Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ...

  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ...

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ...

  • ସର୍ଟକଟ୍‌ ପ୍ରତି ସାବଧାନ ଓ ...

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ ...

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମରିପଲ ସହରରେ ଋଷର ଘନଘନ ବୋମାମାଡ

ମରିପଲ ସହରରେ ଋଷର ଘନଘନ ବୋମାମାଡ

2022-03-06 08:55:39
15403
Share:
Facebook
Twitter
E-Mail
WhatsApp
Telegram
ମରିପଲ ସହରରେ ଋଷର ଘନଘନ ବୋମାମାଡ


କ୍ୱିଭ:ଋଷ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଭୟଙ୍କର ରୂପ ଧାରଣ କରିଛି । ୟୁକ୍ରେନ-ରୁଷ ଯୁଦ୍ଧକୁ ନେଇ ସବୁଠି ହା ହା କାର ପରିସ୍ଥିତି । ଏହି ଯୁଦ୍ଧ ପରିସ୍ଥିତିକୁ ନେଇ ସମସ୍ତେ ଭୟଭୀତ ଅବସ୍ଥାରେ ଅଛନ୍ତି । ୟୁକ୍ରେନ ଉପରେ ଋଷର ତାଣ୍ଡବ ଲୀଳା ଜାରି ରହିଛ । ଆଜିକୁ ୧୧ଦିନ ହେଲା ଯୁଦ୍ଧ ଜାରି ରହିଛି । ଏପର୍ଯ୍ୟନ୍ତ ଋଷର ଲକ୍ଷ୍ୟ ପୂରଣ ନହେବାରୁ ଋଷ ପକ୍ଷରୁ ଆକ୍ରମଣ ଆହୁରି ତୀବ୍ର ହୋଇଛି । ଘନ ଘନ ମିଶାଇଲ ମାଡରେ ଥରି ଉଠୁଛି ୟୁକ୍ରେନ ମାଟି । ଜଳୁଛି ସହାର ପରେ ସହର ।

ୟୁକ୍ରେନର ଗୋଟିଏ ପରେ ଗୋଟିଏ ସହରକୁ ହାତମୁଠାକୁ ନେଉଛି ଋଷିଆ । ବର୍ତ୍ତମାନ ୟୁକ୍ରେନ ବନ୍ଦର ସହର ମରିପଲକୁ ଋଷୀୟ ସେନାଙ୍କ ଟାର୍ଗେଟ । ମରିପଲ ସହର ଉପରକୁ ଋଷୀୟ ସେନାଙ୍କ ପକ୍ଷରୁ ଘନଘନ ବୋମାମାଡ କରାଯାଉଛି । ଏହି ସ୍ଥାନରେ ବିଦୁ୍ୟତ, ଜଳ, ଖାଦ୍ୟ ଯୋଗାଣ ଓ ଗମନାଗମନ ସଂପୂର୍ଣ୍ଣ ବିଚ୍ଛିନ୍ନ ହୋଇଯାଇଛି ।
ଅନ୍ୟପଟେ ୟୁକ୍ରେନରେ ଫସିଥିବା ପ୍ରବାସୀ ଭାରତୀୟଙ୍କୁ ସ୍ୱଦେଶ ଫେରାଇ ଆଣିବାକୁ ଅପରେଶନ୍-ଗଙ୍ଗା ଜାରି ରହିଛି । ଅପରେଶନ-ଗଙ୍ଗା ଜୋରଦାର ହୋଇଛି। ୟୁକ୍ରେନରୁ ଫେରୁଛନ୍ତି ଭାରତୀୟ । ଆଜି ୩ଟି ସ୍ୱତନ୍ତ୍ର ବିମାନରେ ୟୁକ୍ରେନରୁ ଫେରିଲେଣି ୫୪୭ ଭାରତୀୟ । ସ୍ଲୋଭାକିଆ ରାସ୍ତା ଦେଇ ଆଜି ଆଉ ୨୫୪ ପ୍ରବାସୀ ଭାରତୀୟ ମଧ୍ୟ ସ୍ୱଦେଶ ଫେରିଛନ୍ତି । ହେଙ୍ଗେରୀ ଦେଇ ୧୮୩ ଓ ରୋମାନିଆ ଦେଇ ୨୧୦ ଭାରତୀୟ ସ୍ୱଦେଶ ଫେରିଥିବା ସୂଚନା ମିଳିଛି ।
ଅନ୍ୟପଟେ ଗତକାଲି ଋଷ ୬ଘଣ୍ଟା ପାଇଁ ଅସ୍ତ୍ରବିରତି ଘୋଷଣା କରିଥିଲା । ଏହି ସମୟରେ ଗର୍ଭବତୀ ମହିଳା, ଛୋଟପିଲା, ବୟସ୍କ ନାଗରିକ, ପ୍ରବାସୀ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରାଯିବ ବୋଲି କୁହାଯାଇଥିଲା ।

Powered by Froala Editor

Tags Russia Ukraine war

Related articles Odisha News Lens 4.1

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର
    ଦେଶ-ଦେଶାନ୍ତର

    ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13928
    Aug 12, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ
    ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14158
    Aug 13, 2026
  • ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...
    ଦେଶ-ଦେଶାନ୍ତର

    ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...

    15053
    Aug 12, 2026
  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି
    ଦେଶ-ଦେଶାନ୍ତର

    ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14352
    Aug 12, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...

    13724
    Aug 12, 2026
  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13691
    Aug 13, 2026
  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି
    ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13780
    Aug 12, 2026
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ
    ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14189
    Aug 12, 2026
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ
    ଦେଶ-ଦେଶାନ୍ତର

    ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14525
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13780
    Aug 12, 2026
  • ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13246
    Aug 13, 2026
  • ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14158
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17026
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17639
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17689
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18090
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14158
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14487
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14319
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15904
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16316
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13724
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14356
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15258
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14629
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14525
    Aug 13, 2026
  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13780
    Aug 12, 2026
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14189
    Aug 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In