

  • ଶୀତଦିନେ ଏପରି କରନ୍ତୁ ମେକଅପ

    15351
    Jan 21, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    15953
    Jan 19, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    15667
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    16400
    Jan 16, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    15224
    Jan 15, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଭୁବନେଶ୍ୱର: ସାମ୍ପ୍ରତିକ ସମୟର ବିଳମ୍ବିତ ରାତି, ଅଧିକ ଚାପ ଏବଂ ପୋଷଣ ହ୍ରାସ ଖାଦ୍ୟ ଯୁଗରେ ସବୁଠାରୁ ସୁସ୍ଥ କେଶ, ତ୍ୱଚା ଏବଂ ନଖ ମଧ୍ୟ ସେଗୁଡିକର ମଜଭୁତପଣ ହରାଇପାରେ । ଉପଭୋକ୍ତାମାନେ ସମାଧାନଗୁଡିକ ଭିତରେ ଅଧିକର ...

  • ୧.୪୦ ଲକ୍ଷ ଟପିଲା ସୁନା

    15723
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15474
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14439
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14541
    Dec 23, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶୀତଦିନେ ଏପରି କରନ୍ତୁ ମେକଅପ

    15351
    Jan 21, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ମାଡ୍ରାସ ହାଇକୋର୍ଟ

    15269
    Jan 22, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13604
    Jan 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In