Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ...

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଜି ଦେଶରେ ୧୯ହଜାର ୯୬୮କରୋନା ପଜିଟିଭ୍

ଆଜି ଦେଶରେ ୧୯ହଜାର ୯୬୮କରୋନା ପଜିଟିଭ୍

2022-02-20 06:57:41
14670
Share:
Facebook
Twitter
E-Mail
WhatsApp
Telegram
ଆଜି ଦେଶରେ ୧୯ହଜାର ୯୬୮କରୋନା ପଜିଟିଭ୍

ନୂଆଦିଲ୍ଳୀ: ଦେଶରେ ଦିନକୁ ଦିନ କମୁଛି କରୋନା ସଂକ୍ରମଣ । ଏହା ସହିତ ମୃତୁ୍ୟ ସଂଖ୍ୟାରେ ମଧ୍ୟ ସମାନ ସ୍ଥିତି ପରିଲକ୍ଷିତ ହେଉଛି । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଗତ ୨୪ଘଣ୍ଟାରେ ଦେଶରେ ୧୯ହଜାର ୯୬୮ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ଦେଶରେ ମୋଟ କରୋନା  ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ପାର୍ କରିଛି । ବର୍ତ୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ୨୮ଲକ୍ଷ ୨୨ହଜାର ୪୭୩କୁ ବୃଦ୍ଧି ପାଇଛି ।

ଗତ ୨୪ଘଣ୍ଟାରେ ଦେଶର ୭ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୬ହଜାର ୭୫୭ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ସେହିପରି ମହାରାଷ୍ଟ୍ରରେ ୧ହଜାର ୬୩୫, ମିଜୋରାମରେ ୧ହଜାର ୩୨୬, କର୍ଣ୍ଣାଟକରେ ୧ହଜାର ୧୩୭, ରାଜସ୍ଥାନରେ ୧ହଜାର ୭୫ଜଣ ନୂଆ ଆନ୍ତ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତାମିଲନାଡୁରେ ୧ହଜାର ୫୧ ଏବଂ ମଧ୍ୟପ୍ରଦେଶରେ ୧ହଜାର ୧୩ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ୱାସ୍ଥ୍ର୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

 ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୩ଲକ୍ଷ ତଳେ ରହିଛି । ଦେଶରେ ସକ୍ରିୟ ମାମଲା ରହିଛି ୨ଲକ୍ଷ ୨୪ହଜାର ୧୮୭ରହିଛି ।   ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୨୦ଲକ୍ଷ ୮୬ହଜାର ୩୮୩ରେ ପହଞ୍ଚି ଯାଇଛି । ଦେଶରେ  ଟିକାକରଣ ପ୍ରକ୍ରିୟା ମଧ୍ୟ  ଦ୍ରୁତ ବେଗରେ ଚାଲିଛି । 

Powered by Froala Editor

Tags Corona

Related articles Odisha News Lens 4.1

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15842
    Jul 31, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14451
    Jul 31, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    14173
    Jul 31, 2026
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ
    ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13407
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14447
    Jul 31, 2026
  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14881
    Aug 01, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର
    ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15500
    Aug 02, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15258
    Aug 01, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...

    13904
    Aug 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15842
    Jul 31, 2026
  • ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15500
    Aug 02, 2026
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15258
    Aug 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17011
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17616
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17669
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18070
    Sep 06, 2023

ବିଶେଷ

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15500
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14447
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14369
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15991
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15877
    Jul 25, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14173
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14245
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15031
    Jul 28, 2026
  • ଫିକା ପଡିବ ସୁନାର ଚମକ

    14132
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14173
    Jul 31, 2026
  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14557
    Aug 01, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14447
    Jul 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In