Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଗିରଫ ପରେ ନଓ୍ଵାବ ମଲିକ ଅସୁସ୍ଥ

ଗିରଫ ପରେ ନଓ୍ଵାବ ମଲିକ ଅସୁସ୍ଥ

2022-02-25 16:19:39
15272
Share:
Facebook
Twitter
E-Mail
WhatsApp
Telegram
ଗିରଫ ପରେ ନଓ୍ଵାବ ମଲିକ ଅସୁସ୍ଥ

ବୁଧବାର ମନି ଲଣ୍ଡରିଂ ମାମଲାରେ ଇଡି ହାତରେ ଗିରଫ ହୋଇଥିବା ଏନ୍‌ସିପି ନେତା ତଥା ମହାରାଷ୍ଟ୍ର ମନ୍ତ୍ରୀ ନଓ୍ଵାବ ମଲିକ ହଠାତ୍‌ ଅସୁସ୍ଥ ହୋଇପଡ଼ିଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁ ତାଙ୍କୁ ମୁମ୍ବାଇର ଜେଜେ ହସପିଟାଲରେ ଭର୍ତ୍ତି କରାଯାଇଛି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ତେବେ ମେଡିକାଲରେ ତାଙ୍କ ସ୍ୱାସ୍ଥ୍ୟ ସମ୍ପର୍କିତ ସରକାରୀ ଭାବେ କୌଣସି ସୂଚନା ଦିଆଯାଇ ନାହିଁ। ନବାବଙ୍କ ଝିଅ ସାନା ଖାନ୍‌ ଏନେଇ ଦଳୀୟ କର୍ମୀଙ୍କୁ ଅବଗତ କରିଛନ୍ତି।

ନଓ୍ଵାବ ମଲିକଙ୍କ ଝିଅ ସାନା ଖାନ ଦଳୀୟ କର୍ମୀମାନଙ୍କୁ ସୂଚନା ଦେଇଛନ୍ତି ଯେ ତାଙ୍କ ପିତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ କହିଛନ୍ତି ଯେ ତାଙ୍କ ପିତା ମଲିକ ପେଟ ଯନ୍ତ୍ରଣାରେ ପୀଡିତ ଥିଲେ। ଏନସିପି ନେତାଙ୍କ କାର୍ଯ୍ୟାଳୟ ମଧ୍ୟ ଟ୍ଵିଟ୍‌ କରି କହିଛି ଯେ ଜେଜେ ଡାକ୍ତରଖାନାରେ ଏବେ ମନ୍ତ୍ରୀ ମଲିକଙ୍କ ଚିକିତ୍ସା ଚାଲିଛି।

ଆତଙ୍କବାସୀ ଦାଉଦ୍ ଇବ୍ରାହିମ ଏବଂ ଅଣ୍ଡରୱାଲଡ୍‌ଙ୍କ ସହ ବେଆଇନ ଜମି କାରବାର ଅଭିଯୋଗରେ ନିବାବଙ୍କୁ ଇଡି ଗିରଫ କରିଥିଲା। ତାଙ୍କୁ ମାର୍ଚ୍ଚ ୩ ପର୍ଯ୍ୟନ୍ତ ନିଜ ହେପାଜତକୁ ନେଇଛି ଇଡି। ତେବେ ଶୁକ୍ରବାର ସକାଳେ ତାଙ୍କୁ ରୁଟିନ୍‌ ଚେକ୍‌ଅପ ପାଇଁ ଇଡି ମେଡିକାଲକୁ ନେଇଥିଲା। କିନ୍ତୁ ତାଙ୍କୁ ମେଡିକାଲରେ ବେଡ୍‌ ଆଡମିଟ୍ ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ।

Powered by Froala Editor

Tags nawab mallik

Related articles Odisha News Lens 4.1

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14367
    Aug 14, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15401
    Aug 15, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13277
    Aug 16, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13987
    Aug 15, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14343
    Aug 15, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14518
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14261
    Aug 13, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    14114
    Aug 13, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15561
    Aug 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14261
    Aug 13, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15561
    Aug 14, 2026
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

    14518
    Aug 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17032
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17649
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17699
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18098
    Sep 06, 2023

ବିଶେଷ

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13277
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14747
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14558
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14396
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15975
    Aug 05, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14239
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14362
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15266
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14638
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15561
    Aug 14, 2026
  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

    14518
    Aug 14, 2026
  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13987
    Aug 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In