Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

Home ›› ››ଅକ୍ସିଜେନ ଅଭାବରୁ ପୁଣି ଚାଲିଗଲା ୮ ଜଣଙ୍କ ଜୀବନ

ଅକ୍ସିଜେନ ଅଭାବରୁ ପୁଣି ଚାଲିଗଲା ୮ ଜଣଙ୍କ ଜୀବନ

2021-05-01 14:33:19
15758
Share:
Facebook
Twitter
E-Mail
WhatsApp
Telegram
ଅକ୍ସିଜେନ ଅଭାବରୁ ପୁଣି ଚାଲିଗଲା ୮ ଜଣଙ୍କ ଜୀବନ

ଦିଲ୍ଲୀର ବାତ୍ରା ହସ୍ପିଟାଲରେ ଅକ୍ସିଜେନ୍‌ ଅଭାବରୁ ୮ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। କୋର୍ଟରେ ଶୁଣାଣି ବେଳେ ବାତ୍ରା ହସ୍ପିଟାଲ ପକ୍ଷରୁ ବୟାନ ଦାଖଲ ହୋଇଛି। ଏଥିରେ କୁହାଯାଇଛି, ‘ମଧ୍ୟାହ୍ନ ୧୨ଟାରେ ଆମର ଅମ୍ଳଜାନ ଶେଷ ହୋଇଗଲା। ଆମେ ୧.୩୫ ଘଣ୍ଟାରେ ଯାଇ ଅମ୍ଳଜାନ ପାଇଲୁ। ସେ ଭିତରେ ଜୀବନ ଚାଲିଗଲା। ସେମାନଙ୍କ ମଧ୍ୟରେ ଆମର ଜଣେ ଡାକ୍ତର ଅଛନ୍ତି।  ବାତ୍ରା ହସ୍ପିଟାଲ ମେଡିସିନ୍‌ ନିର୍ଦ୍ଦେଶକ ଡାକ୍ତର ଏସସିଏଲ ଗୁପ୍ତା କହିଛନ୍ତି, ଘଣ୍ଟାଏ ପର୍ଯ୍ୟନ୍ତ ଆମକୁ ବିନା ଅମ୍ଳଜାନରେ ହସ୍ପିଟାଲ ଚଳେଇବାକୁ ପଡ଼ିଲା। ଶନିବାର ମଧ୍ୟାହ୍ନରେ ଏହି ସଂକଟ ଯୋଗୁଁ ୮ ଜଣ ଲୋକଙ୍କ ପ୍ରାଣହାନୀ ଘଟିଛି। 

ଅମ୍ଳଜାନ ଶେଷ ହେବା ପୂର୍ବରୁ ବାତ୍ରା ହସ୍ପିଟାଲ ତରଫରୁ ଏସଓଏସ ପଠାଯାଇଥିଲା। ସେଥିରେ କୁହାଯାଇଥିଲା ଆମର ଅମ୍ଳଜାନ ସରି ଆସୁଛି। ଆଉ ୧୦ ମିନିଟରେ ସବୁ ଶେଷ ହୋଇଯିବ। ଆମ ପାଖରେ ୩୨୬ ଜଣ ରୋଗୀ ଅଛନ୍ତି। ଏହା ପରେ ଦିଲ୍ଲୀର ମନ୍ତ୍ରୀ ରାଘବ ଚଢା କହିଥିଲେ ଆମର ଏସଓଏସ କ୍ରାୟୋଜେନିକ ଟ୍ୟାଙ୍କରରେ ତରଳ ମେଡିକାଲ ଅମ୍ଳଜାନ ୫ ମିନିଟରେ ବାତ୍ରା ହସ୍ପିଟାଲରେ ପହଞ୍ଚୁଛି। କିନ୍ତୁ ହସ୍ପିଟାଲରେ ଅମ୍ଳଜାନ ବିଳମ୍ବରେ ପହଞ୍ଚିଥିଲା। ସେତେବେଳକୁ ୮ ଜଣଙ୍କର ଜୀବନହାନୀ ଘଟି ସାରିଥିଲା।

ଏହାକୁ ନେଇ ହାଇକୋର୍ଟ ବାତ୍ରା ହସ୍ପିଟାଲକୁ କହିଛନ୍ତି, ଏଥିରୁ ଆପଣଙ୍କ ଚେତା ପଶିବା ଦରକାର। ସଙ୍କଟ ସମୟରେ କାହା ଉପରେ ନିର୍ଭର କରିବା ବ୍ୟତୀତ ସମସ୍ତ ସୁବିଧା ନିଜ ହସ୍ପିଟାଲରେ ସୃଷ୍ଟି କରିବା ଦରକାର। ଦିଲ୍ଲୀ ସରକାରଙ୍କ ଓକିଲ କୋର୍ଟରେ କହିଛନ୍ତି, ଆମ ଅକ୍ସିଜେନ୍‌ ଟ୍ୟାଙ୍କରକୁ ପ୍ଲାଣ୍ଟରରେ ପ୍ରାଥମିକତା ଦେଉନାହାନ୍ତି। 

Powered by Froala Editor

Tags oxygen distribute late

Related articles Odisha News Lens 4.1

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15372
    Mar 04, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14120
    Mar 04, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14393
    Mar 02, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13882
    Mar 02, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15039
    Mar 04, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14815
    Mar 02, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14644
    Mar 03, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15052
    Mar 04, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14281
    Mar 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14393
    Mar 02, 2026
  • ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15372
    Mar 04, 2026
  • ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15052
    Mar 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17359
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14672
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13882
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15014
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14634
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14435
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15124
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16107
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15372
    Mar 04, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14120
    Mar 04, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14815
    Mar 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In