Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ...

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି ...

  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ...

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

ରାଜ୍ୟ
Home ›› ରାଜ୍ୟ ››ଭୋଟ୍ ଦେଲେ ଉପବାଚସ୍ପତି

ଭୋଟ୍ ଦେଲେ ଉପବାଚସ୍ପତି

2022-02-16 07:07:01
14168
Share:
Facebook
Twitter
E-Mail
WhatsApp
Telegram
ଭୋଟ୍ ଦେଲେ ଉପବାଚସ୍ପତି

ଅନୁୁଗୁଳ: ଆରମ୍ଭ ହୋଇଛି ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ୟ୍ୟାୟ ମତଦାନ । ସକାଳୁ ସକାଳୁ ଅନୁୁଗୁଳର ବିଭିନ୍ନ ବୁଥରେ ମତଦାନ କରୁଛନ୍ତି ମତଦାତା । ଗଣତନ୍ତ୍ରର ଏହି ମହାପର୍ବରେ ଓଡିଶା ବିଧାନସଭା ଉପ-ବାଚସ୍ପତି ରଜନୀକାନ୍ତ ସିଂ ମଧ୍ୟ ସାମିଲ ହୋଇଛନ୍ତି । ଉପବାଚସ୍ପତି ନିଜ ଗାଁ ଅନୁଗୋଳ ସ୍ଥିତ ଗୋତମରାରେ ଭୋଟ୍ ଦେଇଛନ୍ତି ।
ଆଜି ଅନୁୁଗୁଳ ଜିଲ୍ଲାର ଦୁଇଟି ବ୍ଲକରେ ପ୍ରଥମ ପର୍ୟ୍ୟାୟ ମତଦାନ ଚାଲିଛି । ଉପବାଚସ୍ପତି ରାଜନୀକାନ୍ତି ସିଂ ନିଜ ଗାଁ ଗୋତମରା ସ୍କୁଲରେ ହୋଇଥିବା ୭ ନମ୍ବର ବୁଥରେ ସକାଳ ପ୍ରାୟ ସାଢ଼େ ୭ଟାରେ ନିଜ ପତ୍ନୀଙ୍କ ସହ ଯାଇ ମତସାବ୍ୟସ୍ତ କରିଥିବାର ଦେଖାଯାଇଛି । ଏହି ବୁଥରେ ପ୍ରବଳ ଭିଡ ହୋଇଥିଲା । ଲୋକେ ସକାଳୁ ସକାଳୁ ଭୋଟ ଦେବାକୁ ଲମ୍ବା ଲାଇନ ଲଗାଇଥିଲେ । ଉପବାଚସ୍ପତି ମଧ୍ୟ ନିଜେ ଲାଇନରେ ଠିଆ ହୋଇ ରହିଥିଲେ । ଗୋତମରା ସ୍କୁଲରେ ୮ଟି ବୁଥ୍ କରାଯାଇଛି । ଶାନ୍ତି ଶୃଙ୍ଖଳାର ସହ ଭୋଟିଂ ଚାଲିଛି ।
ଅନ୍ୟପକ୍ଷରେ ରାଜ୍ୟରେ ଦିନ ୧୧ଟା ସୁଦ୍ଧା ୩୦ ପ୍ରତିଶତରୁ ଅଧିକ ମତଦାନ ହୋଇଛି । ଏନେଇ ନିର୍ବାଚନ କମିଶନଙ୍କ ସଚିବ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ ୩୦ଟି ଜିଲ୍ଲାର ୭୧ ବ୍ଲକରେ ଶାନ୍ତିଶୃଙ୍ଖଳାର ସହ ମତଦାନ ଚାଲିଛି । ଦିନ ୧ଟା ସୁଦ୍ଧା ବୁଥକୁ ପହଞ୍ଚିଥିବା ଭୋଟର ମତଦାନ କରିପାରିବେ ବୋଲି ନିର୍ବାଚନ କମିଶନଙ୍କ ସଚିବ କହିଛନ୍ତି ।

Powered by Froala Editor

Tags Election

Related articles Odisha News Lens 4.1

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14341
    Sep 12, 2026
  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    14967
    Sep 14, 2026
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ
    ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    13795
    Sep 14, 2026
  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14471
    Sep 14, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14396
    Sep 12, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13580
    Sep 13, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    14082
    Sep 12, 2026
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    15005
    Sep 13, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14305
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13580
    Sep 13, 2026
  • ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14305
    Sep 12, 2026
  • ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14341
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17093
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17770
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17761
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18165
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14368
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16110
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14646
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13954
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14762
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14310
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14075
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14702
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15039
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15174
    Sep 12, 2026
  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    14967
    Sep 14, 2026
  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14471
    Sep 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In