Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ...

  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ...

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ...

  • ସର୍ଟକଟ୍‌ ପ୍ରତି ସାବଧାନ ଓ ...

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ ...

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଋଷର ଆକ୍ରମଣ: ୟୁକ୍ରେନରେ ୧୩୭ ମୃତ

ଋଷର ଆକ୍ରମଣ: ୟୁକ୍ରେନରେ ୧୩୭ ମୃତ

2022-02-25 05:46:13
13895
Share:
Facebook
Twitter
E-Mail
WhatsApp
Telegram
ଋଷର ଆକ୍ରମଣ: ୟୁକ୍ରେନରେ ୧୩୭ ମୃତ

ନୂଆଦିଲ୍ଲୀ: ୟୁକ୍ରେନ ଉପରେ ଋଷର ଆକ୍ରମଣ ସାରା ବିଶ୍ବକୁ ଦୋହଲାଇ ଦେଇଛି। ଋଷ ଆକ୍ରମଣରେ ଏଯାଏଁ ୧୩୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୧୬ ଆହତ ହୋଇଥିବା ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ସୂଚନା ଦେଇଛନ୍ତି । ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ଏକ ଭିଡିଓ ମାଧ୍ୟମରେ ସୂଚନା ଦେଇ କହିଛନ୍ତି ଯେ, ଋଷର ଆକ୍ରମଣରେ ଆମେ ୧୩୭ ଜଣଙ୍କୁ ହରେଇଛୁ ଏବଂ ଏହି ଆକ୍ରମଣରେ ୩୧୬ ଜଣ ଆହତ ହୋଇଛନ୍ତି ।

ଋଷ କ୍ଷେପଣାସ୍ତ୍ର ବଳରେ ୟୁକ୍ରେନର ୭୦ରୁ ଅଧିକ ସାମରିକ ପ୍ରତିଷ୍ଠାନ ଧ୍ବସଂ କରିଦେଇଛି । ଏହି ମହାଯୁଦ୍ଧକୁ ଏଡାଇବାକୁ ତଥା ଋଷକୁ ସାମରିକ କାର୍ୟ୍ୟାନୁଷ୍ଠାନରୁ ନିବୃତ୍ତ କରିବାକୁ ଆପ୍ରାଣ ଉଦ୍ୟମ ଚଳାଇଛନ୍ତି ବିଶ୍ବ ନେତା । ଇତି ମଧ୍ୟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଋଷର ଆକ୍ରମଣ ନେଇ ବୈଠକ କରିଛନ୍ତି । ଋଷ ବିରୋଧରେ କଟକଣା ଲାଗୁ କରିବା ପାଇଁ ବାଇଡେନ ଜି-୭ ରାଷ୍ଟ୍ରଙ୍କ ସହ ଆଲୋଚନା କରିଛନ୍ତି ।ଏହି ବୈଠକରେ ବାଇଡେନ ଋଷ ରାଷ୍ଟ୍ରପତି ପୁଟିନଙ୍କ ଉପରେ ବର୍ଷିଥିବା ଜଣାପଡ଼ିଛି । ପୁଟିନ ଅନ୍ତର୍ଜାତୀୟ ନିୟମର ଖୋଲା ଉଲ୍ଲଘଂନ କରିଛନ୍ତି । ଏବଂ ଋଷ ଉପରେ ଅଧିକ ଆର୍ଥିକ ପ୍ରତିବନ୍ଧକ ଲଗାଇବା ନେଇ ଖୋଲା ଚେତାବନୀ ମଧ୍ୟ ଦେଇଛନ୍ତି ।
ୟୁକ୍ରେନ ବିପକ୍ଷରେ ଋଷର ଯୁଦ୍ଧକୁ ନେଇ ଆମେରିକା କଠୋର ଆଭିମୁଖ୍ୟ ଗ୍ରହଣ କରିଛି ।  ବିଶ୍ୱକୁ ସମ୍ବୋଧନ କରି ଆମେରିକାର ରାଷ୍ଟ୍ରପତି ବାଇଡେନ ଚେତାବନୀ ଦେଇଛନ୍ତି ।  ସେ କହିଛନ୍ତି ଯେ, ପୁଟିନ ଆକ୍ରମଣକାରୀ, ସେ ଯୁଦ୍ଧ ବାଛିଛନ୍ତି, ପରିଣାମ ଭୋଗିବେ ।   ଋଷର ତୈଳ ରପ୍ତାନୀ ଉପରେ କଟକଣା ଜାରି ହେବ । ଋଷର ୪ଟି ବଡ଼ ବ୍ୟାଙ୍କ ଉପରେ କଟକଣା ଲଗାଯାଇଛି ।  ଆମେରିକାରେ ଥିବା ଋଷର ସମସ୍ତ ସମ୍ପତ୍ତି ଅଚଳ କରାଯିବ ।  ଆମେରିକା ସୈନ୍ୟ ୟୁକ୍ରେନ ଯିବେ ନାହିଁ । ଯଦି ଋଷ ସାଇବର ହମଲା କରେ, ସେଥିପାଇଁ ଆମେ ପ୍ରସ୍ତୁତ ।  ଆମେରିକା ଉପରେ ବି ଯୁଦ୍ଧର ପ୍ରଭାବ ପଡ଼ିବ ।  ଋଷ ରାଷ୍ଟ୍ରପତିଙ୍କ ସହ କଥା ହେବାର ଯୋଜନା ନାହିଁ ।  ପୂର୍ବଭଳି ସୋଭିଏତ ୟୁନିୟନ ଗଠନ କରିବାକୁ ଚାହୁଁଛି ଋଷ ।  ୟୁକ୍ରେନ ପ୍ରସଙ୍ଗରେ ଭାରତ ସହ ଆଲୋଚନା ହେବ ବୋଲି ବାଇଡେନ କହିଛନ୍ତି  ।

Powered by Froala Editor

Tags War

Related articles Odisha News Lens 4.1

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି
    ଦେଶ-ଦେଶାନ୍ତର

    ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14373
    Aug 12, 2026
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ
    ଦେଶ-ଦେଶାନ୍ତର

    ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14547
    Aug 13, 2026
  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର
    ଦେଶ-ଦେଶାନ୍ତର

    ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13949
    Aug 12, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ
    ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14182
    Aug 13, 2026
  • ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...
    ଦେଶ-ଦେଶାନ୍ତର

    ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...

    15074
    Aug 12, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13267
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...

    13743
    Aug 12, 2026
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ
    ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14210
    Aug 12, 2026
  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି
    ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13801
    Aug 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13743
    Aug 12, 2026
  • ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13713
    Aug 13, 2026
  • ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13267
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17026
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17640
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17690
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18090
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14182
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14490
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14322
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15907
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16320
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13743
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14356
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15258
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14629
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ମୋଦୀ

    15074
    Aug 12, 2026
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14547
    Aug 13, 2026
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14210
    Aug 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In