Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ...

  • ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

  • ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ...

  • ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ...

  • ୧୫ରେ ହେବାକୁ ଥିବା ନିଟ୍ ପିଜି ପରୀକ୍ଷା ...

  • ପ୍ରଥମେ ଡାକିଲେ, ଦୁଇ ଦିନ ପରେ କହିଲେ ...

  • ହ୍ରାସ ପାଇବ ଗୃହ ଋଣ ଏବଂ କାର ଋଣର ମାସିକ ...

  • ଜେଇଇ ଆଡଭାନ୍ସଡ ଫଳ: ସର୍ବଭାରତୀୟ ଟପ୍ପର ...

  • କୋହଲିଙ୍କ ବାଙ୍ଗାଲୁରୁ ରେଷ୍ଟୁରାଣ୍ଟ ...

  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

ଅପରାଧ
Home ›› ଅପରାଧ ››ରସିକ ନାଗର ରମେଶ : ସମ୍ଭ୍ରାନ୍ତ ମହିଳାଙ୍କୁ କରୁଥିଲା ଟାର୍ଗେଟ, ୧୯୮୨ରୁ ଏଯାଏଁ ୧୭ ସ୍ତ୍ରୀଙ୍କୁ ବିବାହ କରିଛି

ରସିକ ନାଗର ରମେଶ : ସମ୍ଭ୍ରାନ୍ତ ମହିଳାଙ୍କୁ କରୁଥିଲା ଟାର୍ଗେଟ, ୧୯୮୨ରୁ ଏଯାଏଁ ୧୭ ସ୍ତ୍ରୀଙ୍କୁ ବିବାହ କରିଛି

2022-02-16 14:40:12
19585
Share:
Facebook
Twitter
E-Mail
WhatsApp
Telegram
ରସିକ ନାଗର ରମେଶ :  ସମ୍ଭ୍ରାନ୍ତ ମହିଳାଙ୍କୁ କରୁଥିଲା ଟାର୍ଗେଟ, ୧୯୮୨ରୁ ଏଯାଏଁ ୧୭ ସ୍ତ୍ରୀଙ୍କୁ ବିବାହ କରିଛି

ରସିକ ନାଗର ଥିଲେ ରମେଶ ସ୍ୱାଇଁ । ୧୪ ନୁହେଁ ୧୭ ଜଣଙ୍କୁ ସ୍ତ୍ରୀ କରି ସେମାନଙ୍କ ଟଙ୍କାରେ ମଉଜ ମଜଲିସ କରୁଥିଲେ । । ଆଗକୁ ଏହି ତାଲିକା ଲମ୍ୱିବ ବୋଲି ପୁଲିସ୍‌ ଅନୁମାନ କରୁଛି। ସେପଟେ ଆଜି ସାମ୍ନାକୁ ଆସିଥିବା ମହିଳାଙ୍କ ଭିତରେ ଗୌହାଟିର ଜଣେ ଡାକ୍ତର ଥିବା ବେଳେ ଛତିଶଗଡ଼ର ଅନ୍ୟ ଜଣେ ଚାଟାର୍ଡ ଆକାଉଣ୍ଟାଣ୍ଟ ଓ ଜଣେ ଉଚ୍ଚଶିକ୍ଷିତା ଅଛନ୍ତି। ତେବେ ରମେଶଙ୍କ ଏଭଳି କଳା କାରନାମା ସାମ୍ନାକୁ ଆସିବା ପରେ ପୁଲିସ ଖୋଳତାଡରେ ଲାଗିପଡିଛି । ଏନେଇ ଏକ ସ୍ୱତନ୍ତ୍ର ଟିମ୍‌ ଗଠନ ହୋଇଛି । ଏହି ଟିମ୍‌ରେ ମହିଳା ଥାନା ଆଇଆଇସିଙ୍କ ସହ ୨ଜଣ ସବ୍‌ ଇନସପେକ୍ଟର , ଜଣେ ଏନ୍‌ଜିଓ କାଉନ୍‌ସିଲର ରହିଛନ୍ତି । ଅନେକ ମହିଳା କେସ୍‌ ସଂପର୍କରେ ଜାଣିବାକୁ ଫୋନ୍‌ କରିଛନ୍ତି । ସେମାନଙ୍କ ସହ ଯୋଗଯୋଗ କରି ତଦନ୍ତ ହେବ ।

କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଅଞ୍ଚଳର ରମେଶ ସ୍ୱାଇଁ। ସେ ନିଜକୁ ଡାକ୍ତର ପରିଚୟ ଦେଇ ଜଣଙ୍କ ପରେ ଜଣେ ମହିଳାଙ୍କୁ ବିବାହ କରିବା ସହ ଅତି ଚତୁରତାରେ ସେମାନଙ୍କୁ ଲୁଟୁଥିଲା। ମାଟ୍ରିମୋନିଆଲ୍‌ ସାଇଟ୍‌ରେ ଭିନ୍ନ ଭିନ୍ନ ନାଁରେ ଆଇଡି ଖୋଲି ମିଠା ମିଠା ଚାର୍ଟିଂ କରି ମହିଳାମାନଙ୍କ ସଂସ୍ପର୍ଶରେ ଆସିଥିଲା। ଏହା ପରେ ବିଧିବଦ୍ଧ ବିବାହ କରୁଥିଲା। ଯାହାଫଳରେ କେହି ତାକୁ ସନ୍ଦେହ କରୁନଥିଲେ।

ସେହିପରି ଜଗତସିଂହପୁର ଜଣେ ବ୍ୟକ୍ତିଙ୍କ ଠାରୁ ଗତ କିଛି ମାସ ଭିତରେ ଏମ୍‌ବିବିଏସ୍‌ କରିଦେବେ କହି ୧୮ ଲକ୍ଷ ଟଙ୍କା ଠକିଥିବା ଅଭିଯୋଗ ଆସିଛି । ଗତବର୍ଷ ପାତ୍ରପଡାରେ ନକଲି ପରିଚୟ ଦେଇ ଭଡାରେ ରହୁଥିବା ନେଇ ମହିଳା ଥାନାରେ ଏକ ମାମଲା ରହିଛି । ଏବେ ରମେଶଙ୍କୁ ରିମାଣ୍ଡରେ ଅଣାଯିବ । ରିମାଣ୍ଡ ସମୟରେ ଆହୁରୀ ଅନେକ ତଥ୍ୟ ପୋଲିସ ହାତରେ ଲାଗିବ ବୋଲି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।

ପୁଲିସ୍‌ ଦେଇଥିବା ତଥ୍ୟ ଅନୁଯାୟୀ ୧୯୮୨ରେ ରମେଶ ପ୍ରଥମ ବିବାହ କରିଥିଲା। ପ୍ରଥମ ପତ୍ନୀଙ୍କଠାରୁ ୩ ପିଲା ଅଛନ୍ତି। ୨୦୦୨ ମସିହାରେ ସେ ଦ୍ୱିତୀୟ ବିବାହ କରିଥିଲା। ତାଙ୍କର ମଧ୍ୟ ଦୁଇ ପିଲା ଅଛନ୍ତି। ତେବେ ତା’ ପରେ ସେ ଆଉ ୧୫ ମହିଳାଙ୍କୁ ବିବାହ କରିବା ସହ ସେମାନଙ୍କ ଅର୍ଥରେ ଅୟସ୍‌ କରୁଥିଲା। ସେ ଓଡ଼ିଶାରୁ ୩, ଦିଲ୍ଲୀର ୨, ମଧ୍ୟପ୍ରଦେଶ ଜବଲପୁରର ୨, ପଞ୍ଜାବ, ଆସାମ, ଛତିଶଗଡ଼, ଝାଡଖଣ୍ଡ ଭଳି ରାଜ୍ୟରେ ୧୪ ମହିଳାଙ୍କୁ ମିଛ ବିବାହ କରିଥିଲା। ଏବେ ଆଉ ୩ଟି ମିଛ ବିବାହର ଖବର ସାମ୍ନାକୁ ଆସିଛି। ତେବେ ରମେଶ ବିବାହ କରିନଥିବା କିମ୍ବା ଛାଡପତ୍ର ହୋଇଯାଇଥିବା ସମ୍ଭ୍ରାନ୍ତ ଓ ମଧ୍ୟମ ବୟସ୍କା ମହିଳାଙ୍କୁ ଟାର୍ଗେଟ କରୁଥିଲା।

