Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 26, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ତିଆରି କରୁଛି ପାକିସ୍ତାନ, ଆଇସିବିଏମ୍‌ର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ରୁଷ ଉପରେ ଗୁଗୁଲ କରିଛି ଡିଜିଟାଲ ଷ୍ଟ୍ରାଇକ୍‌

ରୁଷ ଉପରେ ଗୁଗୁଲ କରିଛି ଡିଜିଟାଲ ଷ୍ଟ୍ରାଇକ୍‌

2022-03-02 13:16:18
14800
Share:
Facebook
Twitter
E-Mail
WhatsApp
Telegram
ରୁଷ ଉପରେ ଗୁଗୁଲ କରିଛି ଡିଜିଟାଲ ଷ୍ଟ୍ରାଇକ୍‌

ୟୁକ୍ରେନ ଏବଂ ଋଷ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି ରହିଛି। ରୁଷ ଲଗାତାର ୟୁକ୍ରେନ୍‌ ଉପରେ ଆକ୍ରମଣ କରି ଚାଲିଛି । ଏହାରି ଭିତରେ ରୁଷ ଉପରେ ହୋଇଛି ଡିଜିଟାଲ ଷ୍ଟ୍ରାଇକ୍‌।  ଦେଶର ମିଡିଆ କମ୍ପାନୀ ରୁଷିଆ ଟୁଡେ ଏବଂ ସ୍ପୁଟିନିକର ୟୁଟ୍ୟୁବ୍ ଚ୍ୟାନେଲକୁ ବ୍ଲକ କରିବାକୁ ନିଷ୍ପତ୍ତି ନେଇଛି ଗୁଗଲ । ମଙ୍ଗଳବାର ୟୁଟ୍ୟୁବର ପେରେଣ୍ଟ କମ୍ପାନୀ ଗୁଗଲ ଏହି ନିଷ୍ପତ୍ତି ନେବା ପରେ ସାରା ୟୁରୋପରେ ଏହି ଦୁଇ ମିଡିଆ ସଂସ୍ଥାର ୟୁଟ୍ୟୁବ୍ ଚ୍ୟାନେଲ ବନ୍ଦ ରହିବ। ରୁଷିଆ ଟୁଡେ ଏବଂ ସ୍ପୁଟିନିକ ଋଷର ସରକାରୀ ଗଣମାଧ୍ୟମ ସଂସ୍ଥା । ଏହି ଦୁଇଟି ୟୁଟ୍ୟୁବ୍‌ ଚ୍ୟାନେଲର ସମ୍ବନ୍ଧ ସିଧାସଳଖ ରୁଷ ସରକାର ସହ ଥିଲା।

ଅନ୍ୟପକ୍ଷରେ ନେଟ୍‌ଫ୍ଲିକ୍ସ ମଧ୍ୟ ରୁଷ ବିରୋଧରେ କଡା ପଦକ୍ଷେପ ନେଇଛି। ତା’ର ଓଟିଟି ପ୍ଲାଟଫର୍ମରେ ରୁଷ କୌଣସି ବି ଚ୍ୟାନେଲକୁ ପ୍ରସାରିତ କରିବ ନାହିଁ ବୋଲି ଘୋଷଣା କରିଛି।

ଫ୍ରାନ୍ସ କହିଛି ଯେ, ସୋଶାଲ ମିଡିଆ ନେଟ୍‌ୱର୍କ ସୁପ୍ଟନିକ୍‌ ଚ୍ୟାନେଲକୁ ଫ୍ରାନ୍ସରେ ବ୍ଲକ କରାଯାଇଛି। ତେବେ ଟେଲିଗ୍ରାମ ଚ୍ୟାନେଲ ଏବେବି କାମ କରୁଛି। ସେପଟେ ଟ୍ୱିଟର ମଧ୍ୟ ରୁଷ ସହ ଜଡିତ ସମସ୍ତ ମିଡିଆ ୱେବ୍‌ସାଇଟ୍‌ର ସମସ୍ତ ଟ୍ୱିଟ୍‌ରେ ‘ଷ୍ଟେ ଇନ୍‌ଫର୍ମଡ୍‌’ ଲେବୁଲ ଲଗାଇବ ବୋଲି ଘୋଷଣା କରିଛି। ରୁଷ ସୋଶାଲ ମିଡିଆ ଜରିଆରେ ବିଭ୍ରାନ୍ତିକର ଖବର ପ୍ରଚାରପ୍ରସାର କରୁଥିବା ଅଭିଯୋଗ ହୋଇଛି।

Powered by Froala Editor

Tags digital

Related articles Odisha News Lens 4.1

  • କ୍ରିକେଟ୍ ଟିମ୍ କିଣିଲେ ସଲମାନ୍‌
    ମନୋରଞ୍ଜନ

    କ୍ରିକେଟ୍ ଟିମ୍ କିଣିଲେ ସଲମାନ୍‌

    13414
    Jun 25, 2025
  • ଯିବା ପୂର୍ବରୁ ଶୁଭାଂଶୁ ଦେଲେ ଇମୋସନାଲ ବାର୍ତ୍ତା, ଶୁଭ ମନାସିଲେ ପରିବାର
    ଦେଶ-ଦେଶାନ୍ତର

    ଯିବା ପୂର୍ବରୁ ଶୁଭାଂଶୁ ଦେଲେ ଇମୋସନାଲ ବାର୍ତ୍ତା, ଶୁଭ ମନାସିଲେ ପରିବାର

    14464
    Jun 25, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ ...
    ବାଣିଜ୍ୟ

    ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ ...

