Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅସ୍ଥି ମଜଭୁତ କରେ ଖଜୁରି

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ ...

  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ...

  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ...

  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ...

  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

Home ›› ››ବିଧାନ ପରିଷଦ ଗଠନକୁ ନେଇ ସ୍ପଷ୍ଟୀକରଣ ମାଗିଲା କେନ୍ଦ୍ର

ବିଧାନ ପରିଷଦ ଗଠନକୁ ନେଇ ସ୍ପଷ୍ଟୀକରଣ ମାଗିଲା କେନ୍ଦ୍ର

2022-03-06 07:49:15
14538
Share:
Facebook
Twitter
E-Mail
WhatsApp
Telegram
ବିଧାନ ପରିଷଦ ଗଠନକୁ ନେଇ ସ୍ପଷ୍ଟୀକରଣ ମାଗିଲା କେନ୍ଦ୍ର


ଭୁବନେଶ୍ୱର: ଓଡ଼ିଶାରେ ବିଧାନ ପରିଷଦ ଗଠନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ସ୍ପଷ୍ଟୀକରଣ ମାଗିଛି। ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ଫେବୃୟାରୀ ୧୫ତାରିଖରେ କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଏହି ପ୍ରସଙ୍ଗରେ ଚିଠି ଲେଖିବା ପରେ ତା’ର ଉତ୍ତରରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ବିଧାନପରିଷଦ ଗଠନ ସଂକ୍ରାନ୍ତରେ ସ୍ପଷ୍ଟୀକରଣ ଲୋଡ଼ିବା ପରେ ବିଧାନସଭା ପକ୍ଷରୁ ରାଜ୍ୟ ସଂସଦୀୟ ବ୍ୟାପାର ବିଭାଗକୁ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ଏ ସମ୍ପର୍କରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ବିଧାନ ପରିଷଦ ଗଠନ ସଂକ୍ରାନ୍ତରେ ସେ ଯେଉଁ ଚିଠି ପଠାଇଥିଲେ ତାହା ଆଧାରରେ କେନ୍ଦ୍ର ସରକାରରୁ ଏକ ଚିଠି ଆସିଛିି ଯେଉଁଥିରେ ରାଜ୍ୟ ସଂସଦୀୟ ବ୍ୟାପାର ବିଭାଗରୁ କେତେକ ସ୍ପଷ୍ଟୀକରଣ ଚାହିଁଛନ୍ତି। ବିଧାନସଭା ପକ୍ଷରୁ ଏହି ଚିଠିକୁ ସଂସଦୀୟ ବ୍ୟାପାର ବିଭାଗକୁ ପଠାଇ ଦିଆଯାଇଛି ।କେନ୍ଦ୍ର ସରକାର ଯାହା ଲେଖିଛନ୍ତି ତା’ର ଉତ୍ତର ସଂସଦୀୟ ବ୍ୟାପାର ବିଭାଗ ଦେବ। ଏହାସହିତ ବିଧାନ ପରିଷଦ ଗଠନ ପାଇଁ ବିଧାନସଭାରେ ପାରିତ ସଂକଳ୍ପକୁ କେନ୍ଦ୍ର ସରକାର ପାଇଥିବା ମଧ୍ୟ ସ୍ପଷ୍ଟ ହୋଇଛି । କାରଣ କେନ୍ଦ୍ର ସରକାର ଏହି ସଂକଳ୍ପ ପାଇଥିବାରୁ ହିଁ ପରିଷଦ ଗଠନକୁ ନେଇ ଆଉ କେତେକ ସ୍ପଷ୍ଟୀକରଣ ଲୋଡ଼ିଛନ୍ତି ବୋଲି ବାଚସ୍ପତି ଶ୍ରୀ ପାତ୍ର କହିଛନ୍ତି । ତେବେ କେନ୍ଦ୍ର ସରକାର କେଉଁ ସବୁ ପ୍ରସଙ୍ଗ ଉପରେ ସ୍ପଷ୍ଟୀକରଣ ମାଗିଛନ୍ତି ତାହା ଜଣାପଡ଼ିନି ।

