Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରଚୁର ଔଷଧ ମହଜୁଦ୍‌ ରଖିବାକୁ କଡା ...

  • ବାତିଲ ହେଲା ସବୁ ସେନାଧିକାରୀଙ୍କ ଛୁଟି

  • ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି, ...

  • 'ପାକିସ୍ତାନକୁ ପୁରା ଧ୍ୱଂସ କରିଦେବା ...

  • ଭାରତ-ପାକିସ୍ତାନ ଯୁଦ୍ଧ: ସଉଦି ଆରବ ସହ ...

  • ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ...

  • ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ...

  • ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ...

  • ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ...

  • ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ...

ବିଶେଷ
Home ›› ବିଶେଷ ››ସ୍ବାସ୍ଥ୍ୟ ସମ୍ପର୍କିତ ସମସ୍ୟା ଦୂର କରିଥାଏ ଏହି ରତ୍ନ

ସ୍ବାସ୍ଥ୍ୟ ସମ୍ପର୍କିତ ସମସ୍ୟା ଦୂର କରିଥାଏ ଏହି ରତ୍ନ

2022-02-25 03:37:25
14245
Share:
Facebook
Twitter
E-Mail
WhatsApp
Telegram
ସ୍ବାସ୍ଥ୍ୟ ସମ୍ପର୍କିତ ସମସ୍ୟା ଦୂର କରିଥାଏ ଏହି ରତ୍ନ

ଜ୍ୟୋତିଷ ଶାସ୍ତ୍ରରେ ସମସ୍ତ ନଅ ଗ୍ରହ ପାଇଁ ବିଭିନ୍ନ ରତ୍ନ  ତିଆରି କରାଯାଇଛି।  ପ୍ରତ୍ୟେକ ରତ୍ନର ବିଭିନ୍ନ ଗୁଣ ଏବଂ ପ୍ରଭାବ ରହିଛି । ଶନି ଗ୍ରହ ପାଇଁ ନୀଲମ ରତ୍ନ ଧାରଣ କରିବାକୁ ପରାମର୍ଶ ଦିଆଯାଇଥାଏ। ଯଦି ଏହି ରତ୍ନର ସଠିକ୍ ପ୍ରଭାବ ଜାତକ ଉପରେ ପଡ଼େ, ତେବେ ଭାଗ୍ୟ ବଦଳାଇବାକୁ ସମୟ ଲାଗେ ନାହିଁ। ଏହା ବ୍ୟତୀତ, ଏହି ରତ୍ନ ବିଷୟରେ ଏକ ବିଶ୍ୱାସ ଅଛି ଯେ ଏହାର ପ୍ରଭାବ ହେତୁ ଏକ ରଙ୍କ ମଧ୍ୟ ରାଜା ହୋଇପାରେ। ନୀଲମ ପଥର କିପରି ଲାଭ କରେ ....

ଲଘ୍ନ ରାଶି ଅନୁସାରେ, ନୀଲମର ପ୍ରଭାବ ପ୍ରତ୍ୟେକ ମଣିଷ ଉପରେ ଅଲଗା ଅଲଗା ଥାଏ। ଯେଉଁ ଲୋକଙ୍କୁ ନୀଲମ ରତ୍ନ ମାନିଥାଏ ତାଙ୍କୁ ନିଶ୍ଚିତ ରୂପରେ ଏହାର ଲାଭ ମିଳିଥାଏ। ଏହି ରତ୍ନର ପ୍ରଭାବ ସ୍ବାସ୍ଥ୍ୟ ସମ୍ପର୍କିତ ସମସ୍ୟା ଦୂର କରିଥାଏ। ଏହା ସହିତ ଆର୍ଥିକ ଉନ୍ନତିରେ ମଧ୍ୟ ଲାଭ ମିଳିଥାଏ। ଏହାଛଡା ଚାକିରୀ ଓ ବ୍ୟବସାୟରେ  ମଧ୍ୟ ଉନ୍ନତି ହୋଇଥାଏ। ଏହା ସହିତ ଶନି ଦୋଷରୁ ମଧ୍ୟ ମୁକ୍ତି ମିଳିଥାଏ।

