Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ...

  • ଶିକ୍ଷକମାନେ TET ପାସ୍‌ କରିବାକୁ ପଡ଼ିବ

  • ସାଂଘାଇରେ ଆତଙ୍କବାଦ ବିରୁଦ୍ଧରେ ବର୍ଷିଲେ ...

  • ଆଫଗାନିସ୍ତାନରେ ପ୍ରଚଣ୍ଡ ଭୂକମ୍ପ : ୮୦୦ ...

  • ଏକଘରିକିଆ ହେଲା ପାକିସ୍ତାନ, ଶେହବାଜ ...

  • ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି ...

  • ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ...

  • ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ ...

  • ଅଭିନେତ୍ରୀଙ୍କ ଅଣ୍ଟାରେ ହାତ ମାରିଲେ ...

  • ‘ପବିତ୍ର ରିସ୍ତା’ ଅଭିନେତ୍ରୀଙ୍କ ବିୟୋଗ, ...

ରାଜ୍ୟ
Home ›› ରାଜ୍ୟ ››ପଂଚାୟତ ଭୋଟ ଗଣତି : ବିଜେଡ଼ି ୨୪୮, ବିଜେପି ୩୦, କଂଗ୍ରେସ ୧୩ରେ ଆଗୁଆ

ପଂଚାୟତ ଭୋଟ ଗଣତି : ବିଜେଡ଼ି ୨୪୮, ବିଜେପି ୩୦, କଂଗ୍ରେସ ୧୩ରେ ଆଗୁଆ

2022-02-26 07:16:25
15403
Share:
Facebook
Twitter
E-Mail
WhatsApp
Telegram
ପଂଚାୟତ ଭୋଟ ଗଣତି : ବିଜେଡ଼ି ୨୪୮, ବିଜେପି ୩୦, କଂଗ୍ରେସ ୧୩ରେ ଆଗୁଆ

ଭୁବନେଶ୍ୱର : ପଂଚାୟତ ନିର୍ବାଚନ ଭୋଟ ଗଣତି ଆରମ୍ଭ ହୋଇଥିବାବେଳେ ପ୍ରାରମ୍ଭିକ ରାଉଣ୍ଡରେ ବିଜୁ ଜନତା ଦଳ ବହୁ ଆଗରେ ରହିଛି  । ଏଯାବତ ଯେତିକି ଆସନର ପ୍ରାରମ୍ଭିକ ଟ୍ରେଣ୍ଡ ଆସିଛି ସେଥିରେ ବିଜୁ ଜନତା ଦଳ ଏକପାଖିଆ ଭାବେ ଆଗୁଆ ରହିଛି  । ଏଯାବତ ବିଜେଡ଼ି ୨୪୮ ଆସନରେ ଆଗୁଆ ଥିବାବେଳେ ବିଜେପି ୩୦ ଓ କଂଗ୍ରେସ ୧୩ ଆସନରେ ଆଗୁଆ ରହିଛି  । ଅନ୍ୟ ଦଳ ବା ସ୍ୱାଧୀନ ପ୍ରାର୍ଥୀମାନେ ୫ ଆସନରେ ଆଗୁଆ ରହିଛନ୍ତି  । ଗତ ପଂଚାୟତ ନିର୍ବାଚନ ତୁଳନାରେ ବିଜେପି ଚରମ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବାବେଳେ କଂଗ୍ରେସର ସ୍ଥିତିରେ କୌଣସି ପରିବର୍ତନ ପରିଲକ୍ଷିତ ହୋଇନାହିଁ  ।

ବହୁ ପ୍ରତୀକ୍ଷିତ ପଂଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଫଳ ଆଜି ପ୍ରକାଶ ପାଇଛି  । ତିନିଦିନ ଧରି ଗଣିତ ହେବାକୁ ଥିବା ପଂଚାୟତ ନିର୍ବାଚନର ଆଜି ହେଉଛି ପ୍ରଥମ ଗଣତି । ଜିଲ୍ଲା ପରିଷଦ ଜୋନ ୱାରୀ ଭୋଟ ଗଣତି ଜାରି ରହିଛି  । ପ୍ରଥମେ ୱାଡର଼୍ମେମ୍ବର, ପରେ ସରଂପଚ, ସମିତିସଭ୍ୟ ଓ ଜିଲ୍ଲା ପରିଷଦ ଭୋଟ ଗଣତି କରାଯାଉଛି  ।

ଆଜି ୩୫୧ ଜିଲ୍ଳା ପରିଷଦ ଜୋନ ପାଇଁ ଗଣତି ହେବାର ଥିବାବେଳେ ଆସନ୍ତାକାଲି ୩୦୭ ଜୋନରେ ଗଣତି କରାଯିବ  । ଅପରପକ୍ଷରେ ୨୮ରେ ୨୨୯ ଜିଲ୍ଲା ପରିଷଦ ଜୋନରେ ଗଣତି ହେବବୋଲି ଜଣାପଡ଼ିଛି  । 

