Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ...

  • କେରଳରେ ପ୍ରବେଶ କଲା ମୌସୁମୀ

  • ତୃତୀୟ ବିବାହ କରିବେ ଅମିର ଖାନ୍

  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ...

  • ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ...

  • ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ...

  • କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ...

  • କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ...

  • ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ...

  • ଜୁଲାଇ ୩ରେ ମୁକ୍ତିଲାଭ କରିବ ‘ଆଲ୍‌ଫା’

Home ›› ››ଆଜି ଦେଶରେ ୩୦ହଜାର ୭୫୭ କରୋନା ପଜିଟିଭ୍

ଆଜି ଦେଶରେ ୩୦ହଜାର ୭୫୭ କରୋନା ପଜିଟିଭ୍

2022-02-17 05:06:06
15818
Share:
Facebook
Twitter
E-Mail
WhatsApp
Telegram
ଆଜି ଦେଶରେ ୩୦ହଜାର ୭୫୭ କରୋନା ପଜିଟିଭ୍

ନୂଆଦିଲ୍ଳୀ: ଦେଶରେ ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ । ଏହା ସହିତ ମୃତୁ୍ୟ ସଂଖ୍ୟାରେ ମଧ୍ୟ ସମାନ ସ୍ଥିତି ପରିଲକ୍ଷିତ ହେଉଛି । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଗତ ୨୪ଘଣ୍ଟାରେ ଦେଶରେ ୩୦ହଜାର ୨୫୭ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ଦେଶରେ ମୋଟ କରୋନା  ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ପାର୍ କରିଛି । ବର୍ତ୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ୨୭ଲକ୍ଷ ୫୪ହଜାର ୩୧୫କୁ ବୃଦ୍ଧି ପାଇଛି । ଦେଶରେ ଦୈନିକ ପଜିଟିଭ୍ ହାର ୨.୨୩ପ୍ରତିଶତ ରହିଛି ।

ଗତ ୨୪ଘଣ୍ଟାରେ ଦେଶର ୬ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୧୨ହଜାର ୨୨୩ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ସେହିପରି ମହାରାଷ୍ଟ୍ରରେ ୨ହଜାର ୭୪୮, କର୍ଣ୍ଣାଟକରେ ୧ହଜାର ୮୯୪, ତାମିଲନାଡୁରେ ୧ହଜାର ୩୧୦ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜସ୍ଥାନରେ ୧ହଜାର ୭୦୨, ମଧ୍ୟପ୍ରଦେଶରେ ୧ହଜାର ୩୮୮ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।


 ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୪ଲକ୍ଷ ତଳେ ରହିଛି । ଦେଶରେ ସକ୍ରିୟ ମାମଲା ରହିଛି ୩ଲକ୍ଷ ୩୨ହଜାର ୯୧୮ରହିଛି ।  ଗତ ୨୪ଘଣ୍ଟାରେ ୬୭ହଜାର ୫୩୮ଜଣ କରୋନାକୁ ମାତ୍ ଦେଇଛନ୍ତି । ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୧୯ଲକ୍ଷ ୧୦ହଜାର ୯୮୪ରେ ପହଞ୍ଚି ଯାଇଛି । ଦେଶରେ  ଟିକାକରଣ ପ୍ରକ୍ରିୟା ମଧ୍ୟ  ଦ୍ରୁତ ବେଗରେ ଚାଲିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ଟିକାକରଣ  ୧୭୪କୋଟି ୨୦ଲକ୍ଷ ଟପିଛି ।

Powered by Froala Editor

Tags Corona

Related articles Odisha News Lens 4.1

  • ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ମୃତକଙ୍କ ମଧ୍ୟରୁ ୧୮ ଜଣ ବିଦେଶୀ
    ଦେଶ-ଦେଶାନ୍ତର

    ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ମୃତକଙ୍କ ମଧ୍ୟରୁ ୧୮ ଜଣ ବିଦେଶୀ

    13646
    Jun 03, 2026
  • ତୃତୀୟ ବିବାହ କରିବେ ଅମିର ଖାନ୍
    ଦେଶ-ଦେଶାନ୍ତର

    ତୃତୀୟ ବିବାହ କରିବେ ଅମିର ଖାନ୍

    13330
    Jun 04, 2026
  • ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର
    ଦେଶ-ଦେଶାନ୍ତର

    ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର

    14643
    Jun 04, 2026
  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15503
    Jun 04, 2026
  • କେରଳରେ ପ୍ରବେଶ କଲା ମୌସୁମୀ
    ଦେଶ-ଦେଶାନ୍ତର

    କେରଳରେ ପ୍ରବେଶ କଲା ମୌସୁମୀ

    14367
    Jun 04, 2026
  • ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ଟଙ୍କା ନମିଳିବାରୁ ଝିଅର ଗୋଡ଼ ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ଟଙ୍କା ନମିଳିବାରୁ ଝିଅର ଗୋଡ଼ ଭାଙ୍ଗିଦେଲେ

    14417
    Jun 04, 2026
  • ଜୁଲାଇ ୩ରେ ମୁକ୍ତିଲାଭ କରିବ ‘ଆଲ୍‌ଫା’
    ମନୋରଞ୍ଜନ

    ଜୁଲାଇ ୩ରେ ମୁକ୍ତିଲାଭ କରିବ ‘ଆଲ୍‌ଫା’

    15784
    Jun 03, 2026
  • କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର
    ଦେଶ-ଦେଶାନ୍ତର

    କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର

    15606
    Jun 03, 2026
  • କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ସମେତ ୨୪ଟି ରାଜ୍ୟରେ ବର୍ଷା ସତର୍କତା
    ଦେଶ-ଦେଶାନ୍ତର

    କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ସମେତ ୨୪ଟି ରାଜ୍ୟରେ ବର୍ଷା ସତର୍କତା

    13735
    Jun 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15503
    Jun 04, 2026
  • ଦେଶ-ଦେଶାନ୍ତର

    କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର

    15606
    Jun 03, 2026
  • ଦେଶ-ଦେଶାନ୍ତର

    କେରଳରେ ପ୍ରବେଶ କଲା ମୌସୁମୀ

    14367
    Jun 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16905
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17523
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17572
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17960
    Sep 06, 2023

ବିଶେଷ

  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14672
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14674
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15218
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15287
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14893
    May 29, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15448
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15192
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15677
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14016
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେରଳରେ ପ୍ରବେଶ କଲା ମୌସୁମୀ

    14367
    Jun 04, 2026
  • କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ସମେତ ୨୪ଟି ରାଜ୍ୟରେ ବର୍ଷା ସତର୍କତା

    13735
    Jun 04, 2026
  • ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ଟଙ୍କା ନମିଳିବାରୁ ଝିଅର ଗୋଡ଼ ଭାଙ୍ଗିଦେଲେ

    14417
    Jun 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In