Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମର୍ମନ୍ତୁଦ ସଡକ ଦୁର୍ଘଟଣା: ୬ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୬ ମୃତ

2022-02-16 07:35:58
14880
Share:
Facebook
Twitter
E-Mail
WhatsApp
Telegram
ମର୍ମନ୍ତୁଦ ସଡକ ଦୁର୍ଘଟଣା: ୬ ମୃତ

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୬ ଜଣଙ୍କ ଜୀବନ ଯାଇଥିବା ସୂଚନା ମିଳିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବୁଧବାର ସକାଳ ପ୍ରାୟ ୩ଟା ସମୟରେ ରାମସେନେ ଘାଟ କୋଟୱାଲିର ନାରାୟଣପୁର ଗାଁରେ ଘଟିଛି ଏହି ଛାତିଥରା ଦୁର୍ଘଟଣା ଘଟିଛି ।
କୋଟୱାଲିର ନାରାୟଣପୁର ରାସ୍ତା ଉପରେ ଏକ କଣ୍ଟେନର ଛିଡା ହୋଇଥିବା ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ କାର କଣ୍ଟେନର ପଛପଟୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ୬ଜଣଙ୍କର ମୃତ୍ୟୁ ହୋଇଥିଲା । ତେବେ ସମସ୍ତ ମୃତକ ଗୋଟିଏ ପରିବାରର ହୋଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ଏବଂ ସେମାନେ ଗୁଜୁରାଟ ଅହମ୍ମଦାବାଦର ବାସିନ୍ଦା ଅଟନ୍ତି ।

Powered by Froala Editor

Tags Accident

Related articles Odisha News Lens 4.1

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13909
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15428
    Sep 27, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14600
    Sep 28, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15525
    Sep 27, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15687
    Sep 27, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13715
    Sep 27, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13810
    Sep 28, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13968
    Sep 28, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    14107
    Sep 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ଚୋର

    13715
    Sep 27, 2026
  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13909
    Sep 28, 2026
  • ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13968
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17135
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17822
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13744
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15694
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15259
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14633
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14871
    Sep 11, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14133
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15943
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14432
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15624
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ଚୋର

    13715
    Sep 27, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14613
    Sep 28, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13968
    Sep 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In