Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ...

  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ...

  • CUET UG 2026 ପରୀକ୍ଷା ସ୍ଥଗିତ

  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ...

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ...

  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ...

ବିଶେଷ
Home ›› ବିଶେଷ ››ଏପରି କରନ୍ତୁ, ରୂପି ସମସ୍ୟା ଦୂର କରନ୍ତୁ

ଏପରି କରନ୍ତୁ, ରୂପି ସମସ୍ୟା ଦୂର କରନ୍ତୁ

2022-02-16 04:54:49
14270
Share:
Facebook
Twitter
E-Mail
WhatsApp
Telegram
ଏପରି କରନ୍ତୁ, ରୂପି ସମସ୍ୟା ଦୂର କରନ୍ତୁ

ଶୀତଦିନେ ପ୍ରାୟତଃ ରୂପି ସମସ୍ୟା ଅଧିକ ଦେଖାଯାଇଥାଏ । ଏମିତିରେ ମଧ୍ୟ ଅନ୍ୟ ଦିନ ଗୁଡ଼ିକରେ କାର୍ଯ୍ୟବ୍ୟସ୍ତତା କାରଣରୁ ଆମେ ନିଜ ଚୁଟିର ଧ୍ୟାନ ନନେବା କାରଣରୁ ମଧ୍ୟ ଏହି ସମସ୍ୟା ଉପୁଜିଥାଏ । ଆଜିକାଲିର ପରିବେଶ ପ୍ରଦୂଷଣ ମଧ୍ୟ ଏଥିପାଇଁ ବିଶେଷ କରି ଦାୟୀ ହୋଇଥାଏ । କେଶ ସାହାର୍ଯ୍ୟ କରିଥାଏ ଆମର ସୌନ୍ଦର୍ଯ୍ୟ ବୃଦ୍ଧି କରିବାରେ । ସେଇଥିପାଇଁ କମ୍ ସମୟ ମଧ୍ୟରେ ବଜାରରୁ ଆମେ କିଣି ଆଣୁ ବିଭିନ୍ନ ପ୍ରକାରର କସମେଟକ୍ସ ଓ କେମିକାଲ ଯୁକ୍ତ ପ୍ରଡ଼କ୍ଟ ଯାହା କ୍ରମେ ଆମ କେଶକୁ ରୁକ୍ଷ କରିବା ସହ ଝଡ଼ବାରେ ମୁଖ୍ୟ ଭୁମିକା ନେଇଥାଏ । ତେଣୁ ଆମେ ପ୍ରାକୃତିକ ଉପାୟ ଅବଲମ୍ବନ କରି ଉପଶମ ଲାଭ କରିବା ନିତ୍ୟାନ୍ତ ଆବଶ୍ୟକ । କେଶ ଏବଂ କେଶ ମୂଳ ପାଇଁ ବାଦାମ ତେଲ ଅତ୍ୟନ୍ତ ଉପଯୋଗୀ ହୋଇଥାଏ। ଏଥିରେ ଭିଟାମିନ୍ ଇ, ପ୍ରୋଟିନ୍ ଏବଂ ଫଲିକ୍ ଏସିଡ୍ ରହିଥାଏ, ଯାହା କେଶକୁ ଚମକ ପ୍ରଦାନ କରିଥାଏ। ଏମିତିରେ ଯଦି ବାଦାମ ତେଲରେ କେଶ ମାଲିସ୍ କରାଯାଏ, ତା’ ହେଲେ କେଶର ସବୁ ସମସ୍ୟା ଦୂର ହୋଇ ପାରିବ। କିନ୍ତୁ କ’ଣ ଆପଣ ଜାଣିଛନ୍ତି କି, ଯଦି ଆପଣ ବାଦାମ ତେଲରେ କିଛି ଜିନିଷ ମିଶ୍ରଣ କରି ଲଗାଇବେ, ତା’ ହେଲେ କେଶକୁ ଆହୁରି ଚମକଦାର କରାଯାଇ ପାରିବ, ଯାହାଫଳରେ କେଶ ଆପଣଙ୍କର ଆକର୍ଷଣୀୟ ଦେଖାଯିବ। ଆସନ୍ତୁ ଜାଣିବା କେଶରେ ଆମେ କିପରି ଭାବେ ବାଦାମ ତେଲ ବ୍ୟବହାର କରି ପାରିବା।

