Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

ରାଜ୍ୟ
Home ›› ରାଜ୍ୟ ›› ଦମ ଦେଖାଇଛି ବିଜୁ ଜନତା ଦଳ, ଏହିସବୁ ଜିଲ୍ଲାରେ କରିଛି କ୍ଲିନସ୍ୱିପ

ଦମ ଦେଖାଇଛି ବିଜୁ ଜନତା ଦଳ, ଏହିସବୁ ଜିଲ୍ଲାରେ କରିଛି କ୍ଲିନସ୍ୱିପ

2022-02-28 05:01:58
14231
Share:
Facebook
Twitter
E-Mail
WhatsApp
Telegram
 ଦମ ଦେଖାଇଛି ବିଜୁ ଜନତା ଦଳ,  ଏହିସବୁ ଜିଲ୍ଲାରେ କରିଛି କ୍ଲିନସ୍ୱିପ


ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ଭୋଟ ଗଣତିର ଆଜି ଶେଷଦିନ ହୋଇଥିବାବେଳେ ଏଯାବତ ଅନେକ ଜିଲ୍ଲାରେ ବିଜେଡ଼ି କ୍ଲିନସ୍ୱିପ କରିବାରେ ସମର୍ଥ ହୋଇଛି  । ଯାହାକି ବିରୋଧୀଙ୍କୁ ଶକ୍ତ ଝଟକା ଦେଇଥିବାବେଳେ ବିଜୁ ଜନତା ଦଳ ତାହାର ଦମ ଜୋରଦାର ଦେଖାଇଛି  ।

ଭଦ୍ରକରେ ୨୮ ଜିଲ୍ଲା ପରିଷଦ ଆସନ ଥିବାବେଳେ ୧୬ଟି ଆସନର ଗଣତି ହୋଇଛି  । ଯେଉଁଥିରୁ ବିଜେଡ଼ି ୯ ଆସନରେ ଜିତିଥିବାବେଳେ ୭ ଆସନରେ ଆଗୁଆ ରହିଛି  । ଦେବଗଡ଼ର ୭ ଆସନ ମଧ୍ୟରୁ ୬ ଆସନରେ ଗଣତି ହୋଇଛି  । ସେଥିମଧ୍ୟରୁ ବିଜେଡ଼ି ୩ଟିରେ ବିଜୟୀ ହୋଇଥିବାବେଳେ ୩ଟିରେ ଆଗୁଆ ଥିବା ଜଣାପଡ଼ିଛି  । ଗଞ୍ଜାମର ୬୯ ଆସନ ମଧ୍ୟରୁ ୪୪ ଆସନରେ ଗଣତି ହୋଇଛି  । ବିଜେଡ଼ି ୨୨ ଆସନରେ ବାଜିମାତ କରିଥିବାବେଳେ ୨୨ ଆସନରେ ଆଗୁଆ ରହିଛି  । ଜଗତସିଂହପୁରର ୨୬ ଆସନ ମଧ୍ୟରୁ ୧୬ଟିରେ ଗଣତି ହୋଇଥିବାବେଳେ ବିଜେଡ଼ି ୮ ଆସନରେ ବାଜିମାତ କରିଛି  । ଆଉ ୮ ଆସନରେ ଆଗୁଆ ରହିଛି  । ଯାଜପୁରର ୩୯ ଆସନ ମଧ୍ୟରୁ ୨୨ଟିରେ ଗଣତି ହୋଇଥିବାବେଳେ ବିଜୁ ଜନତା ଦଳ ୧୧ ଆସନରେ ବାଜିମାତ କରିଥିବାବେଳେ ୧୧ ଆସନରେ ଅଗ୍ରଣୀ ହାସଲ କରିଛି  । ଝାରସୁଗୁଡ଼ାର ୯ ଆସନ ମଧ୍ୟରୁ ୮ ଆସନରେ ଗଣତି ହୋଇଛି  । ବିଜୁ ଜନତା ଦଳ ୮ ଆସନରେ ଆଗୁଆ ରହିଛି  । କେନ୍ଦ୍ରାପଡ଼ାର ୨୨ ଜିଲ୍ଲା ପରିଷଦ ଆସନ ମଧ୍ୟରୁ ୧୯ଟିରେ ଭୋଟ ଗଣତି ହୋଇଛି  । ବିଜେଡ଼ି ୧୦ ଆସନରେ ଜିତିଥିବାବେଳେ ୯ ଆସନରେ ଆଗୁଆ ରହିଛି  । ନୂଆପଡ଼ାର ୧୪ ଆସନରୁ ୧୦ଟିରେ ଗଣତି ହୋଇଛି  । ବିଜେଡ଼ି ୫ ଆସନରେ ଜିତିଥିବାବେଳେ ୫ଟିରେ ଆଗୁଆ ରହିଛି  । ସେହିପରି ପୁରୀରେ ୩୩ ଆସନ ମଧ୍ୟରୁ ୨୨ ଆସନରେ ଗଣତି ହୋଇଛି  । ଯେତେବେଳେକି ବିଜେଡ଼ି ୧୧ ଆସନରେ ଜିତିଥିବାବେଳେ ୧୧ ଆସନରେ ଆଗୁଆ ଥିବା ଜଣାପଡ଼ିଛି  । 

Powered by Froala Editor

Tags Biju janata dal

Related articles Odisha News Lens 4.1

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13717
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14194
    Aug 13, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14267
    Aug 15, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15495
    Aug 14, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    14049
    Aug 13, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15330
    Aug 15, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14452
    Aug 14, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14301
    Aug 14, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13911
    Aug 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13717
    Aug 14, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15495
    Aug 14, 2026
  • ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15890
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17031
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17647
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17697
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18097
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14680
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14550
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14388
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15967
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16380
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14179
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14361
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15265
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14637
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13717
    Aug 14, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15495
    Aug 14, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    14049
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In