Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ କାମ କରୁଥିବା ବିଦେଶୀ ...

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବଢିଲା ଅଶୋଧିତ ତୈଳ ଦର

ବଢିଲା ଅଶୋଧିତ ତୈଳ ଦର

2022-02-24 06:26:12
15264
Share:
Facebook
Twitter
E-Mail
WhatsApp
Telegram
ବଢିଲା ଅଶୋଧିତ ତୈଳ ଦର

ନୂଆଦିଲ୍ଲୀ:   ୟୁକ୍ରେନ ଉପରେ ଋଷ ଯୁଦ୍ଧ ଘୋଷଣା କରିଦେଇଛି । ଆଉ ଏହାର ପ୍ରଭାବ ଏବେଠୁ ଦେଖିବାକୁ ମିଳିଲାଣି ।  ପୂର୍ବରୁ ଯାହା ଅନୁମାନ କରାଯାଉଥିଲା ତାହାର ପ୍ରଭାବ ପଡ଼ିବା ଆରମ୍ଭ ହୋଇସାରିଛି ।  ଋଷ ଯଦ୍ଧ ଘୋଷଣା କରୁ କରୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ  ତୈଳ ଦର ବୃଦ୍ଧି ପାଇଛି ।  ୟୁକ୍ରେନ ସଙ୍କଟ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ  ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର ବଢିଥିବା ଜଣାଯାଇଛି ।  ରୁଷିଆ ହେଉଛି ବିଶ୍ୱର ଦ୍ୱିତୀୟ ବୃହତ୍ତମ ତୈଳ ଉତ୍ପାଦକ, ଯାହା ମୁଖ୍ୟତଃ ୟୁରୋପୀୟ ବିଶୋଧନାଗାରକୁ ଅଶୋଧିତ ବିକ୍ରି କରେ, ଏବଂ ୟୁରୋପକୁ ପ୍ରାକୃତିକ ଗ୍ୟାସର ସର୍ବବୃହତ ଯୋଗାଣକାରୀ, ଏହାର ଯୋଗାଣର ପ୍ରାୟ ୩୫% ପ୍ରଦାନ କରେ ।ତେଣୁ ଆଜି ୟୁକ୍ରେନ ଓ ଋଷ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରେ ହଠାତ୍ ଅଶୋଧିତ ତୈଳ ଦର ବୃଦ୍ଧି ପାଇଛି ।

ପ୍ରକାଶ ଯେ,ୟୁକ୍ରେନ ବିରୋଧରେ ଯୁଦ୍ଧ ଘୋଷଣା କରିଛି ରୁଷ। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସାମରିକ କାର୍ୟ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେବା ସହ ପଶ୍ଚିମ ଦେଶଗୁଡ଼ିକୁ ଖୋଲାଖୋଲି ଧମକ ଦେଇଛନ୍ତି। ଯଦି କୌଣସି ବାହାର ରାଷ୍ଟ୍ର ୟୁକ୍ରେନ ଓ ରୁଷ ବିବାଦ ମଧ୍ୟରେ ପଶିବ, ତା’ହେଲେ ଏହାର ପରିଣାମ ଭୟଙ୍କର ହେବ ବୋଲି ସେ କହିଛନ୍ତି।

ପୁଟିନ କହିଛନ୍ତି, ମସ୍କୋ କେବେ ହେଲେ ୟୁକ୍ରେନକୁ ଦଖଲ କରିବାକୁ ଚାହୁଁନାହିଁ। ୟୁକ୍ରେନ ପଟୁ ବଢ଼ୁଥିବା ଧମକର ଉଚିତ ଜବାବ ଓ କିଭ୍‌ କରୁଥିବା ସାମରିକ ପଦକ୍ଷେପର ମୂଳପୋଛ କରିବାକୁ ଏପରି ପଦକ୍ଷେପ ନିଆଯାଉଛି। ଏଥପାଇଁ ଆମେ ମିଲିଟାରୀ ଅପରେସନର ନିଷ୍ପତ୍ତି ନେଇଛୁ। ଏବେ ସୀମାରେ ୟୁକ୍ରେନ ଓ ରୁଷ ଯବାନଙ୍କ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଯାଇଛି। ତେଣୁ ସୁରକ୍ଷା ଚାହୁଁଥିଲେ ୟୁକ୍ରେନ ସୈନ୍ୟମାନେ ଆତ୍ମସମର୍ପଣ କରନ୍ତୁ ବୋଲି ସେ କହିଛନ୍ତି।