    15072
    Jun 25, 2025
  • ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ରାଜକୁମାର ରାଓ ନର୍ଭସ
    ମନୋରଞ୍ଜନ

    ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ରାଜକୁମାର ରାଓ ନର୍ଭସ

    14293
    Jun 25, 2025
  • ବାୟୁସେନାର ଲଢୁଆ ପାଇଲଟ ଶୁଭାଂଶୁ ଶୁକ୍ଳାଙ୍କ ମହାକାଶକୁ ଯାତ୍ରା
    ଦେଶ-ଦେଶାନ୍ତର

    ବାୟୁସେନାର ଲଢୁଆ ପାଇଲଟ ଶୁଭାଂଶୁ ଶୁକ୍ଳାଙ୍କ ମହାକାଶକୁ ଯାତ୍ରା

    14263
    Jun 25, 2025
  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ...
    ସଂସ୍କୃତି

    ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ...

    15495
    Jun 25, 2025
  • ୨୦୨୬ରୁ ବର୍ଷକୁ ଦୁଇଥର ସିବିଏସଇ ଦଶମ ଶ୍ରେଣୀ ବୋର୍ଡ
    ଦେଶ-ଦେଶାନ୍ତର

    ୨୦୨୬ରୁ ବର୍ଷକୁ ଦୁଇଥର ସିବିଏସଇ ଦଶମ ଶ୍ରେଣୀ ବୋର୍ଡ

    14653
    Jun 25, 2025
  •  ପ୍ରେମରେ ପ୍ରତାରିତ ହୋଇ ୨୧ ଥର ଗୁଜରାଟ ସରକାରଙ୍କୁ ବୋମା ଧମକ, ଯୁବତୀ ଗିରଫ
    ଦେଶ-ଦେଶାନ୍ତର

    ପ୍ରେମରେ ପ୍ରତାରିତ ହୋଇ ୨୧ ଥର ଗୁଜରାଟ ସରକାରଙ୍କୁ ବୋମା ଧମକ, ଯୁବତୀ ଗିରଫ

    14564
    Jun 25, 2025
  • ଇସ୍ରାଏଲ ଓ ଇରାନ ସମାନ ରୂପରେ ଯୁଦ୍ଧ ରୋକିବାକୁ ଚାହୁଁଥିଲେ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇସ୍ରାଏଲ ଓ ଇରାନ ସମାନ ରୂପରେ ଯୁଦ୍ଧ ରୋକିବାକୁ ଚାହୁଁଥିଲେ: ଟ୍ରମ୍ପ

    14800
    Jun 25, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ରାଜକୁମାର ରାଓ ନର୍ଭସ

    14293
    Jun 25, 2025
  • ସଂସ୍କୃତି

    ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    15495
    Jun 25, 2025
  • ମନୋରଞ୍ଜନ

    କ୍ରିକେଟ୍ ଟିମ୍ କିଣିଲେ ସଲମାନ୍‌

    13414
    Jun 25, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16590
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16708
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17019
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15510
    Apr 03, 2021

ବିଶେଷ

  • ମାନସିକତାକୁ ସକାରାତ୍ମକ ରଖେ ଯୋଗ

    14619
    Jun 25, 2025
  • ବଦଳାନ୍ତୁ ଆଙ୍ଗୁଠି ଫୁଟାଇବା ଅଭ୍ୟାସ, ନହେଲେ ଭୋଗିବେ ସାଙ୍ଘାତିକ ସମସ୍ୟା

    15163
    Jun 25, 2025
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    15301
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    14323
    Jun 24, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15950
    Jun 23, 2025

ବାଣିଜ୍ୟ

ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

ଭୁବନେଶ୍ୱର - ୬୦ ବର୍ଷରୁ ଅଧିକ ଇତିହାସ ଥିବା ଭାରତର ଅନ୍ୟତମ ସର୍ବାଧିକ ଖ୍ୟାତିସମ୍ପନ୍ନ ହେୟାର କଲର (କେଶ ରଙ୍ଗ) ବ୍ରାଣ୍ଡ୍‌ ଭାସମଲ୍‌ ପ୍ରାକୃତିକ ହେନାର ଚିରନ୍ତନ ପରମ୍ପରାରେ ମୂଳ ରଖୁଥିବା ତାହାର ଆଧୁ ...

  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15531
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15001
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14822
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14824
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ରାଜକୁମାର ରାଓ ନର୍ଭସ

    14293
    Jun 25, 2025
  • ଇସ୍ରାଏଲ ଓ ଇରାନ ସମାନ ରୂପରେ ଯୁଦ୍ଧ ରୋକିବାକୁ ଚାହୁଁଥିଲେ: ଟ୍ରମ୍ପ

    14800
    Jun 25, 2025
  • ବାୟୁସେନାର ଲଢୁଆ ପାଇଲଟ ଶୁଭାଂଶୁ ଶୁକ୍ଳାଙ୍କ ମହାକାଶକୁ ଯାତ୍ରା

    14263
    Jun 25, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In