Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପେରାମ୍ବୁର ଏବଂ ତ୍ରିଚି ଆସନରୁ ...

  • ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ...

  • ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ...

  • ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ

  • ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା

  • ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା

  • ଓଜନ କମାଇବାର ସହଜ ଉପାୟ

  • ଭାରତ ସହିତ ମିଶି କାମ କରିବାକୁ ଖୁବ ...

  • ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ...

Home ›› ››ଭାଙ୍ଗୁଛି କରୋନାର କାୟା, ଆଜି ଦେଶରେ ୫ହଜାର ୯୨୧କରୋନା ପଜିଟିଭ୍

ଭାଙ୍ଗୁଛି କରୋନାର କାୟା, ଆଜି ଦେଶରେ ୫ହଜାର ୯୨୧କରୋନା ପଜିଟିଭ୍

2022-03-05 09:18:07
14730
Share:
Facebook
Twitter
E-Mail
WhatsApp
Telegram
ଭାଙ୍ଗୁଛି କରୋନାର କାୟା, ଆଜି ଦେଶରେ ୫ହଜାର ୯୨୧କରୋନା ପଜିଟିଭ୍

ନୂଆଦିଲ୍ଳୀ: ଦେଶରେ ଦିନକୁ ଦିନ କମୁଛି କରୋନା ସଂକ୍ରମଣ । ଏହା ସହିତ ମୃତୁ୍ୟ ସଂଖ୍ୟାରେ ମଧ୍ୟ ସମାନ ସ୍ଥିତି ପରିଲକ୍ଷିତ ହେଉଛି ।  ଗତ ୨୪ଘଣ୍ଟାରେ ଦେଶରେ ୫ହଜାର ୯୨୧ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ଦେଶରେ ମୋଟ କରୋନା  ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ପାର୍ କରିଛି । ବର୍ତ୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ୨୯ଲକ୍ଷ ୫୭ହଜାର ୭୭୪କୁ ବୃଦ୍ଧି ପାଇଛି । ଦେଶରେ ଦୈନିକ ପଜିଟିଭ୍ ହାର ୦.୬୩ପ୍ରତିଶତ ରହିଛି ।

 
ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୧ଲକ୍ଷ ତଳେ ରହିଛି । ଦେଶରେ ସକ୍ରିୟ ମାମଲା ୬୩ହଜାର  ୮୭୮ରହିଛି । ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୨୩ଲକ୍ଷ ୭୮ହଜାର ୭୨୧ରେ ପହଞ୍ଚି ଯାଇଛି । ଦେଶରେ  ଟିକାକରଣ ପ୍ରକ୍ରିୟା ମଧ୍ୟ  ଦ୍ରୁତ ବେଗରେ ଚାଲିଛି 

Powered by Froala Editor

Tags Corona

Related articles Odisha News Lens 4.1

  • ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା
    ଦେଶ-ଦେଶାନ୍ତର

    ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା

    14034
    Mar 28, 2026
  • ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ଏକଜୁଟ୍ ହୋଇ ରହିବାକୁ ଅପିଲ୍ କଲେ ...
    ଦେଶ-ଦେଶାନ୍ତର

    ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ଏକଜୁଟ୍ ହୋଇ ରହିବାକୁ ଅପିଲ୍ କଲେ ...

    13800
    Mar 29, 2026
  • ପେରାମ୍ବୁର ଏବଂ ତ୍ରିଚି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଟିଭିକେ ମୁଖ୍ୟ ବିଜୟ
    ଦେଶ-ଦେଶାନ୍ତର

    ପେରାମ୍ବୁର ଏବଂ ତ୍ରିଚି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଟିଭିକେ ମୁଖ୍ୟ ବିଜୟ

    14509
    Mar 29, 2026
  •  ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ଅବତରଣ କଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ
    ଦେଶ-ଦେଶାନ୍ତର

    ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ଅବତରଣ କଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ

    14569
    Mar 28, 2026
  • ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

    15161
    Mar 28, 2026
  • ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ
    ଦେଶ-ଦେଶାନ୍ତର

    ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ

    15437
    Mar 28, 2026
  • ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା
    ଅପରାଧ

    ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା

    15000
    Mar 28, 2026
  • ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା
    ମନୋରଞ୍ଜନ

    ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା

    15321
    Mar 28, 2026
  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି
    ଦେଶ-ଦେଶାନ୍ତର

    ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି

    14160
    Mar 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ଅବତରଣ କଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ

    14569
    Mar 28, 2026
  • ବିଶେଷ

    ଓଜନ କମାଇବାର ସହଜ ଉପାୟ

    15658
    Mar 28, 2026
  • ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

    15161
    Mar 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ଓଜନ କମାଇବାର ସହଜ ଉପାୟ

    15658
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15111
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15425
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15047
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    14029
    Mar 22, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15030
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15536
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13831
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପେରାମ୍ବୁର ଏବଂ ତ୍ରିଚି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଟିଭିକେ ମୁଖ୍ୟ ବିଜୟ

    14509
    Mar 29, 2026
  • ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା

    14034
    Mar 28, 2026
  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି

    14160
    Mar 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In