ଷ୍ଟ୍ରଙ୍ଗରୁମରୁ ବାଲାଟ ବକ୍ସକୁ କଡ଼ା ସୁରକ୍ଷା ବଳୟରେ ଭୋଟ ଗଣତି କେନ୍ଦ୍ରକୁ ନିଆଯାଇଛି  । ସେଠାରେ ଏଜେଂଟମାନଙ୍କ ଉପସ୍ଥିତିରେ ବାଲାଟ ବକ୍ସ ଖୋଲାଯାଇଥିଲା  । ବାଲାଟ ବକ୍ସରେ ଥିବା ଭୋଟ କାଗଜଗୁଡ଼ିକୁ ରଙ୍ଗ ଅନୁସାରେ ସଜଡ଼ା ଯାଇ ଗଣତି ଆରମ୍ଭ ହୋଇଯାଇଛି  । ଗୋଟିଏ ଟେବୁଲରେ ଜଣେ କାଉଂଟିଂ ସୁପରଭାଇଜର, ଦୁଇଜଣ ଆସିଷ୍ଟାଂଟ କାଉଂଟିଂ ଅଫିସର ଓ ଜଣେ ଗ୍ରୁପ ଡ଼ି କର୍ମଚାରୀ ରହିଛନ୍ତି  । 

Powered by Froala Editor

Tags Election result

Related articles Odisha News Lens 4.1

  • ଆଫଗାନିସ୍ତାନରେ ପ୍ରଚଣ୍ଡ ଭୂକମ୍ପ : ୮୦୦ ଲୋକଙ୍କ ମୃତ୍ୟୁ ସୂଚନା
    ଦେଶ-ଦେଶାନ୍ତର

    ଆଫଗାନିସ୍ତାନରେ ପ୍ରଚଣ୍ଡ ଭୂକମ୍ପ : ୮୦୦ ଲୋକଙ୍କ ମୃତ୍ୟୁ ସୂଚନା

    15081
    Sep 01, 2025
  • ସାଂଘାଇରେ ଆତଙ୍କବାଦ ବିରୁଦ୍ଧରେ ବର୍ଷିଲେ ମୋଦୀ
    ଦେଶ-ଦେଶାନ୍ତର

    ସାଂଘାଇରେ ଆତଙ୍କବାଦ ବିରୁଦ୍ଧରେ ବର୍ଷିଲେ ମୋଦୀ

    14578
    Sep 01, 2025
  • ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ କରିବେ ସାଇ ଧନଶିକା ଓ ବିଶାଲ
    ମନୋରଞ୍ଜନ

    ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ କରିବେ ସାଇ ଧନଶିକା ଓ ବିଶାଲ

    13710
    Aug 31, 2025
  • ଅଭିନେତ୍ରୀଙ୍କ ଅଣ୍ଟାରେ ହାତ ମାରିଲେ ଅଭିନେତା, ୟୁଜର୍ସ ଦେଲେ ଏମିତି ପ୍ରତିକ୍ରିୟା
    ମନୋରଞ୍ଜନ

    ଅଭିନେତ୍ରୀଙ୍କ ଅଣ୍ଟାରେ ହାତ ମାରିଲେ ଅଭିନେତା, ୟୁଜର୍ସ ଦେଲେ ଏମିତି ପ୍ରତିକ୍ରିୟା

    15466
    Aug 31, 2025
  • ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ପୁଟିନ୍
    ଦେଶ-ଦେଶାନ୍ତର

    ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ପୁଟିନ୍

    15015
    Sep 01, 2025
  • ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି କ୍ରେଡିଟ୍‌ କାର୍ଡ ପର୍ଯ୍ୟନ୍ତ ସବୁ ନିୟମରେ ହେଲା ...
    ଦେଶ-ଦେଶାନ୍ତର

    ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି କ୍ରେଡିଟ୍‌ କାର୍ଡ ପର୍ଯ୍ୟନ୍ତ ସବୁ ନିୟମରେ ହେଲା ...