ରତ୍ନ ଶାସ୍ତ୍ର ଅନୁସାରେ, ପ୍ରତି ବ୍ୟକ୍ତିଙ୍କୁ ନୀଲମର ଶୁଭ ଫଳ ମିଳିନଥାଏ। ଯାହାଙ୍କୁ ଏଥିରୁ ଲାଭ ମିଳେନି ତାଙ୍କୁ ସ୍ବାସ୍ଥ୍ୟ ସମ୍ପର୍କିତ ସମସ୍ୟାର ସାମନା କରିବାକୁ ପଡିଥାଏ। ଏହାଛଡା କୌଣସି ବଡ ଦୁର୍ଘଟଣା ମଧ୍ୟ ସମସ୍ୟା ହୋଇଯାଏ। ବହୁବାର ଏହାର ଅଶୁଭ ପ୍ରଭାବ ବଡ ଦୁର୍ଘଟଣା ପାଲଟି ଯାଇଥାଏ। କେବଳ ସେତିକି ନୁହେଁ ଏହାର ଅଶୁଭ ପ୍ରଭାବରୁ ଧନ ହାନି ଓ ବିଭିନ୍ନ ସମସ୍ୟା ହୋଇଥାଏ। ଜ୍ୟୋତିଷଙ୍କ ମତରେ ନୀଲମ୍ ରତ୍ନ ପିନ୍ଧିବା ପୂର୍ବରୁ ଏହାକୁ ତକିଆ ଉପରେ ରଖିକି ଶୁଅନ୍ତୁ। ଯଦି ରାତିରେ କୌଣସି ପ୍ରକାର ଖରାପ ସ୍ବପ୍ନ ଆସେ କିମ୍ବା ନିଦ ହୁଏନି ତେବେ ଏହାର ଅର୍ଥ ନୀଲମ ଆପଣଙ୍କ ପାଇଁ ଶୁଭ ନୁହେଁ। ତେଣୁ ନୀଲମ ରତ୍ନକୁ ଧାରଣ କରିବା ଉଚିତ ନୁହେଁ। ଯଦି ପିନ୍ଧିବା ପରେ କୌଣସି ସମସ୍ୟା ହୁଏ ତେବେ ଏହାକୁ ବାହାର କରି ଦିଅନ୍ତୁ।

Powered by Froala Editor

Tags Stone

Related articles Odisha News Lens 4.1

  • ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ଏୟାରପୋର୍ଟ, ରେଳ ଷ୍ଟେସନକୁ ଟାର୍ଗେଟ
    ଦେଶ-ଦେଶାନ୍ତର

    ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ଏୟାରପୋର୍ଟ, ରେଳ ଷ୍ଟେସନକୁ ଟାର୍ଗେଟ

    15293
    May 08, 2025
  • ପ୍ରଚୁର ଔଷଧ ମହଜୁଦ୍‌ ରଖିବାକୁ କଡା ନିର୍ଦ୍ଦେଶ ଦେଲେ ଜେପି ନଡ୍ଡା
    ଦେଶ-ଦେଶାନ୍ତର

    ପ୍ରଚୁର ଔଷଧ ମହଜୁଦ୍‌ ରଖିବାକୁ କଡା ନିର୍ଦ୍ଦେଶ ଦେଲେ ଜେପି ନଡ୍ଡା

    14753
    May 09, 2025
  • ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି, ଆତଙ୍କିତ ହୁଅନ୍ତୁ ନାହିଁ: ଆଇଓସିଏଲ୍‍ ପକ୍ଷରୁ ...
    ଦେଶ-ଦେଶାନ୍ତର

    ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି, ଆତଙ୍କିତ ହୁଅନ୍ତୁ ନାହିଁ: ଆଇଓସିଏଲ୍‍ ପକ୍ଷରୁ ...

