Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ...

  • ଆହୁରି ୭ ଦିନ ହେବ ଭୟଙ୍କର ଗରମ

  • ବିଜୟ ସରକାରଙ୍କ ଠାରୁ ସମର୍ଥନ ...

  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ...

  • ନାନାବତୀ ହସ୍ପିଟାଲରେ ବିଗ୍ ବି ଅମିତାଭ ...

  • ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବନିମ୍ନ ...

  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ...

  • ସରକାରଙ୍କ ନିୟନ୍ତ୍ରଣରେ ନାହିଁ ବିସିସିଆଇ

  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ

ରାଜ୍ୟ
Home ›› ରାଜ୍ୟ ››ବିଡିଓଙ୍କୁ ଆକ୍ରମଣ, ମତଦାନ ବନ୍ଦ

ବିଡିଓଙ୍କୁ ଆକ୍ରମଣ, ମତଦାନ ବନ୍ଦ

2022-02-20 05:38:55
15327
Share:
Facebook
Twitter
E-Mail
WhatsApp
Telegram
ବିଡିଓଙ୍କୁ ଆକ୍ରମଣ, ମତଦାନ ବନ୍ଦ

ଯାଜପୁର: ଆଜି ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ୟ୍ୟାୟ ମତଦାନ । ଏନେଇ ଯାଜପୁର ଜିଲ୍ଲାର କୋରାଇ ବ୍ଲକ ଗୋଳେଇପୁର ପଞ୍ଚାୟତରେ ମତଦାନ କରୁଛନ୍ତି ଭୋଟର । ତେବେ ୮, ୯, ୧୦ ଓ ୧୧ନଂ ବୁଥରେ ଭୋଟଗ୍ରହଣ ଚାଲିଥିବା ବେଳେ ଉତ୍ତେଜନା ଦେଖିବାକୁ ମିଳିଛି । କିଛି ଦୁର୍ବୃତ୍ତ ଗଣ୍ଡଗୋଳ କରିବା ସହ ବୁଥ ଜବରଦଖଲ କରିଥିବା ଅଭିଯୋଗ ରହିଛି । କୋରେଇ ବିଡିଓ ରଞ୍ଜନ ପରିଡାଙ୍କ ଉପରେ ଆକ୍ରମଣ ହୋଇଥିବା ଦେଖିବାକୁ ମିଳିଛି। ବୁଥ ସମ୍ମୁଖରେ ଉତ୍ତେଜନା ହେବା ସହ ମତଦାନ ବନ୍ଦ ରହିଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ବରିଷ୍ଠ ପୋଲିସ ଅଧିକାରୀ ଓ ତହସିଲଦାର ଲୋକଙ୍କୁ ବୁଝାସୁଝା କରୁଛନ୍ତି ।

ପ୍ରକାଶ ଯେ, ରାଜ୍ୟରେ  ୨ଟି ପର୍ଯ୍ୟାୟ ମତଦାନ ସରିଥିବାବେଳେ ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି । ତେବେ ଦୁଇଟି ପର୍ଯ୍ୟାୟ ମତଦାନରେ ବିଭିନ୍ନ ସ୍ଥାନରେ ବ୍ୟାପକ ହିଂସା ଦେଖିବାକୁ ମିଳିଥିବାବେଳେ ଅନେକ ସ୍ଥାନରେ ଲୋକେ ଭୋଟ କରିଥିବା ଦେଖିବାକୁ ମିଳିଥିଲା । 

ତେବେ ଆଜି ତୃତୀୟ ପର୍ଯ୍ୟାୟ ମତଦାନରେ ସେହି ସମାନ ସ୍ଥିତି ଦେଖିବାକୁ ମିଳିଛି । ଆଜି ବି ଭୋଟ ବାକ୍ସ ଉଠାଇ ନେଇଛନ୍ତି ଦୁର୍ବୃତ୍ତ । ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ ବାଛଳ ପଂଚାୟତ ୪ ଓ ୬ନମ୍ବର ବୁଥରୁ ଦୁର୍ବୃତ୍ତ ଭୋଟ ବାକ୍ସ ଉଠାଇ ନେଇଛନ୍ତି । ୪ଜଣ ଦୁର୍ବୃତ୍ତ ୪ନମ୍ବର ବୁଥରୁ ଭୋଟ ବାକ୍ସ ଉଠାଇ ନେଇଥିବା ଅଭିଯୋଗ ହୋଇଥିବାବେଳେ ୬ନମ୍ବର ବୁଥରୁ ଭୋଟ ବାକ୍ସ ଉଠାଇ ନେଇ ଦୁର୍ବୃତ୍ତମାନେ  ପୋଖରୀରେ ପିଙ୍ଗି ଦେଇଛନ୍ତି । ଏହାପେରେ ବୁଥରେ ଉତ୍ତେଜନା ସୃଷ୍ଟି ହୋଇଛି । ଉତ୍ତେଜନ ଯୋଗୁଁ ବୁଥରେ ମତଦାନ  ବନ୍ଦ ରହିଛି  । 

