Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ...

  • ଭାରତୀୟ ନୌସେନାରେ ସାମିଲ ହେଲା ...

  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ ...

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ...

  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ...

  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ...

  • ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ୟୁକ୍ରେନ ଏୟାରବେସ ଧ୍ୱଂସ: ଋଷିଆ

ୟୁକ୍ରେନ ଏୟାରବେସ ଧ୍ୱଂସ: ଋଷିଆ

2022-02-24 07:41:45
14193
Share:
Facebook
Twitter
E-Mail
WhatsApp
Telegram
 ୟୁକ୍ରେନ ଏୟାରବେସ ଧ୍ୱଂସ: ଋଷିଆ


ନୂଆଦିଲ୍ଲୀ:  ୟୁକ୍ରେନ ବିରୋଧରେ ଯୁଦ୍ଧ ଘୋଷଣା କରିଛନ୍ତି ଋଷ ରାଷ୍ଟ୍ରପତି ପୁଟିନ ।  ୟୁକ୍ରେନ ସେନ୍ୟବାହିନୀକୁ ଆତ୍ମସମର୍ପଣ କରିବାକୁ ପୁଟିନ ଆହ୍ୱାନ ଦେଇଛନ୍ତି ।  କେବଳ ସେତିକି ନୁହେଁ ୟୁକ୍ରେନର କିଭ ଓ ଖାରକିଭରେ ଋଷିଆ ପକ୍ଷରୁ ମିଜାଇଲ ଆକ୍ରମଣ କରାଯାଇଛି ।  ୟୁକ୍ରେନର ଅନ୍ୟାନ୍ୟ କେତେକ ଅଞ୍ଚଳରେ ମଧ୍ୟ ଆକ୍ରମଣ କରାଯାଇଛି । ତେବେ ସବୁଠୁ ବଡ଼ କଥା ହେଲା ଯେ ୟୁକ୍ରେନର ସବୁ ଏୟାର ବେସକୁ ଋଷିଆ ଆକ୍ରମଣରେ ସଫା କରିଦେଇଛି । ୟୁକ୍ରେନର ସବୁ ଏୟାର ବେସକୁ ଧ୍ୱଂସ କରିଦିଆଯାଇଥିବା ଋଷ ଦାବି କରିଛି ।  ଏୟାର ବେସ ଓ ଏୟାର ସିଷ୍ଟମ ଧ୍ୱଂସ କରିଥିବା ଋଷିଆ ଦାବି କରିଛି ।

ଅନ୍ୟପଟେ ୟୁକ୍ରେନ ପଛଘୁଞ୍ଚା ଦେଇନାହିଁ । ୟୁକ୍ରେନ ବି ଋଷିଆକୁ ମୁହଁତୋଡ଼ ଜବାବ ଦେଉଥିବା ଖବର ସାମନାକୁ ଆସୁଛି ।  ଋଷିଆର ୫ଟି ଲଢୁବା ବିମାନ ଖସାଇଥିବା ୟୁକ୍ରେନ ଦାବି କରିଛି ।  ଲୁହାଂସ୍କ ପ୍ରଦେଶରେ ଋଷୀୟ ବିମାନ ଖସାଇଥିବା ୟୁକ୍ରେନ ଦାବି କରିଛି । 

ଏହା ପୂର୍ବରୁ ଯୁଦ୍ଧରେ ବିଜୟୀ ହେବା ନେଇ ୟୁକ୍ରେନ ଦମ୍ଭୋକ୍ତି ପ୍ରକାଶ କରିଥିଲା । ଋଷିଆର ଯୁଦ୍ଧ ଘୋଷଣା ପରେ ୟୁକ୍ରେନ ବୈଦେଶିକ ମନ୍ତ୍ରୀ କହିଥିଲେ ଯେ ୟୁକ୍ରେନ ଆତ୍ମରକ୍ଷା କରିବା ସହ ଯୁଦ୍ଧରେ ବିଜୟୀ ହେବ ।  ପୁଟିନ ୟୁକ୍ରେନ ଉପରେ ପୂର୍ଣ୍ଣ ଆକ୍ରମଣର ଆହ୍ୱାନ ଦେଇଛନ୍ତି ।  ଯୁଦ୍ଧ ଘୋଷଣା ଋଷିଆର ବିସ୍ତାରବାଦୀ ଆଭିମୁଖ୍ୟ ।  ବିଶ୍ୱବାସୀ ପୁଟିନଙ୍କୁ ଯୁଦ୍ଧରୁ ନିବୃତ୍ତ କରାନ୍ତୁ ବୋଲି ୟୁକ୍ରେନ ବୈଦେଶିକ ମନ୍ତ୍ରୀ କହିଥିଲେ । ବର୍ତ୍ତମାନ ଋଷିଆ ବିରୋଧରେ କାର୍ଯ୍ୟାନୁଷ୍ଠାନର ସମୟ ବୋଲି ସେ କହିଥିଲେ । 