    15369
    Sep 01, 2025
  • ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ଗାର୍ଲସ୍‌’କୁ ମାଗାସେସ୍ ପୁରସ୍କାର
    ଦେଶ-ଦେଶାନ୍ତର

    ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ଗାର୍ଲସ୍‌’କୁ ମାଗାସେସ୍ ପୁରସ୍କାର

    13398
    Sep 01, 2025
  • ଶିକ୍ଷକମାନେ TET  ପାସ୍‌ କରିବାକୁ ପଡ଼ିବ
    ଦେଶ-ଦେଶାନ୍ତର

    ଶିକ୍ଷକମାନେ TET ପାସ୍‌ କରିବାକୁ ପଡ଼ିବ

    14157
    Sep 01, 2025
  • ଏକଘରିକିଆ ହେଲା ପାକିସ୍ତାନ, ଶେହବାଜ ସରିଫଙ୍କୁ  ଆଡ ଆଖିରେ ଚାହିଁଲେନି ମୋଦୀ
    ଦେଶ-ଦେଶାନ୍ତର

    ଏକଘରିକିଆ ହେଲା ପାକିସ୍ତାନ, ଶେହବାଜ ସରିଫଙ୍କୁ ଆଡ ଆଖିରେ ଚାହିଁଲେନି ମୋଦୀ

    13773
    Sep 01, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ଗାର୍ଲସ୍‌’କୁ ମାଗାସେସ୍ ପୁରସ୍କାର

    13398
    Sep 01, 2025
  • ଦେଶ-ଦେଶାନ୍ତର

    ଶିକ୍ଷକମାନେ TET ପାସ୍‌ କରିବାକୁ ପଡ଼ିବ

    14157
    Sep 01, 2025
  • ଦେଶ-ଦେଶାନ୍ତର

    ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି କ୍ରେଡିଟ୍‌ କାର୍ଡ ପର୍ଯ୍ୟନ୍ତ ସବୁ ନିୟମରେ ହେଲା ପରିବର୍ତ୍ତନ ଜାଣନ୍ତୁ..

    15369
    Sep 01, 2025

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16710
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16812
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17163
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15628
    Apr 03, 2021

ବିଶେଷ

  • ଏତିକି ମାତ୍ରା ଅଲମଣ୍ଡ ଖାଇବା ଶରୀର ପାଇଁ ଭଲ

    15574
    Aug 31, 2025
  • ପାର୍ଟନରଙ୍କ ସହ ଏମିତି କଲେ ହୁଏ ସମ୍ପର୍କ ନଷ୍ଟ

    14324
    Aug 30, 2025
  • ଦୈନିକ ପିଅନ୍ତୁ ଏହି ଜୁସ୍‌

    15051
    Aug 28, 2025
  • ଧରାପୃଷ୍ଠରେ ବିରାଜିଛନ୍ତି ପ୍ରଭୁ ଶ୍ରୀଗଣେଶ

    16231
    Aug 27, 2025
  • ରୋଷେଇ ଘର କୋଣରେ ତମ୍ବା ପାତ୍ରରେ ରଖନ୍ତୁ ଗଙ୍ଗାଜଳ, ସୁଧୁରିଥାଏ ଆର୍ଥିକ ପରିସ୍ଥିତି

    14389
    Aug 26, 2025

ବାଣିଜ୍ୟ

ଗ୍ରାମବାସୀଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିଲା ଉତ୍କଳ ଆଲୁମିନା ସିଏସଆର

ରାୟଗଡା , 28 /8; ଉତ୍କଳ ଆଲୁମିନା, ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗୃପର ସହଯୋଗୀ କମ୍ପାନୀ ପକ୍ଷରୁ ସିଏସଆର ଜରିଆରେ ଗ୍ରାମାଞ୍ଚଳରେ ବିଭିନ୍ନ ସାମାଜିକ ଓ ଅର୍ଥନୈତିକ ଭିତ୍ତିଭୂମି ବିକାଶ ମୂଳକ କାର୍ଯ୍ୟ ...

  • ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର ଅନୁଷ୍ଠିତ

    15201
    Aug 19, 2025
  • ଭାସମଲ ବିଦ୍ୟା ବାଲାନ୍ଙ୍କ ସହିତ ନୂଆ ହେନ୍ନା କ୍ରିମେ ହେୟାର କଲର ଟିଭିସିର ଶୁଭାରମ୍ଭ କରିଛି

    15686
    Aug 10, 2025
  • ହିମାଳୟ ବେବିକେୟାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ନିମନ୍ତେ ଶୁଭାରମ୍ଭ କଲା #ହରକଦମହରମାକେସାଥ୍ ଅଭିଯାନ

    14783
    Aug 06, 2025
  • ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ହେଲେ ଶ୍ରୀ କେ ଜେ ପଟେଲ

    14594
    Aug 01, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ପୁଟିନ୍

    15015
    Sep 01, 2025
  • ‘ପବିତ୍ର ରିସ୍ତା’ ଅଭିନେତ୍ରୀଙ୍କ ବିୟୋଗ, କ୍ୟାନସରରେ ପୀଡ଼ିତ ଥିଲେ

    13727
    Aug 31, 2025
  • ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ଗାର୍ଲସ୍‌’କୁ ମାଗାସେସ୍ ପୁରସ୍କାର

    13398
    Sep 01, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In