ଉଲ୍ଲେଖଯୋଗ୍ୟ, ଓଡ଼ିଶାରେ ବିଧାନ ପରିଷଦ ଗଠନ ପାଇଁ ବିଧାନସଭାରେ ପାରିତ କୌଣସି ସଂକଳ୍ପ ପ୍ରସ୍ତାବ କେନ୍ଦ୍ର ସରକାରଙ୍କୁ ମିଳିନାହିଁ ବୋଲି ଫେବୃୟାରୀ ୧୨ତାରିଖରେ ରାଜ୍ୟସଭାରେ କେନ୍ଦ୍ର ଆଇନ ମନ୍ତ୍ରୀ କିରନ ରିଜ୍ଜୁ ବିଜେଡି ସାଂସଦ ପ୍ରସନ୍ନ ଆଚାର୍ୟ୍ୟଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ସୂଚନା ଦେଇଥିଲେ । ତେବେ କେନ୍ଦ୍ରମନ୍ତ୍ରୀଙ୍କ ଏହି ଉତ୍ତରକୁ ନେଇ ଓଡ଼ିଶାରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଥିଲା । ବାଚସ୍ପତି ଶ୍ରୀ ପାତ୍ର ଫେବୃୟାରୀ ୧୫ତାରିଖରେ ବିସ୍ତୃତ ଦସ୍ତାବିଜ ସହ ୨ଟି ଚିଠି କେନ୍ଦ୍ର ମନ୍ତ୍ରୀ କିରେନ ରିଜ୍ଜୁଙ୍କୁ ଲେଖି ସମଗ୍ର ଘଟଣାକ୍ରମର ତଦନ୍ତ କରିବାକୁ ଅନୁରୋଧ କରିଥିଲେ । ଏହାସହିତ ବିଧାନ ପରିଷଦ ଗଠନକୁ ନେଇ ପାରିତ ସଂକଳ୍ପ ସଂକ୍ରାନ୍ତ କେନ୍ଦ୍ର ସରକାରଙ୍କୁ ଦିଆଯାଇଥିବା ଚିଠିକୁ ମଧ୍ୟ ବାଚସ୍ପତି ଗଣମାଧ୍ୟମକୁ ଅବଗତ କରାଇଥିଲେ ।

ସୂଚନାଯୋଗ୍ୟ, ଓଡ଼ିଶାରେ ବିଧାନ ପରିଷଦ ଗଠନ ପାଇଁ ରାଜ୍ୟ ବିଧାନସଭାରେ ୨୦୧୮ ସେପ୍ଟେମ୍ବର ୬ତାରିଖରେ ଏକ ସଂକଳ୍ପ ପାରିତ ହୋଇଥିଲା । ଏହି ସଂକଳ୍ପ ସଂକ୍ରାନ୍ତରେ ସେହିମାସ ୧୮ତାରିଖରେ ଓଡ଼ିଶା ବିଧାନସଭା ପକ୍ଷରୁ ଲୋକସଭା ଓ ରାଜ୍ୟସଭାର ସେକ୍ରେଟାରୀ ଜେନେରାଲ, ଆଇନ ମନ୍ତ୍ରଣାଳୟ, ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସଚିବଙ୍କୁ ଚିଠି ଲେଖି ଅବଗତ କରାଯାଇଥିଲା ।

Powered by Froala Editor

Tags Assembly

Related articles Odisha News Lens 4.1

  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ
    ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13889
    Apr 16, 2026
  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର
    ମନୋରଞ୍ଜନ

    ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

    14744
    Apr 16, 2026
  •  ଅସ୍ଥି ମଜଭୁତ କରେ ଖଜୁରି
    ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15601
    Apr 16, 2026
  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ
    ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13788
    Apr 16, 2026
  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’
    ମନୋରଞ୍ଜନ

    ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14835
    Apr 16, 2026
  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...
    ଦେଶ-ଦେଶାନ୍ତର

    ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...

    15178
    Apr 16, 2026
  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର
    ଦେଶ-ଦେଶାନ୍ତର

    ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

    14097
    Apr 16, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15487
    Apr 15, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    14043
    Apr 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15601
    Apr 16, 2026
  • ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    14917
    Apr 16, 2026
  • ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13889
    Apr 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17422
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17476
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17833
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16304
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15601
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15700
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16108
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14726
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15702
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15339
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15070
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15571
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13868
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13788
    Apr 16, 2026
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13889
    Apr 16, 2026
  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

    14744
    Apr 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In