Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ...

  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ...

  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ...

  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ...

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଯୁଦ୍ଧରେ ବିଜୟୀ ହେବୁ: ୟୁକ୍ରେନ

ଯୁଦ୍ଧରେ ବିଜୟୀ ହେବୁ: ୟୁକ୍ରେନ

2022-02-24 07:16:57
15498
Share:
Facebook
Twitter
E-Mail
WhatsApp
Telegram
ଯୁଦ୍ଧରେ ବିଜୟୀ ହେବୁ: ୟୁକ୍ରେନ

ନୂଆଦିଲ୍ଲୀ:  ୟୁକ୍ରେନ ବିରୋଧରେ ଯୁଦ୍ଧ ଘୋଷଣା କରିଛନ୍ତି ଋଷ ରାଷ୍ଟ୍ରପତି ପୁଟିନ ।  ୟୁକ୍ରେନ ସେନ୍ୟବାହିନୀକୁ ଆତ୍ମସମର୍ପଣ କରିବାକୁ ପୁଟିନ ଆହ୍ୱାନ ଦେଇଛନ୍ତି ।  କେବଳ ସେତିକି ନୁହେଁ ୟୁକ୍ରେନର କିଭ ଓ ଖାରକିଭରେ ଋଷିଆ ପକ୍ଷରୁ ମିଜାଇଲ ଆକ୍ରମଣ କରାଯାଇଛି ।  ୟୁକ୍ରେନର ଅନ୍ୟାନ୍ୟ କେତେକ ଅଞ୍ଚଳରେ ମଧ୍ୟ ଆକ୍ରମଣ କରାଯାଇଛି । 

ତେବେ ଏହା ସତ୍ତେ ଯୁଦ୍ଧରେ ବିଜୟୀ ହେବା ନେଇ ୟୁକ୍ରେନ ଦମ୍ଭୋକ୍ତି ପ୍ରକାଶ କରିଛି । ଋଷିଆର ଯୁଦ୍ଧ ଘୋଷଣା ପରେ ୟୁକ୍ରେନ ବୈଦେଶିକ ମନ୍ତ୍ରୀ କହିଛନ୍ତି ଯେ ୟୁକ୍ରେନ ଆତ୍ମରକ୍ଷା କରିବା ସହ ଯୁଦ୍ଧରେ ବିଜୟୀ ହେବ ।  ପୁଟିନ ୟୁକ୍ରେନ ଉପରେ ପୂର୍ଣ୍ଣ ଆକ୍ରମଣର ଆହ୍ୱାନ ଦେଇଛନ୍ତି ।   ଯୁଦ୍ଧ ଘୋଷଣା ଋଷିଆର ବିସ୍ତାରବାଦୀ ଆଭିମୁଖ୍ୟ ।  ବିଶ୍ୱବାସୀ ପୁଟିନଙ୍କୁ ଯୁଦ୍ଧରୁ ନିବୃତ୍ତ କରାନ୍ତୁ ବୋଲି ୟୁକ୍ରେନ ବୈଦେଶିକ ମନ୍ତ୍ରୀ କହିଛନ୍ତି । ବର୍ତ୍ତମାନ ଋଷିଆ ବିରୋଧରେ କାର୍ଯ୍ୟାନୁଷ୍ଠାନର ସମୟ ବୋଲି ସେ କହିଛନ୍ତି । 

 

ପ୍ରକାଶ ଯେ,ୟୁକ୍ରେନ ବିରୋଧରେ ଯୁଦ୍ଧ ଘୋଷଣା କରିଛି ରୁଷ। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସାମରିକ କାର୍ୟ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେବା ସହ ପଶ୍ଚିମ ଦେଶଗୁଡ଼ିକୁ ଖୋଲାଖୋଲି ଧମକ ଦେଇଛନ୍ତି। ଯଦି କୌଣସି ବାହାର ରାଷ୍ଟ୍ର ୟୁକ୍ରେନ ଓ ରୁଷ ବିବାଦ ମଧ୍ୟରେ ପଶିବ, ତା’ହେଲେ ଏହାର ପରିଣାମ ଭୟଙ୍କର ହେବ ବୋଲି ସେ କହିଛନ୍ତି।