ଏଥିସହ ସେ ବାହାର ରାଷ୍ଟ୍ରଗୁଡ଼ିକୁ ଏଥିରେ ହସ୍ତକ୍ଷେପ ନ କରିବାକୁ କହିଛନ୍ତି। ପୁଟିନ କହିଛନ୍ତି, ଯଦି କେହି ଏହି ବିବାଦ ଭିତରେ ହସ୍ତକ୍ଷେପ କରିବେ, ତା’ହେଲେ ସେମାନଙ୍କୁ ଏହାର ପରିଣାମ ଭୋଗିବାକୁ ପଡ଼ିବ। ଇତିହାସରେ କେହି କେବେ ଯାହା ସମ୍ମୁଖୀନ ହୋଇ ନଥିବେ, ଏବେ ସେମାନଙ୍କୁ ସେଭଳି ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ। ଏଥିପ୍ରତି ସମସ୍ତେ ସତର୍କ ରୁହନ୍ତୁ। ଆମେ ସବୁ ପ୍ରକାରର ନିଷ୍ପତ୍ତି ନେଇଛୁ। ମୋର ଆଶା ମୋତେ ସମସ୍ତେ ଭଲ ଭାବେ ଶୁଣିଥିବେ।
ବାରମ୍ବାର କହିବା ସତ୍ତ୍ୱେ ଆମେରିକା ଓ ଏହାର ସହଯୋଗୀମାନେ ୟୁକ୍ରେନକୁ ନାଟୋରେ ସାମିଲ କରିବାକୁ ଆଗଭର ହେଉଛନ୍ତି। ଏଥିସହ ମସ୍କୋ ପ୍ରତି ବିପଦ ସୃଷ୍ଟି କରୁଛନ୍ତି। ଏହା କେବେ ହେଲେ ଗ୍ରହଣୀୟ ନୁହେଁ ବୋଲି ସେ ବେଶ ଆକ୍ରମଣାତ୍ମକ ଅନ୍ଦାଜରେ କହିଛନ୍ତି।

ଅନ୍ୟପକ୍ଷରେ ୟୁକ୍ରେନ ଉପରେ ଆଟାକ ଆରମ୍ଭ କଲା ଋଷିଆ ।   ୟୁକ୍ରେନ୍ ରାଜଧାନୀ ସମେତ ୬ଟି ସ୍ଥାନରେ ଋଷ ଆକ୍ରମଣ କରିଥିବା ଜାତୀୟ ଗଣମାଧ୍ୟମରୁ ସୂଚନା ମିଳିଛି । କିବ, ଖାରକିବ ସମେତ ୬ଟି ବଡ ସହର ଉପରେ ଆକ୍ରମଣ କରିଛି ଋଷ । ମିଜାଇଲ୍ ଏବଂ ମାନବ ବିହିନ ଡ୍ରୋନ୍ ଜରିଆରେ ପ୍ରଥମେ ୟୁକ୍ରେନ ୬ଟି ସ୍ଥାନ ଉପରେ ଆକ୍ରମଣ କରିଛି ଋଷ । ସେପଟେ ବ୍ଲାକ୍ ସି’ରେ ଋଷ ନୌସେନା ଅପରେସନ୍ ଆରମ୍ଭ କରିଥିବା ସୂଚନାରୁ ଜଣାପଡିଛି ।

Powered by Froala Editor

Tags War

Related articles Odisha News Lens 4.1

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15804
    Oct 09, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...

    15385
    Oct 10, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'
    ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15169
    Oct 10, 2026
  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍
    ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13374
    Oct 10, 2026
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14355
    Oct 10, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    14050
    Oct 09, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15440
    Oct 10, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15621
    Oct 10, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14132
    Oct 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15621
    Oct 10, 2026
  • ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ସମ୍ମାନ

    15804
    Oct 09, 2026
  • ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15169
    Oct 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17168
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17859
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17815
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18232
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14472
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14578
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15585
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14258
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15995
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15672
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14958
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15546
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14022
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    14050
    Oct 09, 2026
  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13374
    Oct 10, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ସମ୍ମାନ

    15804
    Oct 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In