ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୨୪ଘଣ୍ଟାରେ ଏହି ଅବପାତ ଉତ୍ତର ତାମିଲନାଡୁ ଉପକୂଳ ଆଡକୁ ଗତି କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
Powered by Froala Editor