Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

ବିଶେଷ
Home ›› ବିଶେଷ ››ପିଲାଙ୍କ ପାଇଁ ୫୦ସିସିର ଏହି ବାଇକ୍

ପିଲାଙ୍କ ପାଇଁ ୫୦ସିସିର ଏହି ବାଇକ୍

2022-03-03 02:51:54
15480
Share:
Facebook
Twitter
E-Mail
WhatsApp
Telegram
ପିଲାଙ୍କ ପାଇଁ  ୫୦ସିସିର ଏହି ବାଇକ୍

ଯୁବପିଢୀଙ୍କ ପାଇଁ ବାଇକ୍ ଚଢି ବୁଲିବା କୌଣସି ଫ୍ୟାସନରୁ ବି କମ୍ ନୁହେଁ । ସ୍କୁଲ ଛୁଆଁଠୁ ଆରମ୍ଭ କରି କଲେଜ ପଢୁଆ ଯୁବକମାନଙ୍କ ନିକଟରେ ଖଣ୍ଡିଏ ଲେଖାଏଁ ବାଇକ୍ ଥିବା ଏକପ୍ରକାରେ ନିଶ୍ଚିତ । ହେଲେ ଜଣେ ଗରିବ ପିଲାଟିଏ ପାଇଁ ଗୋଟିଏ ବାଇକ୍ କିଣିବା କେତେ ଯେ କଷ୍ଟକର ହୋଇପାରେ ତାହା ଆପଣ କେବେ ଅନୁଭବ କରିପାରିବେ ନାହିଁ । କିନ୍ତୁ ଏବେ ଏହି ସମସ୍ୟା ବୋଧହୁଏ ରହିବନି । କାରଣ ଗରିବ ପିଲାଟିଏ ବି ଧନୀ ପିଲାଙ୍କ ଭଳି ଗାଡିରେ ଚଢି ବୁଲିପାରିବ । ଆଉ ଏହି ସ୍ୱପ୍ନକୁ ସାକାର କରିଛି ଏକ ବାଇକ୍ କଂପାନୀ । ଯଦିଓ ଏହି ବାଇକଟି ଅତ୍ୟନ୍ତ ଛୋଟ, ମାତ୍ର ଏହାକୁ ଜଣେ ବଡ ଲୋକଟିଏ ବି ସହଜରେ ବ୍ୟବହାର କରିପାରିବ ।

ସୂଚନା ମୁତାବକ, ଆପଣ ଏଯାବତ୍ ହୋଣ୍ଡାର ନାଭି ବାଇକ୍ ନିଶ୍ଚୟ ଦେଖିଥିବେ । କିନ୍ତୁ ଏହି ବାଇକଟି ନାଭିଠୁ ବି ବହୁତ ଛୋଟ । କୁହାଯାଏ, ଏହି ବାଇକଟିକୁ ପିଲାଙ୍କ ପାଇଁ ଲଂଚ କରାଯାଇଛି, କିନ୍ତୁ ଏହି ବାଇକର ବ୍ୟବହାର ବଡ ଲୋକମାନେ ବି ଅତି ସହଜରେ କରିପାରିବେ । ଏହି ବାଇକ ପେଟ୍ରୋଲ ଦ୍ୱାରା ଚାଲିଥାଏ ଏବଂ ଏହାର ମାଇଲେଜ ୭୦ କିଲୋମିଟର ପର୍ୟ୍ୟନ୍ତ ରହିଛି ।

