Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ...

  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ...

  • ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ...

  • ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ...

  • ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ...

  • ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

  • ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ

  • ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ...

  • କାମ କରିବା ବନ୍ଦ କରିଦେଲା ଫେସବୁକ

  • ସୋନମ ୱାଙ୍ଗଚୁକଙ୍କ ବାର୍ତ୍ତା: ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ୟୁକ୍ରେନରୁ ଭାରତୀୟଙ୍କୁ ଆଣିବାକୁ ବାହାରିଲା ଏୟାର ଇଣ୍ଡିଆର ସ୍ୱତନ୍ତ୍ର ବିମାନ

ୟୁକ୍ରେନରୁ ଭାରତୀୟଙ୍କୁ ଆଣିବାକୁ ବାହାରିଲା ଏୟାର ଇଣ୍ଡିଆର ସ୍ୱତନ୍ତ୍ର ବିମାନ

2022-02-22 07:58:54
15074
Share:
Facebook
Twitter
E-Mail
WhatsApp
Telegram
ୟୁକ୍ରେନରୁ ଭାରତୀୟଙ୍କୁ ଆଣିବାକୁ ବାହାରିଲା ଏୟାର ଇଣ୍ଡିଆର ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ: ଋଷ-ୟୁକ୍ରେନ ମଧ୍ୟରେ ବୃଦ୍ଧି ପାଉଛି ଯୁଦ୍ଧ ଆଶଙ୍କା । ଏଥିପାଇଁ ୟୁକ୍ରେନରୁ ଭାରତୀୟଙ୍କୁ ଆଣିବା ପ୍ରକ୍ରିୟା ଆରମ୍ଭ ହୋଇଛି । ୟୁକ୍ରେନ ଅଭିମୁଖେ ଏୟାର ଇଣ୍ଡିଆର ସ୍ୱତନ୍ତ୍ର ବିମାନ ଉଡାଣ କରିଛି  । କିଭର୍ ବୋରିସ୍ପିଲ ବିମାନବନ୍ଦରରେ  ଏୟାର ଇଣ୍ଡିଆ ଅବତରଣ କରିବ । ସପ୍ତାହକ ଭିତରେ ଭାରତୀୟମାନେ ୩ଟି ବିମାନରେ ଫେରିବେ ।
ସେପଟେ, ୟୁକ୍ରେନ୍-ଋଷ ସୀମାରେ ଅଶାାନ୍ତ ସ୍ଥିତି ଲାଗି ରହିଛି । କ୍ଷେପଣାସ୍ତ୍ର ପରୀକ୍ଷଣ, ସାମରିକ ସମରାଭ୍ୟାସ ଋଷ ଜାରି ରଖିଛି । ୟୁକ୍ରେନ୍ ଉପରେ ଋଷ ଯେକୌଣସି ସମୟରେ ଆକ୍ରମଣ କରିପାରେ ବୋଲି ଆମେରିକା ଦାବି କରିଛି । ୟୁକ୍ରେନ୍ ପାର୍ଶ୍ୱରୁ ସୀମା ନିକଟରେ ପ୍ରବଳ ଗୁଳିଗୋଳା ବର୍ଷା ହୋଇଥିବା ଋଷ ଦାବି କରିଛି  । ୟୁକ୍ରେନ୍ ପାର୍ଶ୍ୱରୁ କିଛି ଅନୁପ୍ରବେଶକାରୀ ଋଷ ସୀମା ଅତିକ୍ରମ କରିବାକୁ ଚେଷ୍ଟା କରିବାବେଳେ ଋଷ ସେନା ଏହାର ଜୋରଦାର ବିରୋଧ କରି ଏହି ଉଦ୍ୟମକୁ ପଣ୍ଡ କରିଛନ୍ତି ବୋଲି ଦାବି ହୋଇଛି ।
ଋଷ ସେନା ୟୁକ୍ରେନ୍ର ୫ ଷଡଯନ୍ତ୍ରକାରୀଙ୍କୁ ହତ୍ୟା କରିଛି । ୟୁକ୍ରେନ୍ର କିଛି ଅସ୍ତ୍ର ବୋଝେଇ ଗାଡିକୁ ଧ୍ୱଂସ କରାଯାଇଛି ବୋଲି ଋଷ ସେନା କହିଛି । କିନ୍ତୁ ୟୁକ୍ରେନ୍ ଏପରି ଦାବିକୁ ଖଣ୍ଡନ କରିଛି । ୟୁକ୍ରେନ୍ କହିଛି ରୋସ୍ତଭ ଅଞ୍ଚଳରେ ୟୁକ୍ରେନର କୈଣସି ସେନା ମୁତୟନ ହୋଇନାହାନ୍ତି ।