ଲେମ୍ବୁ ରସ: ଯଦି ଆପଣ ବାଦାମ ତେଲ ସହିତ ଲେମ୍ବୁ ରସ ମିଶ୍ରଣ କରିବେ, ତ ଏମିତି କରିବା ଦ୍ୱାରା କେଶର ରୂପି ସମସ୍ୟା ଦୂର ହୋଇ ପାରିବ। ଏମିତିରେ ଆପଣଙ୍କୁ କେବଳ ଏକ ପାତ୍ରରେ କିଛି ବୁନ୍ଦା ବାଦାମ ତେଲ ଏବଂ କିଛି ବୁନ୍ଦା ଲେମ୍ବୁ ରସ ମିଶାଇବାକୁ ପଡ଼ିବ। ଏହାପରେ ଏହି ମିଶ୍ରଣକୁ ଆପଣ ନିଜ କେଶରେ ଲଗାଇ ପାରିବେ। ଏବେ ଆପଣଙ୍କୁ ହାଲୁକା ହାତରେ ନିଜ କେଶକୁ ମାଲିସ୍ କରିବାକୁ ପଡିବ। ମାଲିସ୍ ପରେ ଆପଣ ଚାହିଁଲେ ୧ ଘଣ୍ଟା ପରେ କେଶକୁ ସାମ୍ପୁ କରି ପାରିବେ ନଚେତ୍ ପୂରା ରାତିସାରା ଏହି ମିଶ୍ରଣକୁ କେଶରେ ଲଗାଇ ରଖି ପାରିବେ ଏବଂ ପରଦିନ ସକାଳେ ସାମ୍ପୁ କରି ପାରିବେ। ଏହି ଉପାୟ ଆପଣାଇବା ଦ୍ୱାରା କେଶ ଖୁବ୍ ଜଲ୍‌ଦି ବଢ଼ିଥାଏ।

ମହୁ: ଆପଣଙ୍କ କେଶ ସମସ୍ୟାକୁ ବାଦାମ ତେଲ, ମହୁ ଏବଂ କଦଳୀର ମିଶ୍ରଣ ମଧ୍ୟ ଦୂର କରି ପାରିବ। ଏମିତିରେ ଆପଣ ଏକ ପାତ୍ରରେ ତିନୋଟି ସାମଗ୍ରୀକୁ ଭଲ ଭାବରେ ମିକ୍ସ କରି ନିଅନ୍ତୁ ଏବଂ ଏହି ମିଶ୍ରଣକୁ କେଶରେ ଲଗାନ୍ତୁ। ଅଧ ଘଣ୍ଟା କିମ୍ବା ୧ ଘଣ୍ଟା ପର୍ଯ୍ୟନ୍ତ ଏହି ମିଶ୍ରଣକୁ ଆପଣଙ୍କ କେଶରେ ଲଗାଇ ରଖନ୍ତୁ। ଏହାପରେ କେଶକୁ ଭଲ ଭାବରେ ସାମାନ୍ୟ ସାମ୍ପୁରେ ଧୋଇ ଦିଅନ୍ତୁ। ଏମିତି କରିବା ଦ୍ୱାରା ନା କେବଳ କେଶ ସୁନ୍ଦର ଦେଖାଯିବ, ବରଂ କେଶ ଚମକଦାର ମଧ୍ୟ ନଜର ଆସିବ।

Powered by Froala Editor

Tags Dandrop

Related articles Odisha News Lens 4.1

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    14921
    May 24, 2026
  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14450
    May 24, 2026
  • CUET UG 2026 ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14761
    May 25, 2026
  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା
    ଦେଶ-ଦେଶାନ୍ତର

    ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14464
    May 25, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15588
    May 24, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15041
    May 24, 2026
  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ
    ଦେଶ-ଦେଶାନ୍ତର

    ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15013
    May 25, 2026
  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14965
    May 24, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14720
    May 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15041
    May 24, 2026
  • ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14761
    May 25, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14965
    May 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16877
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17496
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17542
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17927
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15495
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14981
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14392
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14517
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15578
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15420
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15161
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15651
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13985
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14507
    May 25, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15041
    May 24, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14720
    May 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In