Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ...

  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

  • ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ...

  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ...

  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ ...

  • ସୁନା୬,୭୦୦ ଟଙ୍କା କମିଲା

  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି

  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

  • ଛିଣ୍ଡିଗଲା ରୋପୱେ, ମହିଳା ମୃତ

Home ›› ››କରୋନା ସହାୟତା, ୭.୫ କୋଟି ଟଙ୍କା ଦେଲା ରାଜସ୍ଥାନ ରୟାଲ୍ସ

କରୋନା ସହାୟତା, ୭.୫ କୋଟି ଟଙ୍କା ଦେଲା ରାଜସ୍ଥାନ ରୟାଲ୍ସ

2021-04-30 09:05:24
14902
Share:
Facebook
Twitter
E-Mail
WhatsApp
Telegram
କରୋନା ସହାୟତା, ୭.୫ କୋଟି ଟଙ୍କା ଦେଲା ରାଜସ୍ଥାନ ରୟାଲ୍ସ

ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି । ପ୍ରତିଦିନ ସାଢେ଼ ୩ ଲକ୍ଷରୁ ଊଦ୍ଧ୍ୱର୍ ଜନସାଧାରଣ ସଂକ୍ରମିତ ହେଉଛନ୍ତି । ଭାରତ ସରକାରଙ୍କ ସମେତ ବିଭିନ୍ନ ରାଜ୍ୟ ସରକାର କରୋନା ସହ ଲଢେ଼ଇ ଜାରି ରଖିଛନ୍ତି । ଏହି ଲଢେ଼ଇରେ ଆଇପିଏଲ ଫ୍ରାଞ୍ଚାଇଜ ଦଳ ରାଜସ୍ଥାନ ରୟାଲ୍ସ ସାମିଲ ହୋଇଛି । ଆଜି ଫ୍ରାଞ୍ଚାଇଜ ପକ୍ଷରୁ ୭.୫ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ଏହି ରାଶି ରାଜସ୍ଥାନ ସମେତ ଦେଶରେ କରୋନା ସଂକ୍ରମିତଙ୍କ ଚିକିତ୍ସା କାର୍ଯ୍ୟରେ ବିନିଯୋଗ କରାଯିବ । ରାଜସ୍ଥାନ ରୟାଲ୍ସ ପକ୍ଷରୁ କୁହାଯାଇଛି ଯେ, ଫ୍ରାଞ୍ଚାଇଜ ପକ୍ଷରୁ ୭.୫ କୋଟି ଟଙ୍କାର କରୋନା ସହାୟତା ରାଶି ପ୍ରଦାନ କରାଯାଇଛି । ଖେଳାଳି, ଦଳ ମାଲିକ ଏବଂ ଟିମ ମ୍ୟାନେଜମେଣ୍ଟ କରୋନା ସହାୟତା ଲାଗି ପାଣ୍ଠି ସଂଗ୍ରହରେ ସାମିଲ ହୋଇଥିଲେ ।

Powered by Froala Editor

Tags corona

Related articles Odisha News Lens 4.1

  • ଛିଣ୍ଡିଗଲା ରୋପୱେ, ମହିଳା ମୃତ
    ଦେଶ-ଦେଶାନ୍ତର

    ଛିଣ୍ଡିଗଲା ରୋପୱେ, ମହିଳା ମୃତ

    15510
    Mar 22, 2026
  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍

    14331
    Mar 23, 2026
  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !
    ମନୋରଞ୍ଜନ

    ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !

    13951
    Mar 23, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14436
    Mar 23, 2026
  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ
    ଦେଶ-ଦେଶାନ୍ତର

    ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

    14211
    Mar 22, 2026
  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି
    ଅପରାଧ

    ରଡ୍ ଚୋରି ପାଇଁ ୪ ମାସ ବେଡ଼ି

    14338
    Mar 22, 2026
  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14504
    Mar 23, 2026
  • ସୁନା୬,୭୦୦ ଟଙ୍କା କମିଲା
    ବାଣିଜ୍ୟ

    ସୁନା୬,୭୦୦ ଟଙ୍କା କମିଲା

    15019
    Mar 23, 2026
  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି
    ଦେଶ-ଦେଶାନ୍ତର

    ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14371
    Mar 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ସୁନା୬,୭୦୦ ଟଙ୍କା କମିଲା

    15019
    Mar 23, 2026
  • ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14436
    Mar 23, 2026
  • ଦେଶ-ଦେଶାନ୍ତର

    ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14371
    Mar 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17382
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17447
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17793
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16266
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14436
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13640
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15039
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15586
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15496
    Mar 18, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    14942
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15457
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13815
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14262
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

    14211
    Mar 22, 2026
  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍

    14331
    Mar 23, 2026
  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14371
    Mar 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In