Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ...

  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ...

  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ...

  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

  • ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ ...

  • ମାୟାନଗରୀ ଛାଡି ହିମାଚଳର ଶାନ୍ତ ...

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ...

  • ଏଭରେଷ୍ଟ ଜିରା ପାଉଡରର ଅସୁରକ୍ଷିତ ଘୋଷଣା, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କୁମାର ବିଶ୍ଵାସଙ୍କୁ Y ଶ୍ରେଣୀ ସୁରକ୍ଷା ଦେଲେ କେନ୍ଦ୍ର ସରକାର

କୁମାର ବିଶ୍ଵାସଙ୍କୁ Y ଶ୍ରେଣୀ ସୁରକ୍ଷା ଦେଲେ କେନ୍ଦ୍ର ସରକାର

2022-02-19 14:49:37
16243
Share:
Facebook
Twitter
E-Mail
WhatsApp
Telegram
କୁମାର ବିଶ୍ଵାସଙ୍କୁ Y ଶ୍ରେଣୀ ସୁରକ୍ଷା ଦେଲେ କେନ୍ଦ୍ର ସରକାର

କେନ୍ଦ୍ର ସରକାର ଆମ୍ ଆଦମୀ ପାର୍ଟି(ଆପ୍)ର ପୂର୍ବତନ ନେତା କୁମାର ବିଶ୍ଵାସଙ୍କ ସୁରକ୍ଷା ବ୍ୟବସ୍ଥା ବଢାଇଛନ୍ତି। ବର୍ତ୍ତମାନ କେନ୍ଦ୍ରୀୟ ସୁରକ୍ଷା ଏଜେନ୍ସି ସିଆରପିଏଫ ଜରିଆରେ କୁମାର ବିଶ୍ଵାସଙ୍କୁ ଓ୍ଵାଇ ଶ୍ରେଣୀ ସୁରକ୍ଷା ଯୋଗାଇ ଦେବେ। ବିଶ୍ଵାସ ଆପ୍ ସଂଯୋଜକ ତଥା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଥିଲେ। ଏହାର ସମୀକ୍ଷା ପରେ କେନ୍ଦ୍ର ସରକାର ଏହି ପଦକ୍ଷେପ ନେଇଛନ୍ତି।

ଗୁଇନ୍ଦା ସୂଚନା ଆଧାରରେ ବିପଦକୁ ଆକଳନ କରିବା ପରେ ତାଙ୍କୁ ଓ୍ଵାଇ ଶ୍ରେଣୀ ସୁରକ୍ଷା ଯୋଗାଇ ଦେବାକୁ ନିଷ୍ପତ୍ତି ହୋଇଛି। ବିଶ୍ଵାସ ପଞ୍ଜାବରେ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ସମୟରେ କେଜ୍ରିଓ୍ଵାଲଙ୍କ ଉପରେ ବିଚ୍ଛିନ୍ନତାବାଦୀଙ୍କ ସମର୍ଥନ କରୁଥିବା ଅଭିଯୋଗ କରିଥିଲେ।

କୁମାର ବିଶ୍ୱାସ କହିଥିଲେ ଯେ “କିଛି ବର୍ଷ ତଳେ ଗୋଟିଏ ଆଲୋଚନାରେ କେଜ୍ରିୱାଲ ମୋତେ କହିଥିଲେ ଯେ ସେ ପଞ୍ଜାବର ମୁଖ୍ୟମନ୍ତ୍ରୀ ହେବେ ନଚେତ ଗୋଟିଏ ସ୍ୱାଧୀନ ଦେଶ(ଖଲିସ୍ତାନ)ର ପ୍ରଧାନମନ୍ତ୍ରୀ ପଦ ପାଇବେ।”

ଶ୍ରୀ ବିଶ୍ୱାସଙ୍କ ଏପରି ବୟାନ ସବୁ ରାଜନୀତିକ ଦଳର ନେତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଏପରିକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ କୁମାର ବିଶ୍ୱାସଙ୍କ ଏହି ବୟାନକୁ ଗୋଟିଏ ନିର୍ବାଚନ ରାଲିରେ ଉଠାଇଥିଲେ।



Powered by Froala Editor

Tags kumar biswas

Related articles Odisha News Lens 4.1

  • ଏଭରେଷ୍ଟ ଜିରା ପାଉଡରର ଅସୁରକ୍ଷିତ ଘୋଷଣା, ବଜାରରୁ ତୁରନ୍ତ ଫେରାଇ ନେବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଏଭରେଷ୍ଟ ଜିରା ପାଉଡରର ଅସୁରକ୍ଷିତ ଘୋଷଣା, ବଜାରରୁ ତୁରନ୍ତ ଫେରାଇ ନେବାକୁ ନିର୍ଦ୍ଦେଶ

    14185
    Oct 05, 2026
  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    14643
    Oct 06, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....
    ବିଶେଷ

    ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14017
    Oct 06, 2026
  • ମାୟାନଗରୀ ଛାଡି ହିମାଚଳର ଶାନ୍ତ ପରିବେଶରେ ରହିବେ ଆଦିତ୍ୟ-ୟାମି
    ମନୋରଞ୍ଜନ

    ମାୟାନଗରୀ ଛାଡି ହିମାଚଳର ଶାନ୍ତ ପରିବେଶରେ ରହିବେ ଆଦିତ୍ୟ-ୟାମି

    14866
    Oct 06, 2026
  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ
    ଦେଶ-ଦେଶାନ୍ତର

    ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13409
    Oct 06, 2026
  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ
    ଦେଶ-ଦେଶାନ୍ତର

    କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

    14893
    Oct 06, 2026
  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14559
    Oct 06, 2026
  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ

    14252
    Oct 06, 2026
  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ
    ଦେଶ-ଦେଶାନ୍ତର

    ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14097
    Oct 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ

    14252
    Oct 06, 2026
  • ଦେଶ-ଦେଶାନ୍ତର

    ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13409
    Oct 06, 2026
  • ଦେଶ-ଦେଶାନ୍ତର

    ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

    13817
    Oct 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17155
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17847
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17807
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18223
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14017
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14449
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15472
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14145
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15882
    Sep 23, 2026

ବାଣିଜ୍ୟ

ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

ପୂର୍ବରୁ ସୁନା ଚମକ ଆଗରେ ରୁପା ଫିକା ପଡ଼ିଥିଲା । ମାତ୍ର ଏବେ ରୁପାରେ ଚମକ ରହିଥିବା କହିଛନ୍ତି ବ୍ୟବସାୟୀ । ଲୋକେ ସୁନା ପରିବର୍ତ୍ତେ ରୁପା ମୁହାଁ ହୋଇଛନ୍ତି । ପାର୍ବଣରେ ଏହି ଧାରା ଆହୁରି ଦୃଢ଼ ହୋଇଛି । ଏହାକୁ ଦେଖି ସୁନା ଦୋକାନୀ ଏବଂ ବ୍ୟବସାୟୀମାନେ ବ୍ୟାପକ ବର୍ଗର ଗହଣା ରେଞ୍ଜ୍ ସହ ଆକର୍ଷଣୀୟ ଅଫର ଦେଉଛନ୍ତି ।

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15388
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15052
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14403
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14351
    Sep 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14559
    Oct 06, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14017
    Oct 06, 2026
  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    14643
    Oct 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In