Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଲାଲୁଙ୍କୁ ୫ବର୍ଷ ଜେଲ

ଲାଲୁଙ୍କୁ ୫ବର୍ଷ ଜେଲ

2022-02-21 10:05:19
15534
Share:
Facebook
Twitter
E-Mail
WhatsApp
Telegram
ଲାଲୁଙ୍କୁ ୫ବର୍ଷ ଜେଲ

ରାଞ୍ଚି: ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାବଦଙ୍କ ପାଇଁ ବଢିଲା ଅଡୁଆ । ବହୁ ଚର୍ଚ୍ଚିତ ଗୋଖାଦ୍ୟ ଘୋଟାଲା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୭୩ ବର୍ଷୀୟ ଲାଲୁଙ୍କୁ ଆଜି ଦଣ୍ଡାଦେଶ ଶୁଣାଣି ହୋଇଛି ।  ଗୋଖାଦ୍ୟ ଦୁର୍ନୀତି ମାମଲାରେ ରାଞ୍ଚି ସିବିଆଇ କୋର୍ଟ ଦଣ୍ଡାଦେଶ ଶୁଣାଇଛନ୍ତି । ଲାଲୁଙ୍କୁ ୫ବର୍ଷ ଜେଲ୍ ଦଣ୍ଡାଦେଶ ସହ ୬୦ଲକ୍ଷ ଜରିମାନା କରାଯାଇଛି । ଲାଲୁଙ୍କ ସହ ଅନ୍ୟ ୭୫ ଜଣ ବି ଦୋଷୀ ସାବ୍ୟସ୍ତ ହୋଇଛନ୍ତି । କୋର୍ଟଙ୍କ ରାୟ ପରେ ପୋଲିସ ଲାଲୁଙ୍କୁ ନିଜ ହେପାଜତକୁ ନେଇଛି । ପୂର୍ବରୁ ଲାଲୁ ଗୋଖାଦ୍ୟ ଦୁର୍ନୀତି ସହ ଜଡିତ ଅନ୍ୟ ଚାରୋଟି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ସାରିଛନ୍ତି । ଏହି ଚାରୋଟି ମାମଲାରେ କୋର୍ଟ ତାଙ୍କୁ ପ୍ରାୟ ୧୪ ବର୍ଷର ଜେଲ୍‌ ଦଣ୍ଡାଦେଶ ଶୁଣାଇଥିଲେ । ଏହା ସହିତ ତାଙ୍କୁ ଏକ କୋଟି ଟଙ୍କାର ଜୋରିମାନା ମଧ୍ୟ ଦେବାକୁ ପଡିଥିଲା । ଏପ୍ରିଲ ୧୭ ୨୦୨୧ରେ ସେ ଜାମିନରେ ଆସିଥିଲେ ।ଗତ ଫେବୃଆରୀ ୧୫ ତାରିଖ ୨୦୨୨ରେ ପୁଣି ଡୋରଣ୍ଡା ଟ୍ରେଜେରୀରୁ ବେଆଇନ ଭାବେ ୧୩୯ କୋଟି ଟଙ୍କା ହେରଫେର ମାମଲାରେ ରାଞ୍ଚିର ସିବିଆଇ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ । ଏହି ମାମଲାରେ ମୋଟ ୧୭୦ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୫୫ ଜଣଙ୍କ ମୃତ୍ୟୁ ହୋଇସାରିଛି । ୨୦୦୧ରେ ଲାଲୁ ଯାଦବଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ସିବିଆଇ ପକ୍ଷରୁ ଚାର୍ଜସିଟ ଦାଖଲ କରାଯାଇଥିଲା ଏବଂ ୨୦୦୫ରେ ଏହି ଚାର୍ଜ ଫ୍ରେମ ପ୍ରସ୍ତୁତ କରାଯାଇଥିଲା।


ଗୋଖାଦ୍ୟ ଦୁର୍ନୀତି ସହ ଜଡିତ ଅନ୍ୟ ମାମଲା ଲାଲୁଙ୍କୁ ପାଞ୍ଚରୁ ସାତ ବର୍ଷ ଯାଏଁ ଦଣ୍ଡାଦେଶ ମିଳିଥିଲା। କିଛି ଦିନ ଜେଲ୍‌ରେ ରହିବା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ଯୋଗୁଁ ହାଇକୋର୍ଟରୁ ଲାଲୁଙ୍କୁ ଜାମିନ ମିଳିଥିଲା । ୧୯୯୧ ରୁ ୧୯୯୬ ଭିତରେ ଲାଲୁ ବିହାର ମୁଖ୍ୟମନ୍ତ୍ରୀ ଥିବାବେଳେ ଏହି ଦୁର୍ନୀତି ହୋଇଥିଲା । ପୂର୍ବରୁ ଲାଲୁ ଦେଓଘର ଟ୍ରେଜେରୀ ସହ ଜଡିତ ଏକ ମାମଲା, ଦୁମକା ଓ ଚାଇବାସା ଟ୍ରେଜେରୀ ସହ ଜଡିତ ୨ଟି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ ।