ଏହି ବାଇକର ମାନ୍ୟୁଫ୍ୟାକ୍ଚିରିଂ ଅଟୋ କଂପାନୀମାନଙ୍କ ଦ୍ୱାରା ହୋଇନଥାଏ ବରଂ ଏହି ବାଇକ ଚୀନରେ ତିଆରି କରାଯାଇ ଭାରତୀୟ ବଜାରରେ ବିକ୍ରୀ କରାଯାଉଛି । ଏହି ବାଇକରେ ୫୦ ସିସିର ୨ଷ୍ଟ୍ରୋକ, ସିଙ୍ଗିଲ ସିଲିଣ୍ଡର ଏୟାର-କୁଲ୍ଡ ପେଟ୍ରୋଲ ଇଂଜିନ ରହିଛି । ଯାହାର ସର୍ବାଧିକ ପାୱାର ୨କେଡବ୍ଲୁ ଏବଂ ସର୍ବାଧିକ ଟର୍କ୍ୟୁ ରହିଛି ୭୦୦ଆର । ଏହି ଛୋଟିଆ ବାଇକର ମ୍ୟାକ୍ସିମମ ସ୍ପିଡ ୪୫ କିଲୋମିଟର ପ୍ରତି ଘଂଟା ରହିଥିବା ବେଳେ ବାଇକଟିର ମାଇଲେଜ ୭୦ କିଲୋମିଟର ରହିଛି ।

ଏହି ବାଇକରେ ରହିଛି ଦମଦାର ହ୍ୱିଲ ସହିତ ଟ୍ୟୁବଲେସ ଟାୟାର । ଏହି ବାଇକ୍ ୯୦ କିଲୋଗ୍ରାମ ପର୍ୟ୍ୟନ୍ତ ଓଜନ ଉଠାଇପାରିବ । ଅର୍ଥାତ୍ ଏତିକି ଓଜନର ଜଣେ ବ୍ୟକ୍ତି ଏହି ବାଇକଟିକୁ ଚଲାଇପାରିବ । ଏହାର ଗ୍ରାଉଣ୍ଡ କ୍ଲିୟରାନ୍ସ ରହିଛି ୧୮ସିଏମ । ତେବେ ବାଇକଟିର ଓଜନ ରହିଛି ମାତ୍ର ୨୩ କେଜି । ସେହିପରି ଏହି ବାଇକର ସିଟର ହାଇଟ୍ ରହିଛି ୬୨ ସେଂଟିମିଟର । ବାଇକରେ ଦେଢ ଲିଟିରିଆ ପେଟ୍ରୋଲ ଟାଙ୍କି ଦିଆଯାଇଛି । ଏହାକୁ ଆପଣ ଉଭୟ ଇଲେକ୍ଟ୍ରିକ ଏବଂ ପୁଲ ଷ୍ଟାର୍ଟ କରିପାରିବେ ।

ଏହି ବାଇକଟି ବର୍ତ୍ତମାନ ଅଲଗା ଅଲଗା ମଡେଲରେ ଭାରତୀୟ ବଜାରରେ ଉପଲବ୍ଧ । କିଛି ମଡେଲ ଉପରେ ବିଏମଡବ୍ଲୁର ଲୋଗ ମଧ୍ୟ ଲଗାଯାଇଛି । ତେବେ ଏହି ବାଇକର ଦାମ ମାତ୍ର ୨୦ ହଜାର ଟଙ୍କାରୁ ଆରମ୍ଭ । ଦିଲ୍ଲୀରେ ଏହି ବାଇକର ଏକ ବହୁତ ବଡ ମାର୍କେଟ ରହିଛି । ସେହିପରି, ଅନଲାଇନ ଜରିଆରେ ମଧ୍ୟ ଆପଣ ଏହି ବାଇକଟିକୁ ଇଣ୍ଡିଆମାର୍ଟରୁ କିଣିପାରିବେ ।

Powered by Froala Editor

Tags Bike

Related articles Odisha News Lens 4.1

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14807
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15645
    Sep 27, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    14025
    Sep 28, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14123
    Sep 28, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14826
    Sep 28, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ  ଶ୍ରେଣୀ ପିଲାଙ୍କୁ ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ...

    14460
    Sep 29, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....
    ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14902
    Sep 29, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15639
    Sep 29, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14364
    Sep 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ବାଧ୍ୟତାମୂଳକ ତ୍ରିଭାଷା ଶିକ୍ଷା ନୀତିରୁ ବାଦ୍‌ ...

    14460
    Sep 29, 2026
  • ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14902
    Sep 29, 2026
  • ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14807
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17136
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17826
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17793
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18206
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14902
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13963
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15719
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15285
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14659
    Sep 18, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14323
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15945
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15626
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14902
    Sep 29, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14123
    Sep 28, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14826
    Sep 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In