Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ...

  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ...

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ...

  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ...

  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ...

  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ...

  • ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ...

  • ୯ ବିଜେଡି କାଉନସିଲର ସମୂହ ଇସ୍ତଫା

Home ›› ››୧୮୦ କେ.ଜିର ଭାର ଉଠାଉଥିଲେ ମହିଳା, ଚାଲିଗଲା ଜୀବନ

୧୮୦ କେ.ଜିର ଭାର ଉଠାଉଥିଲେ ମହିଳା, ଚାଲିଗଲା ଜୀବନ

2022-02-24 14:00:11
14918
Share:
Facebook
Twitter
E-Mail
WhatsApp
Telegram
୧୮୦ କେ.ଜିର ଭାର ଉଠାଉଥିଲେ ମହିଳା, ଚାଲିଗଲା ଜୀବନ

ଫିଟ୍ ରହିବାକୁ ସମସ୍ତଙ୍କ ଇଚ୍ଛା । ସୁନ୍ଦର ଚେହେରା ସହ ସୁନ୍ଦର ସ୍ୱାସ୍ଥ୍ୟ ପାଇଁ ସମସ୍ତେ ପ୍ରତ୍ୟେକ ଦିନ ବ୍ୟାୟାମ କରିଥାନ୍ତି । ଘଣ୍ଟା ଘଣ୍ଟା କସରତ କରିଥାନ୍ତି । କିନ୍ତୁ ଘଣ୍ଟା ଘଣ୍ଟା କସରତ ଯେ ଜୀବନ ନେଇଯିବ ତାହା କାହାକୁ ଜଣାଥିଲା । ଏପରି ଅଘଟଣ ଘଟିଛି ମେକ୍ସିକୋରେ ।

ଏଠାରେ ଜଣେ ମହିଳା ଜିମରେ ବ୍ୟାୟାମ କରୁଥିବା ସମୟରେ ୧୮୦କିଲୋଗ୍ରାମ ଭାର ଉଠାଇବାକୁ ଚେଷ୍ଟା କରିଥିଲେ। ଏହି ଭାର ଉଠାଇବା ସମୟରେ ତାଙ୍କ ହାତରୁ ତାହା ଖସି ପଡ଼ିଥିଲା। ଫଳରେ ସେଥିରେ ଲାଗିଥିବା ରଡ ତାଙ୍କ ବେକରେ ଚାପି ହୋଇଯାଇଥିଲା। ଆଉ ଘଟଣାସ୍ଥଳରେ ହିଁ ମହିଳାଙ୍କ ମୃତ୍ୟୁ ହୋଇଯାଇଥିଲା। ମୃତ ମହିଳାଙ୍କ ବୟସ ୩୦ ରୁ ୪୦ ବର୍ଷ ମଧ୍ୟରେ ହେବ ବୋଲି କୁହାଯାଉଛି। ଗତ ଫେବ୍ରୁଆରି ୨୧ରେ ଘଟିଥିବା ଏହି ଘଟଣାର ଦୃଶ୍ୟ ସିସିଟିଭିରେ କଏଦ ହୋଇଥିଲା। ଏହାପ‌ରେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଦୁର୍ଘଟଣା ସମ୍ପର୍କରେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅଧିକ ସ୍ଲିମ୍ ହେବା ଉଦ୍ଦେଶ୍ୟରେ ମହିଳା ଜଣକ ଏପରି କରୁଥିବାବେଳେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ଏହାପରେ ଜିମ୍ ସେଣ୍ଟର କିଛି ଦିନ ପାଇଁ ବନ୍ଦ ରହିଥିବା ଜଣାପଡିଛି ।

Powered by Froala Editor

Tags fitness

Related articles Odisha News Lens 4.1

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା
    ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    13791
    Mar 30, 2026
  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15265
    Mar 30, 2026
  • ୯ ବିଜେଡି କାଉନସିଲର ସମୂହ ଇସ୍ତଫା
    ରାଜନୀତି

    ୯ ବିଜେଡି କାଉନସିଲର ସମୂହ ଇସ୍ତଫା

    13742
    Mar 30, 2026
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14452
    Mar 30, 2026
  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
    ଜିଲ୍ଲା ପରିକ୍ରମା

    ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    14976
    Mar 30, 2026
  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ
    ଦେଶ-ଦେଶାନ୍ତର

    ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

    14372
    Mar 30, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14782
    Mar 30, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ,  କଡ଼ା ଭାଷାରେ ନିନ୍ଦା ...
    ଦେଶ-ଦେଶାନ୍ତର

    ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା ...

    14226
    Mar 30, 2026
  • ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ପରଲୋକ
    ଦେଶ-ଦେଶାନ୍ତର

    ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ପରଲୋକ

    15278
    Mar 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14782
    Mar 30, 2026
  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14452
    Mar 30, 2026
  • ଜିଲ୍ଲା ପରିକ୍ରମା

    ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    14976
    Mar 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14782
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    15908
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15343
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15454
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15078
    Mar 23, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15030
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15536
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13831
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

    14372
    Mar 30, 2026
  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    14976
    Mar 30, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା କଲେ ସାଂସଦ ସସ୍ମିତ ପାତ୍ର

    14226
    Mar 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In