Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବଜରଙ୍ଗ ଦଳ କର୍ମୀଙ୍କୁ ହତ୍ୟା ପରେ ଶିବମୋଗାରେ ଉତ୍ତେଜନା, ୧୪୪ ଧାରା ଜାରି

ବଜରଙ୍ଗ ଦଳ କର୍ମୀଙ୍କୁ ହତ୍ୟା ପରେ ଶିବମୋଗାରେ ଉତ୍ତେଜନା, ୧୪୪ ଧାରା ଜାରି

2022-02-21 11:41:20
14938
Share:
Facebook
Twitter
E-Mail
WhatsApp
Telegram
ବଜରଙ୍ଗ ଦଳ କର୍ମୀଙ୍କୁ ହତ୍ୟା ପରେ ଶିବମୋଗାରେ ଉତ୍ତେଜନା, ୧୪୪ ଧାରା ଜାରି

କର୍ଣ୍ଣାଟକାର ଶିବମୋଗାରେ ଜଣେ ୨୬ ବର୍ଷୀୟ ବଜରଙ୍ଗ ଦଳ ସଦସ୍ୟଙ୍କ ହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ଆଜି ଶିବମୋଗ୍ଗାରେ ଲୋକେ ଯାନବାହନ ପୋଡ଼ାଜଳା କରିବା ସହ ଟେକାପଥର ଫିଙ୍ଗିବାରୁ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଛି। ପୋଡ଼ାଜଳା ଓ ହିଂସକାଣ୍ଡ ଘଟିବାରୁ ଶିବମୋଗାରେ ୧୪୪ ଧାରା ଜାରି କରାଯାଇଛି। ସେହିପରି ବିବାଦକୁ ଦୃଷ୍ଟିରେ ରଖି ଦୁଇ ଦିନ ପାଇଁ ସମସ୍ତ ସ୍କୁଲ ଓ କଲେଜକୁ ବନ୍ଦ କରିଦିଆଯାଇଛି। ପୁଲିସ୍‌ ଫ୍ଲାଗମାର୍ଚ୍ଚ କରୁଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ଏସବୁ ଭିତିରେ ଟୁଇଟ୍‌ କରି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ବୋମ୍ମଇ ରାଜ୍ୟରେ ଶାନ୍ତି ବଜାୟ ରଖିବାକୁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି, ଶିବମୋଗ୍ଗାରେ ହିନ୍ଦୁ କର୍ମୀ ହର୍ଷଙ୍କ ହତ୍ୟା ଘଟଣାରେ ଅତ୍ୟନ୍ତ ଦୁଃଖିତ। ତଦନ୍ତ ଚାଲିଛି ଏବଂ ଅଭିଯୁକ୍ତମାନଙ୍କୁ ଅବିଳମ୍ବେ ଗିରଫ କରାଯିବ।

ଅନ୍ୟପକ୍ଷରେ ଘଟଣାକୁ ନେଇ ରାଜନୀତି ମଧ୍ୟ ଆରମ୍ଭ ହୋଇଯାଇଛି। କର୍ଣ୍ଣାଟକାର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ କେଏସ୍‌ ଈଶ୍ୱରପ୍ପା ଘଟଣା ପାଇଁ କଂଗ୍ରେସ ନେତା ଡିକେ ଶିବକୁମାରଙ୍କ ବୟାନକୁ ଦାୟୀ କରିଛନ୍ତି। ହିଜାବ ବିବାଦ ବେଳେ ସେ ବୟାନ ଦେଇ ଲୋକଙ୍କୁ ହତ୍ୟାକାଣ୍ଡ ପାଇଁ ଉସକାଇଥିବା ମନ୍ତ୍ରୀ ଜଣଙ୍କ ଅଭିଯୋଗ କରିଛନ୍ତି।କର୍ଣ୍ଣାଟକାରେ କ୍ଷମତାରେ ଥିବା ବିଜେପି ସରକାରର ଜଣେ ମନ୍ତ୍ରୀ ହତ୍ୟା କାଣ୍ଡ ପଛରେ ମୁସଲିମ ଗୁଣ୍ଡାଙ୍କ ହାତ ଥିବା ବୟାନ ଦେଇଛନ୍ତି। ତେଣୁ ସାଂପ୍ରଦାୟିକ ହିଂସା ସୃଷ୍ଟି ହେବାର ଆଶଙ୍କା ପ୍ରକାଶ ପାଇଛି।

୨୬ ବର୍ଷୀୟ ହର୍ଷଙ୍କୁ ରବିବାର ସନ୍ଧ୍ୟାରେ ୪ ଜଣ ଯୁବକ ଛୁରୀ ଭୁସି ହତ୍ୟା କରିଥିଲେ। ଏହାପରେ ନିହତ ବଜରଙ୍ଗ ଦଳର ହର୍ଷଙ୍କ ଶବ ବ୍ୟବଚ୍ଛେଦ କରାଯିବା ପରେ ଆଜି ପୂର୍ବାହ୍ନରେ ଡାକ୍ତରଖାନାରୁ ତାଙ୍କ ଘର ସୀଗେହାଟ୍ଟିକୁ ନିଆଯାଇଥିଲା। ପୁଲିସ ମଧ୍ୟ ୩ଜଣ ସନ୍ଦିଗ୍ଧଙ୍କୁ ଧରି ନେଇ ଜେରା କରୁଛି।

Powered by Froala Editor

Tags bajrang

Related articles Odisha News Lens 4.1

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13500
    Oct 16, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13799
    Oct 15, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14758
    Oct 16, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13719
    Oct 16, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...
    ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...

    13879
    Oct 16, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14619
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14280
    Oct 15, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13784
    Oct 16, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15449
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13719
    Oct 16, 2026
  • ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14758
    Oct 16, 2026
  • ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    13879
    Oct 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17184
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17878
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17828
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18249
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14758
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14620
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14726
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15728
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14402
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14280
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13978
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15101
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15808
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15449
    Oct 15, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13719
    Oct 16, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14758
    Oct 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In