Powered by Froala Editor

Tags Lalu yadav

Related articles Odisha News Lens 4.1

  • ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଘାନାରେ ମିଳିଲା ସର୍ବୋଚ୍ଚ ବେସାମରିକ ସମ୍ମାନ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଘାନାରେ ମିଳିଲା ସର୍ବୋଚ୍ଚ ବେସାମରିକ ସମ୍ମାନ

    13805
    Jul 03, 2025
  • ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ
    ଦେଶ-ଦେଶାନ୍ତର

    ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ

    14028
    Jul 03, 2025
  • ଗହଳି ସମୟରେ ଓଲା ଓ ଉବର ବୁକ୍‌ କଲେ ପଡିବ ୨ ଗୁଣା ଭଡା
    ଦେଶ-ଦେଶାନ୍ତର

    ଗହଳି ସମୟରେ ଓଲା ଓ ଉବର ବୁକ୍‌ କଲେ ପଡିବ ୨ ଗୁଣା ଭଡା

    14408
    Jul 02, 2025
  • ଶେଫାଳିଙ୍କ ମୃତ୍ୟୁ ପରେ ଏମିତି କହିଲେ ପ୍ରଥମ ସ୍ୱାମୀ...
    ମନୋରଞ୍ଜନ

    ଶେଫାଳିଙ୍କ ମୃତ୍ୟୁ ପରେ ଏମିତି କହିଲେ ପ୍ରଥମ ସ୍ୱାମୀ...

    14100
    Jul 02, 2025
  • ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ହସିନା
    ଦେଶ-ଦେଶାନ୍ତର

    ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ହସିନା

    15546
    Jul 02, 2025
  • ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ
    ବିଶେଷ

    ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ

    13845
    Jul 03, 2025
  • ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ହୋଇପାରେ ଏହି ସମସ୍ୟା
    ବିଶେଷ

    ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ହୋଇପାରେ ଏହି ସମସ୍ୟା

    13789
    Jul 02, 2025
  •  କୋରାପୁଟ କଫି ସଂସଦ କମ୍ପ୍ଲେକ୍ସ କ୍ୟାଣ୍ଟିନରେ ସାମିଲ ହେବାକୁ ବାଚସ୍ପତିଙ୍କୁ ସୁଜିତ ...
    ଦେଶ-ଦେଶାନ୍ତର

    କୋରାପୁଟ କଫି ସଂସଦ କମ୍ପ୍ଲେକ୍ସ କ୍ୟାଣ୍ଟିନରେ ସାମିଲ ହେବାକୁ ବାଚସ୍ପତିଙ୍କୁ ସୁଜିତ ...

    13566
    Jul 03, 2025
  • ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି
    ବିଶେଷ

    ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି

    15395
    Jul 03, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଶେଫାଳିଙ୍କ ମୃତ୍ୟୁ ପରେ ଏମିତି କହିଲେ ପ୍ରଥମ ସ୍ୱାମୀ...

    14100
    Jul 02, 2025
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଘାନାରେ ମିଳିଲା ସର୍ବୋଚ୍ଚ ବେସାମରିକ ସମ୍ମାନ

    13805
    Jul 03, 2025
  • ବିଶେଷ

    ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ

    13845
    Jul 03, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16603
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16719
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17033
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15523
    Apr 03, 2021

ବିଶେଷ

  • ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ

    13845
    Jul 03, 2025
  • ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି

    15395
    Jul 03, 2025
  • ନିରୋଗ ରହିବାର ଉପାୟ ଜାଣନ୍ତୁ.....

    14032
    Jul 02, 2025
  • ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ହୋଇପାରେ ଏହି ସମସ୍ୟା

    13789
    Jul 02, 2025
  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....

    15542
    Jun 30, 2025

ବାଣିଜ୍ୟ

ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

ପୁରୀ, ୧ ଜୁଲାଇ ୨୦୨୫: ବହୁ ବର୍ଷ ଧରି ଭାରତର ୧ ନମ୍ବର ପ୍ୟାକେଜଡ୍ ଅଟ୍ଟା ବ୍ରାଣ୍ଡ୍ ଆଶୀର୍ବାଦ ରଥ ଯାତ୍ରା ଉତ୍ସବର ଏକ ଆକାଂକ୍ଷିତ ଅଂଶ ହୋଇ ରହିଆସିଛି । ଚଳିତ ବର୍ଷ ମଧ୍ୟ ଆଶୀର୍ବାଦ ସର୍ବାଧୁନିକ ଯୁଗର ପ୍ରଯୁକ୍ତିବିଦ୍ୟା ସହିତ ବହୁ ପୁରାତନ ପରମ୍ପରାକୁ ସଂଯୋଗ କରୁଥିବା ଆଧ୍ୟାତ୍ମିକ ଦୃଷ୍ଟିରୁ ଅନ୍ତର୍ବିଶିଷ୍ଟକାରୀ ...

  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14040
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15565
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15545
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15014
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ

    13845
    Jul 03, 2025
  • ଶେଫାଳିଙ୍କ ମୃତ୍ୟୁ ପରେ ଏମିତି କହିଲେ ପ୍ରଥମ ସ୍ୱାମୀ...

    14100
    Jul 02, 2025
  • ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି

    15395
    Jul 03, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In