    15555
    May 09, 2025
  • ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ସିଆଲକୋଟ ଏବଂ ଲାହୋରରେ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ସିଆଲକୋଟ ଏବଂ ଲାହୋରରେ କ୍ଷେପଣାସ୍ତ୍ର ମାଡ଼

    14752
    May 08, 2025
  • ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ସୁରକ୍ଷିତ ରଖିବା ପାଇଁ ବିଦେଶୀ ସଂସ୍ଥାଙ୍କ ...
    ଦେଶ-ଦେଶାନ୍ତର

    ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ସୁରକ୍ଷିତ ରଖିବା ପାଇଁ ବିଦେଶୀ ସଂସ୍ଥାଙ୍କ ...

    14933
    May 09, 2025
  • ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ଟାର୍ଗେଟରେ କରାଚୀ ବନ୍ଦର
    ଦେଶ-ଦେଶାନ୍ତର

    ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ଟାର୍ଗେଟରେ କରାଚୀ ବନ୍ଦର

    13898
    May 08, 2025
  • ବାତିଲ ହେଲା ସବୁ ସେନାଧିକାରୀଙ୍କ ଛୁଟି
    ଦେଶ-ଦେଶାନ୍ତର

    ବାତିଲ ହେଲା ସବୁ ସେନାଧିକାରୀଙ୍କ ଛୁଟି

    13544
    May 09, 2025
  • ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦
    ଦେଶ-ଦେଶାନ୍ତର

    ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦

    14238
    May 08, 2025
  • ଭାରତ-ପାକିସ୍ତାନ ଯୁଦ୍ଧ: ସଉଦି ଆରବ ସହ ବନ୍ଧୁତାକୁ ମଜଭୁତ କରୁଛି ବାଂଲାଦେଶ
    ଦେଶ-ଦେଶାନ୍ତର

    ଭାରତ-ପାକିସ୍ତାନ ଯୁଦ୍ଧ: ସଉଦି ଆରବ ସହ ବନ୍ଧୁତାକୁ ମଜଭୁତ କରୁଛି ବାଂଲାଦେଶ

    14936
    May 09, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ଟାର୍ଗେଟରେ କରାଚୀ ବନ୍ଦର

    13898
    May 08, 2025
  • ଦେଶ-ଦେଶାନ୍ତର

    ପ୍ରଚୁର ଔଷଧ ମହଜୁଦ୍‌ ରଖିବାକୁ କଡା ନିର୍ଦ୍ଦେଶ ଦେଲେ ଜେପି ନଡ୍ଡା

    14753
    May 09, 2025
  • ଦେଶ-ଦେଶାନ୍ତର

    ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦

    14238
    May 08, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16591
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16875
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15427
    Apr 03, 2021

ବିଶେଷ

  • ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

    14680
    May 08, 2025
  • ସନ୍ତୁଳିତ ଖାଦ୍ୟ ଖାଆନ୍ତୁ, ଡିିପ୍ରେସନରୁ ଦୂରେଇ ରୁହନ୍ତୁ

    14536
    May 07, 2025
  • ଘର ପରିସ୍ଥିତିକୁ ବଦଳାଇବ କ୍ରିଷ୍ଟାଲ୍‌ ଲୋଟସ୍‌

    14650
    May 07, 2025
  • ରକ୍ତଚାପ ନିୟନ୍ତ୍ରଣ କରିବାରେ ମେଥି ବେଶ ସହାୟକ

    15098
    May 06, 2025
  • ପ୍ରଚୁର ପରିମାଣର ପାଣି ପିଅନ୍ତୁ କିଡ୍‌ନୀ ରହିବ ସୁସ୍ଥ

    15096
    May 06, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16252
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13967
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14759
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15286
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଚୁର ଔଷଧ ମହଜୁଦ୍‌ ରଖିବାକୁ କଡା ନିର୍ଦ୍ଦେଶ ଦେଲେ ଜେପି ନଡ୍ଡା

    14753
    May 09, 2025
  • ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ଏୟାରପୋର୍ଟ, ରେଳ ଷ୍ଟେସନକୁ ଟାର୍ଗେଟ

    15293
    May 08, 2025
  • ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ସୁରକ୍ଷିତ ରଖିବା ପାଇଁ ବିଦେଶୀ ସଂସ୍ଥାଙ୍କ ପ୍ରବେଶ ଉପରେ କଟକଣା ଜାରି

    14933
    May 09, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In