Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ...

  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ...

  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ...

  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ...

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କୌଣସି ମୁହୂର୍ତ୍ତରେ ହୋଇପାରେ ଯୁଦ୍ଧ : ୟୁକ୍ରେନ ଛାଡିବାକୁ ଭାରତୀୟ ନାଗରିକଙ୍କ ପାଇଁ ଜାରି ହେଲା ଆଡଭାଇଜରି

କୌଣସି ମୁହୂର୍ତ୍ତରେ ହୋଇପାରେ ଯୁଦ୍ଧ : ୟୁକ୍ରେନ ଛାଡିବାକୁ ଭାରତୀୟ ନାଗରିକଙ୍କ ପାଇଁ ଜାରି ହେଲା ଆଡଭାଇଜରି

2022-02-20 14:33:26
15900
Share:
Facebook
Twitter
E-Mail
WhatsApp
Telegram
କୌଣସି ମୁହୂର୍ତ୍ତରେ ହୋଇପାରେ ଯୁଦ୍ଧ : ୟୁକ୍ରେନ ଛାଡିବାକୁ ଭାରତୀୟ ନାଗରିକଙ୍କ ପାଇଁ ଜାରି ହେଲା ଆଡଭାଇଜରି

କୌଣସି ବି ମୁହୂର୍ତ୍ତରେ ରୁଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ହୋଇପାରେ । ତେଣୁ ଭାରତ ସରକାର ନିଜ ଦେଶର ନାଗରିକମାନଙ୍କ ପାଇଁ ଆଡଭାଇଜରି ଜାରି କରିଛନ୍ତି। ଏ ସଂକ୍ରାନ୍ତରେ ୟୁକ୍ରେନରେ ଅବସ୍ଥାପତି ଭାରତୀୟ ଦୂତାବାସ ପକ୍ଷରୁ ସୂଚନା ଦିଆଯାଇଛି।

ୟୁକ୍ରେନରେ ଭାରତୀୟ ଦୂତାବାସ ଟୁଇଟ୍ କରି ଲେଖିଛନ୍ତି, ଯେଉଁ ଭାରତୀୟ ନାଗରିକଙ୍କ ଏଠାରେ ରହିବା ଉଚିତ୍ ଭାବୁନୁ ସେମାନଙ୍କୁ ଅସ୍ଥାୟୀ ଭାବେ ୟୁକ୍ରେନ ଛାଡିବାକୁ ପରାମର୍ଶ ଦିଆଯାଉଛି। ସେମାନଙ୍କ ପାଇଁ କର୍ମସିଆଲ ଉଡାଣ ଏବଂ ଚାଟାର୍ଡ ଉଡାଣର ବ୍ୟବସ୍ଥା କରାଯାଇ ପାରିବ।

ଭାରତୀୟ ଦୂତାବାସ କହିଛି, ଚାଟାର୍ଡ ବିମାନ ପାଇଁ ଛାତ୍ରମାନେ ନିଜର କଣ୍ଟ୍ରାକ୍ଟରଙ୍କ ସହିତ ଲଗାତାର ଯୋଗାଯୋଗରେ ରୁହନ୍ତୁ। ଦୂତାବାସର ଫେସବୁକ, ଓ୍ଵେବସାଇଟ୍ ଏବଂ ଟୁଇଟର ସହ ଜଡିତ ରୁହନ୍ତୁ। ୟୁକ୍ରେନରେ ପ୍ରାୟ ୧୮ ହଜାର ଭାରତୀୟ ଛାତ୍ର-ଛାତ୍ରୀ ପଢୁଛନ୍ତି। ଏଥିରୁ ଅଧିକାଂଶ ମେଡିକାଲ ପଢିବାକୁ ସେଠାକୁ ଯାଇଛନ୍ତି। ଏହା ପୂର୍ବରୁ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚୀ ହେଲ୍‌ପଲାଇନ ନମ୍ବର ଜାରି କରିଛନ୍ତି। ଯଦି କାହାର ୟୁକ୍ରେନରେ ନିଜର ପରିଜନଙ୍କ ପାଇଁ ସାହାଯ୍ୟ କିମ୍ବା ସୂଚନା ଚାହୁଁଛନ୍ତି ତେବେ ହେଲ୍‌ପଲାଇନ୍ ନମ୍ବର 011-23012113, 011-23014104 ଏବଂ 011-23017905ରେ କଲ୍ କରି ପାରିବେ। ଏହା ବ୍ୟତୀତ ଟୋଲ ଫ୍ରି ନମ୍ବର 1800118797ରେ ମଧ୍ୟ କଲ୍ କରି ପାରିବେ।

ଏହାପୂର୍ବରୁ ଫେବୃଆରୀ ୧୫ରେ କିଭ୍‌ରେ ଥିବା ଭାରତୀୟ ଦୂତାବାସ ସମସ୍ତ ନାଗରିକ ଓ ଶିକ୍ଷାର୍ଥୀମାନଙ୍କୁ ୟୁକ୍ରେନକୁ ଅସ୍ଥାୟୀ ଭାବେ ଛାଡ଼ିବାକୁ ପରାମର୍ଶ ଦେଇଥିଲା। ଏହି ନିର୍ଦ୍ଦେଶ ପରେ ରୁଷ ସୀମାରୁ ସୈନ୍ୟ ପ୍ରତ୍ୟାହାର କରୁଥିବା ଖବର ମିଳିଥିଲା। ତେଣୁ ଗୁରୁବାର ଭାରତ ସରକାର ୟୁକ୍ରେନରେ ରହିଥିବା ଭାରତୀୟ ନାଗରିକଙ୍କୁ ଜରୁରିକାଳୀନ ସ୍ଥିତିରେ ସ୍ୱଦେଶ ଆଣିବା ପାଇଁ କୌଣସି ଯୋଜନା ନଥିବା କହିଥିଲେ।

Powered by Froala Editor

Tags ukraine

Related articles Odisha News Lens 4.1

  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ
    ଦେଶ-ଦେଶାନ୍ତର

    ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ

    15077
    Oct 03, 2026
  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ
    ଦେଶ-ଦେଶାନ୍ତର

    ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ

    13851
    Oct 03, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15825
    Oct 01, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15348
    Oct 01, 2026
  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...
    ଦେଶ-ଦେଶାନ୍ତର

    ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...

    14499
    Oct 02, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍
    ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14486
    Oct 02, 2026
  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...
    ଦେଶ-ଦେଶାନ୍ତର

    ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...

    14946
    Oct 03, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    15020
    Oct 02, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    15214
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15214
    Oct 01, 2026
  • ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ପ୍ରଶଂସାର ସୁଅ

    15825
    Oct 01, 2026
  • ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    15020
    Oct 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17146
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17835
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17799
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18213
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15396
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14067
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15806
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15374
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14746
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    15011
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14396
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14343
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15959
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ

    13851
    Oct 03, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14486
    Oct 02, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15214
    Oct 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In