ପୁଟିନ କହିଛନ୍ତି, ମସ୍କୋ କେବେ ହେଲେ ୟୁକ୍ରେନକୁ ଦଖଲ କରିବାକୁ ଚାହୁଁନାହିଁ। ୟୁକ୍ରେନ ପଟୁ ବଢ଼ୁଥିବା ଧମକର ଉଚିତ ଜବାବ ଓ କିଭ୍‌ କରୁଥିବା ସାମରିକ ପଦକ୍ଷେପର ମୂଳପୋଛ କରିବାକୁ ଏପରି ପଦକ୍ଷେପ ନିଆଯାଉଛି। ଏଥପାଇଁ ଆମେ ମିଲିଟାରୀ ଅପରେସନର ନିଷ୍ପତ୍ତି ନେଇଛୁ। ଏବେ ସୀମାରେ ୟୁକ୍ରେନ ଓ ରୁଷ ଯବାନଙ୍କ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଯାଇଛି। ତେଣୁ ସୁରକ୍ଷା ଚାହୁଁଥିଲେ ୟୁକ୍ରେନ ସୈନ୍ୟମାନେ ଆତ୍ମସମର୍ପଣ କରନ୍ତୁ ବୋଲି ସେ କହିଛନ୍ତି।

ଏଥିସହ ସେ ବାହାର ରାଷ୍ଟ୍ରଗୁଡ଼ିକୁ ଏଥିରେ ହସ୍ତକ୍ଷେପ ନ କରିବାକୁ କହିଛନ୍ତି। ପୁଟିନ କହିଛନ୍ତି, ଯଦି କେହି ଏହି ବିବାଦ ଭିତରେ ହସ୍ତକ୍ଷେପ କରିବେ, ତା’ହେଲେ ସେମାନଙ୍କୁ ଏହାର ପରିଣାମ ଭୋଗିବାକୁ ପଡ଼ିବ। ଇତିହାସରେ କେହି କେବେ ଯାହା ସମ୍ମୁଖୀନ ହୋଇ ନଥିବେ, ଏବେ ସେମାନଙ୍କୁ ସେଭଳି ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ। ଏଥିପ୍ରତି ସମସ୍ତେ ସତର୍କ ରୁହନ୍ତୁ। ଆମେ ସବୁ ପ୍ରକାରର ନିଷ୍ପତ୍ତି ନେଇଛୁ। ମୋର ଆଶା ମୋତେ ସମସ୍ତେ ଭଲ ଭାବେ ଶୁଣିଥିବେ।
ବାରମ୍ବାର କହିବା ସତ୍ତ୍ୱେ ଆମେରିକା ଓ ଏହାର ସହଯୋଗୀମାନେ ୟୁକ୍ରେନକୁ ନାଟୋରେ ସାମିଲ କରିବାକୁ ଆଗଭର ହେଉଛନ୍ତି। ଏଥିସହ ମସ୍କୋ ପ୍ରତି ବିପଦ ସୃଷ୍ଟି କରୁଛନ୍ତି। ଏହା କେବେ ହେଲେ ଗ୍ରହଣୀୟ ନୁହେଁ ବୋଲି ସେ ବେଶ ଆକ୍ରମଣାତ୍ମକ ଅନ୍ଦାଜରେ କହିଛନ୍ତି।

Powered by Froala Editor

Tags War

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    15214
    Oct 01, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍
    ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14486
    Oct 02, 2026
  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...
    ଦେଶ-ଦେଶାନ୍ତର

    ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...

    14946
    Oct 03, 2026
  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ
    ଦେଶ-ଦେଶାନ୍ତର

    ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ

    13851
    Oct 03, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    15020
    Oct 02, 2026
  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...
    ଦେଶ-ଦେଶାନ୍ତର

    ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...

    14499
    Oct 02, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15825
    Oct 01, 2026
  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ
    ଦେଶ-ଦେଶାନ୍ତର

    ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ

    15077
    Oct 03, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14900
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14900
    Oct 01, 2026
  • ଦେଶ-ଦେଶାନ୍ତର

    ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

    14499
    Oct 02, 2026
  • ଦେଶ-ଦେଶାନ୍ତର

    ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ

    13851
    Oct 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17146
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17835
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17799
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18213
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15396
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14067
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15806
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15374
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14746
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    15011
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14396
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14343
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15959
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14486
    Oct 02, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    15020
    Oct 02, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15348
    Oct 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In