Powered by Froala Editor

Tags ramesh

Related articles Odisha News Lens 4.1

  • ଜେଇଇ ଆଡଭାନ୍ସଡ ଫଳ: ସର୍ବଭାରତୀୟ ଟପ୍ପର ଦିଲ୍ଲୀର ରଜିତ ଗୁପ୍ତା
    ଦେଶ-ଦେଶାନ୍ତର

    ଜେଇଇ ଆଡଭାନ୍ସଡ ଫଳ: ସର୍ବଭାରତୀୟ ଟପ୍ପର ଦିଲ୍ଲୀର ରଜିତ ଗୁପ୍ତା

    15014
    Jun 02, 2025
  • ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ
    ଦେଶ-ଦେଶାନ୍ତର

    ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ

    14060
    Jun 02, 2025
  • ପ୍ରଥମେ ଡାକିଲେ, ଦୁଇ ଦିନ ପରେ କହିଲେ କମ୍ପ୍ରୋମାଇଜ୍ କର : ପୂଜା
    ମନୋରଞ୍ଜନ

    ପ୍ରଥମେ ଡାକିଲେ, ଦୁଇ ଦିନ ପରେ କହିଲେ କମ୍ପ୍ରୋମାଇଜ୍ କର : ପୂଜା

    13579
    Jun 02, 2025
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା
    ମନୋରଞ୍ଜନ

    ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15330
    Jun 02, 2025
  • ହ୍ରାସ ପାଇବ ଗୃହ ଋଣ ଏବଂ କାର ଋଣର ମାସିକ କିସ୍ତି
    ଦେଶ-ଦେଶାନ୍ତର

    ହ୍ରାସ ପାଇବ ଗୃହ ଋଣ ଏବଂ କାର ଋଣର ମାସିକ କିସ୍ତି

    15278
    Jun 02, 2025
  • ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ
    ଦେଶ-ଦେଶାନ୍ତର

    ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

    13546
    Jun 02, 2025
  • ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ
    ମନୋରଞ୍ଜନ

    ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ

    15055
    Jun 02, 2025
  • ୧୫ରେ ହେବାକୁ ଥିବା ନିଟ୍ ପିଜି ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    ୧୫ରେ ହେବାକୁ ଥିବା ନିଟ୍ ପିଜି ପରୀକ୍ଷା ସ୍ଥଗିତ

    15438
    Jun 02, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....
    ବିଶେଷ

    ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    14944
    Jun 02, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

    13546
    Jun 02, 2025
  • ମନୋରଞ୍ଜନ

    ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15330
    Jun 02, 2025
  • ମନୋରଞ୍ଜନ

    ପ୍ରଥମେ ଡାକିଲେ, ଦୁଇ ଦିନ ପରେ କହିଲେ କମ୍ପ୍ରୋମାଇଜ୍ କର : ପୂଜା

    13579
    Jun 02, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16638
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16930
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15467
    Apr 03, 2021

ବିଶେଷ

  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    14944
    Jun 02, 2025
  • ନିୟମିତ ମଦ୍ୟପାନ କଲେ ଜିନ୍‌ରେ ଆସେ ପରିବର୍ତ୍ତନ

    15318
    Jun 02, 2025
  • ସିଝା ଅଣ୍ଡାରେ ମାଲିସ୍‌

    15143
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15830
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13830
    May 31, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15686
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16300
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14010
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14808
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଥମେ ଡାକିଲେ, ଦୁଇ ଦିନ ପରେ କହିଲେ କମ୍ପ୍ରୋମାଇଜ୍ କର : ପୂଜା

    13579
    Jun 02, 2025
  • ହ୍ରାସ ପାଇବ ଗୃହ ଋଣ ଏବଂ କାର ଋଣର ମାସିକ କିସ୍ତି

    15278
    Jun 02, 2025
  • ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

    13546
    Jun 02, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In