ସକାଳ ୯ଟା ସୁଦ୍ଧା ୧୫% ଭୋଟ ହୋଇଥିବା ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ଆଜି ମୋଟ ୨୯ ଜିଲ୍ଲାର ୬୩ ବ୍ଲକର ୧୭୧ ଜିଲ୍ଲା ପରିଷଦ ଆସନ ପାଇଁ ପଡୁଛି ଭୋଟ୍ । ୬୮୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି  ୫୬ ଲକ୍ଷ ୫୩ ହଜାର ୪୦୫ଭୋଟର । ୧୮ ହଜାର ୪୯୫ ଓ୍ୱାର୍ଡରେ ୨ ହଜାର ୭୭୩ ସମ୍ବେଦନଶୀଳ ବୁଥ୍ ରହିଛି । ୧୭୧ଟି ଜିଲ୍ଲା ପରିଷଦ ଜୋନରେ ହେଉଛି  ନିର୍ବାଚନ । ୧୩୮୨ ଲେଖାଏ ସରପଞ୍ଚ, ସମିତି ସଭ୍ୟ ଏବଂ ୧୮ ହଜାର ୪୯୫ଟି ଓ୍ୱାର୍ଡରେ ହେଉଛି ଭୋଟିଂ । ମହିଳାଙ୍କ ପାଇଁ ବୁଥରେ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି । ୨ ହଜାର ୭୭୩ଟି ସମ୍ବେଦନ ବୁଥରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ହିଂସାକୁ ଦୃଷ୍ଟିରେ ରଖି ୩୫ ହଜାରରୁ ଅଧିକ ପୋଲିସ କର୍ମଚାରୀ ନିୟୋଜିତ ଅଛନ୍ତି । ଅନେକ ସ୍ଥାନରେ ଭ୍ରାମ୍ୟମାଣ ପୋଲିସ ଟିମ୍ ମଧ୍ୟ ନିୟୋଜିତ ହୋଇଛନ୍ତି ।

Powered by Froala Editor

Tags Election

Related articles Odisha News Lens 4.1

  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ

    15807
    May 19, 2026
  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ...
    ଅପରାଧ

    ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ...

    15498
    May 20, 2026
  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି
    ଦେଶ-ଦେଶାନ୍ତର

    ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି

    14891
    May 20, 2026
  • ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)
    ରାଜନୀତି

    ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)

    13540
    May 20, 2026
  • ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବନିମ୍ନ ସ୍ତରସ୍ତରରେ
    ଦେଶ-ଦେଶାନ୍ତର

    ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବନିମ୍ନ ସ୍ତରସ୍ତରରେ

    15378
    May 20, 2026
  • ସରକାରଙ୍କ ନିୟନ୍ତ୍ରଣରେ ନାହିଁ ବିସିସିଆଇ
    ଦେଶ-ଦେଶାନ୍ତର

    ସରକାରଙ୍କ ନିୟନ୍ତ୍ରଣରେ ନାହିଁ ବିସିସିଆଇ

    14982
    May 19, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ
    ବିଶେଷ

    ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    13937
    May 20, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14583
    May 20, 2026
  • ଆହୁରି ୭ ଦିନ ହେବ ଭୟଙ୍କର ଗରମ
    ଦେଶ-ଦେଶାନ୍ତର

    ଆହୁରି ୭ ଦିନ ହେବ ଭୟଙ୍କର ଗରମ

    14427
    May 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସରକାରଙ୍କ ନିୟନ୍ତ୍ରଣରେ ନାହିଁ ବିସିସିଆଇ

    14982
    May 19, 2026
  • ଦେଶ-ଦେଶାନ୍ତର

    ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବନିମ୍ନ ସ୍ତରସ୍ତରରେ

    15378
    May 20, 2026
  • ମନୋରଞ୍ଜନ

    ନାନାବତୀ ହସ୍ପିଟାଲରେ ବିଗ୍ ବି ଅମିତାଭ ବଚ୍ଚନ

    14958
    May 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16867
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17481
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17533
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17919
    Sep 06, 2023

ବିଶେଷ

  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    13937
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14308
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15456
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15065
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15566
    May 14, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15409
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15149
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15641
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13971
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି

    14891
    May 20, 2026
  • ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)

    13540
    May 20, 2026
  • ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବନିମ୍ନ ସ୍ତରସ୍ତରରେ

    15378
    May 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In