Powered by Froala Editor

Tags air india

Related articles Odisha News Lens 4.1

  • ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ନିଲମ୍ବିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ନିଲମ୍ବିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

    14663
    Jul 19, 2026
  • ସୋନମ ୱାଙ୍ଗଚୁକଙ୍କ ବାର୍ତ୍ତା: ସ୍ବାଧୀନତା ପାଇଁ ଏହା ଦ୍ୱିତୀୟ ଆନ୍ଦୋଳନ
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ବାର୍ତ୍ତା: ସ୍ବାଧୀନତା ପାଇଁ ଏହା ଦ୍ୱିତୀୟ ଆନ୍ଦୋଳନ

    14527
    Jul 19, 2026
  • ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଲେ ମୋଦୀ
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଲେ ମୋଦୀ

    14690
    Jul 20, 2026
  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ
    ଦେଶ-ଦେଶାନ୍ତର

    ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ

    14006
    Jul 20, 2026
  • ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ମୃତ୍ୟୁ

    14756
    Jul 20, 2026
  • କାମ କରିବା ବନ୍ଦ କରିଦେଲା ଫେସବୁକ
    ଦେଶ-ଦେଶାନ୍ତର

    କାମ କରିବା ବନ୍ଦ କରିଦେଲା ଫେସବୁକ

    15469
    Jul 19, 2026
  • ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର

    14465
    Jul 20, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...
    ବାଣିଜ୍ୟ

    ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...

    13347
    Jul 20, 2026
  • ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ
    ଦେଶ-ଦେଶାନ୍ତର

    ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ

    15562
    Jul 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କାମ କରିବା ବନ୍ଦ କରିଦେଲା ଫେସବୁକ

    15469
    Jul 19, 2026
  • ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ବାର୍ତ୍ତା: ସ୍ବାଧୀନତା ପାଇଁ ଏହା ଦ୍ୱିତୀୟ ଆନ୍ଦୋଳନ

    14527
    Jul 19, 2026
  • ଦେଶ-ଦେଶାନ୍ତର

    ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର

    14465
    Jul 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16986
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17594
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17648
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18050
    Sep 06, 2023

ବିଶେଷ

  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14095
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14377
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14719
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    15008
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15746
    Jul 07, 2026

ବାଣିଜ୍ୟ

ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

ଏକ ୨- ମିନିଟର ସନ୍‌ଫିଷ୍ଟ ମାରୀ ଲାଇଟ ଭିଟାମିନ ଡି’ ଆବଶ୍ୟକତା ଯାଞ୍ଚ ଜରିଆରେ


ଭୁବନେଶ୍ୱର / ପୁରୀ : ପ୍ରଚୁର ସୂର୍ଯ୍ୟକିରଣ ପ୍ରାପ୍ତି ସତ୍ତ୍ୱେ ନିୟୁତ ନିୟୁତ ଭାରତୀୟଙ୍କୁ ...

  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    13929
    Jul 19, 2026
  • ଆଶୀର୍ବାଦର “ଆୟୋଡିନ ର ତିଳକ” ଅଭିଯାନ ପୁରୀ ରଥ ଯାତ୍ରାରେ ଦର୍ଶନ, ଅନ୍ନ, ସେବାକୁ ପୁନଃ ଚିତ୍ରିତ କରୁଛି

    13780
    Jul 18, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

    14173
    Jul 16, 2026
  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15842
    Jul 14, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ

    15562
    Jul 20, 2026
  • ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଲେ ମୋଦୀ

    14690
    Jul 20, 2026
  • ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ନିଲମ୍ବିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

    14663
    Jul 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In