ପ୍ରକାଶ ଯେ, ଆଜି ୟୁକ୍ରେନ ବିରୋଧରେ ଋଷିଆ ଯୁଦ୍ଧ ଘୋଷଣା କରିଛି । ସେନା ଅପରେସନ ପାଇଁ ଗ୍ରୀନ ସିଗନାଲ ଦେଇଛନ୍ତି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ୟୁକ୍ରେନ-ଋଷ ମଧ୍ୟରେ ଯୁଦ୍ଧ ସ୍ଥିତି ଟଳିବ ନାହିଁ ବୋଲି ସେ ସ୍ପଷ୍ଟ କରିବା ସହ ୟୁକ୍ରେନ ସେନାକୁ ଆତ୍ମସମର୍ପଣ ପାଇଁ ପୁଟିନ କହିଛନ୍ତି । ଏଥିସହ ପୁଟିନ ୟୁକ୍ରେନ ବିରୋଧରେ ସେନା ଅପରେସନ ପାଇଁ ଘୋଷଣା କରି ଏକ ବଡ ଧମକ ଦେଇଛନ୍ତି । ଯଦି କୌଣସି ବାହ୍ୟଶକ୍ତି ଏଥିରେ ହସ୍ତକ୍ଷେପ କରିବେ ତେବେ ପରିଣାମ ଭୟଙ୍କର ହେବ । ଯାହା ପୂର୍ବରୁ ଇତିହାସରେ କେବେ କେହି ଦେଖିନଥିବେ । ସମସ୍ତ ଜରୁରୀ ନିର୍ଣ୍ଣୟ ନିଆସରିଛି ବୋଲି ପୁଟିନ କହିଛନ୍ତି ।

ସେପଟେ ଋଷିଆର ଆଭିମୁଖ୍ୟ ଉପରେ ପ୍ରତିକ୍ରିୟା ରଖିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ । ବାଇଡେନ କହିଛନ୍ତି, ମୁଁ ସନ୍ଧ୍ୟାରେ ହ୍ବାଇଟ ହାଉସରୁ ସ୍ଥିତି ଉପରେ ନଜର ରଖିବି ଏବଂ ଜାତୀୟ ସୁରକ୍ଷା ଦଳ ପକ୍ଷରୁ ନିୟମିତ ଅପଡେଟରେ ରହିବି । ଆସନ୍ତାକାଲି ସକାଳେ ମୁଁ ଜି-୭ ପ୍ରତିପକ୍ଷଙ୍କ ସହ ବୈଠକ କରିବି ଏବଂ ଆମେ ନାଟୋ ସହଯୋଗୀଙ୍କ ସହିତ ସମନ୍ବୟ ରକ୍ଷା କରିବୁ । ଆକ୍ରମଣରେ ହେବାକୁ ଥିବା କ୍ଷୟକ୍ଷତି ଏବଂ ମୃତ୍ୟୁ ପାଇଁ ଋଷିଆ ଏକା ହିଁ ଦାୟୀ ରହିବ ବୋଲି ବାଇଡେନ କହିଛନ୍ତି ।ୟୁକ୍ରେନ-ଋଷିଆ ବିବାଦ ନେଇ ଭାରତ ମଧ୍ୟ ଚିନ୍ତା ପ୍ରକଟ କରିଛି । ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ତୁରନ୍ତ ପଦକ୍ଷେପ ନିଆନଗଲେ ନାଗରିକଙ୍କ ସୁରକ୍ଷା ବିପନ୍ନ ହୋଇପାରେ ବୋଲି ୟୁଏନଏସସିରେ ଭାରତୀୟ ପ୍ରତିନିଧି ଟି.ଏସ ତିରୁମୂର୍ତ୍ତି କହିଛନ୍ତି ।

Powered by Froala Editor

Tags Wsr

Related articles Odisha News Lens 4.1

  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ
    ଦେଶ-ଦେଶାନ୍ତର

    ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

    15289
    Jul 23, 2026
  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ...
    ଦେଶ-ଦେଶାନ୍ତର

    ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ...

    13723
    Jul 23, 2026
  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ
    ଦେଶ-ଦେଶାନ୍ତର

    ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ

    14695
    Jul 23, 2026
  •  ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍

    13361
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା
    ବାଣିଜ୍ୟ

    ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15512
    Jul 22, 2026
  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ
    ଦେଶ-ଦେଶାନ୍ତର

    ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

    14942
    Jul 23, 2026
  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ
    ଦେଶ-ଦେଶାନ୍ତର

    ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ

    15434
    Jul 23, 2026
  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ
    ଦେଶ-ଦେଶାନ୍ତର

    ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ

    15268
    Jul 23, 2026
  • ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ବିରୋଧୀ, କହିଲେ ଏମିତି....
    ଦେଶ-ଦେଶାନ୍ତର

    ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ବିରୋଧୀ, କହିଲେ ଏମିତି....

    13697
    Jul 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ

    15268
    Jul 23, 2026
  • ଦେଶ-ଦେଶାନ୍ତର

    ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି

    13723
    Jul 23, 2026
  • ଦେଶ-ଦେଶାନ୍ତର

    ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ

    14695
    Jul 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16992
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17600
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17652
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18054
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    14942
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15926
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14178
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14457
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14799
    Jul 12, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15512
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15178
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13885
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14103
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ

    14695
    Jul 23, 2026
  • ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍

    13361
    Jul 23, 2026
  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି

    13723
    Jul 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In